ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୩୮କୁ ବୃଦ୍ଧି

ଭୁବନେଶ୍ୱର,୮ା୧୦(ବ୍ୟୁରୋ): ରାଜ୍ୟରେ କରୋନା ରୋଗୀଙ୍କ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି। ପ୍ରତିଦିନ କୌଣସି ନା କୌଣସି କରୋନା ରୋଗୀଙ୍କ ମୃତ୍ୟୁ ଘଟୁଛି। ଶୁକ୍ରବାର ରାଜ୍ୟରୁ ଆଉ ୪ ଜଣଙ୍କ ଜୀବନ ବି ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୨୩୮କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।

ଆଜି ନୟାଗଡ଼, କଟକ, କନ୍ଧମାଳ ଏବଂ ସୁନ୍ଦରଗଡ଼ ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୦,୫୧୮ରେ ପହଞ୍ଚିଥିବା ବେଳେ ୧୦,୧୭,୧୧୬ଜଣ ସୁସ୍ଥ ହୋଇଛନ୍ତି। ୫୧୧୧ ଜଣ ଚିକିିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୮୨୩୮କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାସାକୁ ବଡ଼ ଝଟକା, ମଙ୍ଗଳ ଗ୍ରହରୁ ଗାୟବ ହେଲା MAVEN!

ନୂଆଦିଲ୍ଲୀ,୧୧ା୧୨: ଆମେରିକାର ଅନ୍ତରୀକ୍ଷ ସଂସ୍ଥା ନାସା ମଙ୍ଗଳ ଗ୍ରହରୁ କିଛି ବିଚଳିତକର ଖବର ସାମ୍ନାକୁ ଆସିଛି । ଗତ 11 ବର୍ଷ ଧରି ଲାଲ ଗ୍ରହ...

କର୍ଲାମୁଣ୍ଡାରେ ଖୋଲିଲା ମଣ୍ଡି, ପ୍ରଥମ ଦିନରେ କ୍ରୟ ହେଲା…

କର୍ଲାମୁଣ୍ଡା/ରିଷିଡ଼ା,୧୧ା୧୨(ପ୍ରଦୀପ କୁମାର ସାହୁ/ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ଚଳିତ ବର୍ଷ ଖରିଫ୍‌-୨୫ର ପ୍ରଥମ ଧାନମଣ୍ଡି କର୍ଲାମୁଣ୍ଡା ପାଣିପଞ୍ଚାୟତସ୍ଥିତ ପଡ଼ିଆଠାରେ ଗୁରୁବାର ଉଦ୍‌ଘାଟିତ...

ଯାଞ୍ଚ ବେଳେ ଔଷଧ ଦୋକାନରୁ ବାହାରିଲା ମଦ, ଦେଖିକି ତାଜୁବ ହୋଇଗଲା ପୋଲିସ

ଭଦ୍ରକ, ୧୧।୧୨(ସନାତନ ରାଉତ): ଭଦ୍ରକ ସହର ବାଇପାସସ୍ଥିତ ଏକ ଔଷଧ ଦୋକାନରୁ ପୋଲିସ ବିପୁଳ ପରିମାଣର ମଦ ଜବତ କରିଛି । ସୂଚନା ମୁତାବକ ଉକ୍ତ...

ପୂର୍ବ ସରକାରଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଟାର୍ଗେଟ୍‌, କହିଲେ ଯେଉଁ ଅଧିକାରୀଙ୍କ କାର୍ଯ୍ୟକାଳ ସରୁଥିଲା ତାଙ୍କୁ…

ଭୁବନେଶ୍ୱର,୧୧ା୧୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଆୟୋଜିତ ହୋଇଥିବା ନିଯୁକ୍ତି ମେଳାରେ ପୂର୍ବ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କରିଛନ୍ତି। ମୁଖ୍ୟମନ୍ତ୍ରୀ ସମାଲୋଚନା କରି କହିଛନ୍ତି,...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ! ଏହି ସ୍ଥାନରେ 5 ଦିନ ପୋଷାକ ପିନ୍ଧନ୍ତିନି ମହିଳା

ନୂଆଦିଲ୍ଲୀ,୧୧|୧୨ : ଭାରତ ଅନନ୍ୟ ସଂସ୍କୃତି, ପରମ୍ପରା ଏବଂ ମାନ୍ୟତା ପାଇଁ ସାରା ବିଶ୍ବରେ ପରିଚିତ । ଦେଶର ଏକ ସ୍ଥାନରେ ଏପରି ଏକ ପରମ୍ପରା...

ଶୋଇଥିଲେ ମହିଳା, ଘରେ ପଶି ଦଳିଦେଲା ହାତୀ

ବଲାଙ୍ଗୀର,୧୧ା୧୨(ସୁନିଲ କୁମାର ମହାନ୍ତି): ବଙ୍ଗୋମୁଣ୍ଡା ରେଞ୍ଜ ତୁରେକେଲା ଥାନା ଅନ୍ତର୍ଗତ ସାନବାଙ୍କୀ ଗାଁରେ ହାତୀ ଆକ୍ରମଣରେ ଜଣେ ମହିଳା଼ଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ...

କଂଗ୍ରେସ ଛାଡି ନୂଆ ଦଳ ଗଠନ କରିବେ ମୋକିମ! ମୁହଁ ଖୋଲିଲେ ସୁର, କହିଲେ…

ଭୁବନେଶ୍ୱର,୧୧।୧୨: ମୋକିମଙ୍କ ଚିଠି ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ। ସୁର କହିଛନ୍ତି, ମୋକିମ ଏପରି କରି ଝିଅ କ୍ୟାରିୟରକୁ...

ବସ୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୧ା୧୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରୀରୁ ବାଡ଼ିସୋଲା ସ୍କୁଲରେ ଯୁକ୍ତଦୁଇ ପାଠ ପଢ଼ିବା ପାଇଁ ବାଇକ୍‌ରେ ଯାଉଥିବା ବେଳେ ଗୁରୁବାର ସକାଳୁ ରାମନାଗୁଡ଼ା ବ୍ଲକ ପାଲୁପାଇ ନିକଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri