ଭୁବନେଶ୍ୱର,୬।୧୦(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୪ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୨୨୭ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ଭୁବନେଶ୍ୱର,୬।୧୦(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୪ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୨୨୭ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...
କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...
ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...
ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...
ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...
ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...
ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...
ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାର ଯନ୍ତ୍ରଣା ନିବାରକ ଔଷଧ ନିମେସୁଲାଇଡ୍ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସ୍ୱାସ୍ଥ୍ୟ ସୁରକ୍ଷା ଦୃଷ୍ଟିରୁ ୧୦୦ ମିଗ୍ରାରୁ ଅଧିକ ଧାରଣ...
