ଆଜି ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୧୨୨କୁ ବୃଦ୍ଧି

ଭୁବନେଶ୍ୱର,୧୭ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୪ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୧୨୨କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।

ଆଜି କଟକ, ଖୋର୍ଦ୍ଧା, ଭଦ୍ରକ ଏବଂ ଜଗତସିଂହପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୮,୯୨୬ରେ ପହଞ୍ଚିଥିବା ବେଳେ ୧୦,୦୪,୮୪୫ ଜଣ ସୁସ୍ଥ ହୋଇଛନ୍ତି। ୫୯୦୬ ଜଣ ଚିକିିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୮୧୨୨କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘୋଡାହାଡ ଡ଼୍ୟାମରୁ ଛଡାଯିବ ପାଣି: ନଦୀ ତଟବର୍ତ୍ତିି ଗ୍ରାମକୁ ସତର୍କ

ଦିଗପହଣ୍ଡି,୪|୭(ଅଶେଷ ନାଥ ମିଶ୍ର): ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇଛି।ଏହାର ପ୍ରଭାବରେ ଶନିବାର ଠାରୁ  ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ…

ଟେଲିଗ୍ରାମକୁ ନେଇ ସରକାର କଠୋର; ଫିଲ୍ମ ସହ OTT ବିଷୟବସ୍ତୁର ପାଇରେସି ରୋକିବା ପାଇଁ ପଠାଇଲେ ନୋଟିସ

ନୂଆଦିଲ୍ଲୀ,୪।୭: କେନ୍ଦ୍ର ସରକାର ଫିଲ୍ମ ଏବଂ OTT ପ୍ଲାଟଫର୍ମରୁ ବଢୁଥିବା ଅନଲାଇନ ପାଇରେସି ସମ୍ପର୍କରେ ମେସେଜିଂ ପ୍ଲାଟଫର୍ମ ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ରିପୋର୍ଟ…

ଖୋଲିଲା ମାଛକୁଣ୍ଡ ଜଳଭଣ୍ଡାରର ପ୍ରଥମ ଗେଟ୍: ନିଷ୍କାସିତ ହେଲା ବର୍ଷାଜଳ

ଲମତାପୁଟ, ୪।୭: ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ମାଛକୁଣ୍ଡ ଜଳଭଣ୍ଡାରରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଥିବାରୁ ଶନିବାର ଚଳିତ ବର୍ଷ ପ୍ରଥମ ଥର ପାଇଁ…

Ali Khamenei Funeral: ଆୟାତୋଲ୍ଲା ଅଲି ଖାମେନେଇଙ୍କ ସହିତ ତାଙ୍କ ୧୪ ମାସର ନାତୁଣୀଙ୍କୁ ଦିଆଯିବ ଶେଷ ବିଦାୟ; ସର୍ବୋଚ୍ଚ ନେତାଙ୍କ ପାଖରେ ରଖାଯାଇଛି ପରିବାର କଫିନ

ତେହରାନ,୪।୭: ଶୁକ୍ରବାର (ଜୁଲାଇ 3, 2026), ପୂର୍ବତନ ସର୍ବୋଚ୍ଚ ନେତା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବା ପାଇଁ ହଜାର ହଜାର ଲୋକ ଇରାନର ରାଜଧାନୀ ତେହରାନରେ…

ପେଟ୍ରୋଲ ପମ୍ପରେ ବନ୍ଧୁକ ଦେଖାଇ ଲୁଟ୍‌

ବାଲେଶ୍ୱର, ୪।୭( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଗାନ୍ଧୀ ଛକ – ବାଲିଆପାଳ ରାସ୍ତାର ଦରଡା ପେଟ୍ରୋଲ ପମ୍ପରୁ ଶୁକ୍ରବାର ବିଳମ୍ୱିତ ରାତିରେ…

ଭାବପ୍ରବଣ ହୋଇ ପ୍ରଶଂସକଙ୍କୁ ଏମିତି ସରପ୍ରାଇଜ୍‌ ଦେଲେ ରୋନାଲ୍ଡୋ: ଜିତିଲେ ହୃଦୟ

ନୂଆଦିଲ୍ଲୀ,୪।୭: ପର୍ତ୍ତୁଗାଲ ୨୦୨୬ ଫିଫା ବିଶ୍ୱକପରେ ରାଉଣ୍ଡ ଅଫ ୧୬ରେ ପହଞ୍ଚିଛି। ଏଠାରେ ସେମାନେ ସ୍ପେନ ସହିତ ମୁକାବିଲା କରିବାକୁ ଯାଉଛନ୍ତି। କ୍ରିଷ୍ଟିଆନୋ ରୋନାଲ୍ଡୋ ପୂର୍ବରୁ ରାଉଣ୍ଡ…

ଆତଙ୍କବାଦ ଉପରେ ଭାରତର କଡ଼ା ପ୍ରହାର, ଚମକିପଡ଼ିଲା ପାକିସ୍ତାନ

ନୂଆଦିଲ୍ଲୀ/ଇସଲାମାବାଦ,୪।୭: ଆତଙ୍କବାଦ ବିରୋଧରେ ଏକ ବଡ଼ ପଦକ୍ଷେପ ସ୍ବରୂପ, କେନ୍ଦ୍ର ସରକାର ବେଆଇନ କାର୍ଯ୍ୟକଳାପ (ନିବାରଣ) ଆଇନ (UAPA) ଅଧୀନରେ ୨୩ ଜଣଙ୍କୁ ଆନୁଷ୍ଠାନିକ ଭାବରେ ଆତଙ୍କବାଦୀ…

ହୋଇପାରୁନି ସରକାର-ଡାକ୍ତରଙ୍କ ସହ ବୁଝାମଣା: ୪ PHC ସମ୍ପୂର୍ଣ୍ଣ ଠପ୍‌, CHC ଭରସା ମାତ୍ର ଜଣେ ଡାକ୍ତର

ଜଗନ୍ନାଥ ପ୍ରସାଦ ,୪।୭(ବିଭୁ ପ୍ରସାଦ ପଟ୍ଟନାୟକ): ରାଜ୍ୟରେ ସରକାର ଏବଂ ଆନ୍ଦୋଳନରତ ଡାକ୍ତରମାନଙ୍କ ମଧ୍ୟରେ ଚାଲିଥିବା ଆଲୋଚନା ବିଫଳ ହେବା ପରେ ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri