ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮,୪୭୬କୁ ବୃଦ୍ଧି

ଭୁବନେଶ୍ୱର,୧୪ା୧(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ମୃତ୍ୟୁସଂଖ୍ୟାରେ ବି ବ୍ରେକ୍‌ ଲାଗୁନି। ଶୁକ୍ରବାର ରାଜ୍ୟରୁ ଆଉ ୪ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି କଟକ, ଜଗତସିଂହପୁର, ଭଦ୍ରକ ଏବଂ ସୁନ୍ଦରଗଡ଼ ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୧,୧୧,୮୭୯ରେ ପହଞ୍ଚିଥିବା ବେଳେ ୧୦,୫୦,୧୭୯ଜଣ ସୁସ୍ଥ ହୋଇଛନ୍ତି। ୫୩୧୭୧ଜଣ ଚିକିିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୮,୪୭୬କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଗ୍‌ବଜାର ପକ୍ଷରୁ ପ୍ଲାଷ୍ଟିକ ସଚେତନତା: ‘ପ୍ଲାଷ୍ଟିକ ଭରୋ-ରିସାଇକେଲ କରୋ’ ଆରମ୍ଭ

ଭୁବନେଶ୍ୱର,୧୨।୯(ବ୍ୟୁରୋ): ଫ୍ୟୁଚର ଗ୍ରୁପର ରିଟେଲ ଚେନ୍‌ ବିଗ୍‌ବଜାର ପକ୍ଷରୁ ଭୁବନେଶ୍ୱରରେ ପ୍ଲାଷ୍ଟିକ ସଚେତନତା କାର୍ଯ୍ୟକ୍ରମ ‘ପ୍ଲାଷ୍ଟିକ ଭରୋ-ରିସାଇକେଲ କରୋ’ଆରମ୍ଭ ହୋଇଛି। ୟୁନାଇଟେଡ ନେଶନ୍ସ ଡେଭଲପମେଣ୍ଟ ପ୍ରୋଗ୍ରାମ...

୧୩ ମାସରେ ୩ଥର ଆକ୍ରାନ୍ତ ହେଲେଣି ଏହି ମହିଳା ଡାକ୍ତର

ମୁମ୍ବାଇ,୨୮।୭: ମହାରାଷ୍ଟ୍ରର ମୁମ୍ବାଇରେ କରୋନା ପ୍ରକୋପ ଜାରି ରହିଛି। ପ୍ରତ୍ୟେକ ଦିନ ହଜାର ହଜାର ସଂଖ୍ୟାରେ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଇତିମଧ୍ୟରେ ମୁମ୍ବାଇରେ ରହୁଥିବା...

ଗ୍ୟାଙ୍ଗଷ୍ଟର ହାଇଦର ଫେରାର ଘଟଣା: ୨ ଗିରଫ

କଟକ ଅଫିସ,୨୦।୪: କଟକ ଏସ୍‌ସିବି ମେଡିକାଲରୁ ଗ୍ୟାଙ୍ଗଷ୍ଟର ଶେଖ୍‌ ହାଇଦର ଫେରାର ମାମଲାରେ ମଙ୍ଗଳାବାଗ ଥାନା ପୋଲିସ ମଙ୍ଗଳବାର ୨ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ...

ଛାତ୍ରୀଙ୍କୁ ଅସଦାଚରଣ ନେଇ ଉତ୍ତେଜନା: ଚାନ୍ଦପୁର ମହିଳା କଲେଜ ଅଶାନ୍ତ, ଫାଟକ ସମ୍ମୁଖରେ ଧାରଣା ଦେଲେ ଛାତ୍ରୀ

ରଣପୁର,୨୭ା୭ (ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକ ଚାନ୍ଦପୁର ମୋହନ ମହିଳା ମହାବିଦ୍ୟାଳୟରେ ଜଣେ ଅଧ୍ୟାପକ ଛାତ୍ରୀମାନଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେଉଥିବା ନେଇ...

ପ୍ରଥମଦିନରେ ୯ଲକ୍ଷ ବରିଷ୍ଠ ନାଗରିକ, ସ୍ୱାସ୍ଥ୍ୟକର୍ମୀ ନେଲେ କରୋନା ବୁଷ୍ଟର ଡୋଜ

ନୂଆଦିଲ୍ଲୀ,୧୧ ।୧: ଦେଶରେ ଗୋଟିଏ ପଟେ କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ଅନ୍ୟପଟେ ସୋମବାର କୋଭିଡ ରୋଧି ଟିକାର ପ୍ରିକଶନ ଡୋଜ ବା ତୃତୀୟ...

ଅନୁଗୋଳ କୃଷି ବିଜ୍ଞାନ କେନ୍ଦ୍ରକୁ ପଣ୍ଡିତ ଦୀନ ଦୟାଲ ଉପାଧ୍ୟାୟ ରାଷ୍ଟ୍ରୀୟ କୃଷି ବିଜ୍ଞାନ ପ୍ରୋତ୍ସାହନ ପୁରସ୍କାର

ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) ଅଧୀନ ଅନୁଗୋଳ କୃଷି ବିଜ୍ଞାନ କେନ୍ଦ୍ରକୁ ପଣ୍ଡିତ ଦୀନ ଦୟାଲ ଉପାଧ୍ୟାୟ ରାଷ୍ଟ୍ରୀୟ କୃଷି...

ଆପ୍‌ନେ ଆର ପୁଓ ଆରପାରେ:ନିଜର ଭାଏଗ୍‌କେ ନିଦୁଁଛନ୍‌ ଶାଶ୍‌ ବହ

ଲୋଇସିଂହା,୧୭।୭ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅଧୀନ ବାଦିବାହାଲ ଗଁାର ବୁରୁଧ୍‌ ବିଧବା ସଖୀ ମେହେର। ବଛ୍‌ରେ ଭିତରେ ସେ ପୁଓ ଆର ଆପ୍‌ନେକେ...

ପ୍ରଧାନମନ୍ତ୍ରୀ ଓଡ଼ିଆଙ୍କ ଦୃଢ଼ ଇଚ୍ଛାଶକ୍ତିକୁ ବିଶ୍ୱ ଆଗରେ ପ୍ରତିପାଦିତ କରିଛନ୍ତି: ଧର୍ମେନ୍ଦ୍ର

ଭୁବନେଶ୍ୱର,୧।୩ (ବ୍ୟୁରୋ) କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଭୁବନେଶ୍ୱରଠାରେ ଦଳର କାର୍ଯ୍ୟକର୍ତ୍ତାଙ୍କ ଗହଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମନ୍‌ କୀ ବାତ୍‌’ କାର୍ଯ୍ୟକ୍ରମ ଶୁଣିଛନ୍ତି। ଏହି...

Advertisement


Archives

Model This Week