ଆଜି କରୋନା ନେଲା ୪ ଜୀବନ

ଭୁବନେଶ୍ୱର,୧୦।୧୧(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୪ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୩୬୮ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧ୍ୟକ୍ଷ ଶୂନ୍ୟ ମାନବାଧିକାର କମିଶନ

ଭୁବନେଶ୍ୱର,୨୫ା୧(ବ୍ୟୁରୋ): ଓଡ଼ିଶା ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆରସି) ଅଧ୍ୟକ୍ଷ ଶୂନ୍ୟ ହୋଇଛି। ପୂର୍ବତନ ଅଧ୍ୟକ୍ଷ ଜଷ୍ଟିସ୍‌ ବି.କେ. ପଟେଲଙ୍କ କାର୍ଯ୍ୟକାଳ ଜାନୁୟାରୀ ୨୨ରେ ଶେଷ ହେବା...

ରାଜ୍ୟ ବନ୍ୟପ୍ରାଣୀ ବୋର୍ଡ ଷ୍ଟାଣ୍ଡିଂ କମିଟି ବୈଠକ: ଶ୍ରୀମନ୍ଦିର, ସ୍ବର୍ଗଦ୍ୱାରକୁ ଯିବ ବାଲୁଖଣ୍ଡ କାଠ

ଭୁବନେଶ୍ୱର, ୧୪ା୧୨(ବ୍ୟୁରୋ): ବାତ୍ୟା ‘ଫନୀ’ରେ ବାଲୁଖଣ୍ଡ-କୋଣାର୍କ ଅଭୟାରଣ୍ୟ ବ୍ୟାପକ କ୍ଷତିଗ୍ରସ୍ତ ହୋଇଥିଲା। ବାତ୍ୟାରେ ନଷ୍ଟ ହୋଇଥିବା ପ୍ରାୟ ୨୦ ଲକ୍ଷ ବୃକ୍ଷରୁ ମାତ୍ର ୨ ଲକ୍ଷ...

ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପ୍ରତିବାଦରେ ଜିଲା କଂଗ୍ରେସର ବିକ୍ଷୋଭ

ଭୁବନେଶ୍ୱର, ୨୫।୭(ବ୍ୟୁରୋ): ରାଜ୍ୟରେ ଶିଶୁ, ନାବାଳିକା, ନାରୀ ନିର୍ଯାତନା, ବଳାତ୍କାର ଓ ଗଣବଳାତ୍କାର, ଅପହରଣ, ନିଖୋଜ ଓ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତି କ୍ରମାଗତ ଭାବେ ବୃଦ୍ଧି...

ଅନିଶ୍ଚିତତାରେ ସୁବର୍ଣ୍ଣରେଖା ବନ୍ଦର

ଭୋଗରାଇ, ୧୭ା୧୦: ୨୦୦୬ ଡିସେମ୍ବର ୧୫ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୋଗରାଇ ଥାନାଛକଠାରେ ଏକ ସଭାରେ ସମ୍ବୋଧିତ କରି ବାଲେଶ୍ୱର ଜିଲା ସୁବର୍ଣ୍ଣରେଖା ମୁହାଣ ଭୋଗରାଇର...

ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୬୦କୁ ବୃଦ୍ଧି ପାଇଛି। କେବଳ...

୭ ମାସରେ ମଲେଣି ୪୪ ହାତୀ

ଭୁବନେଶ୍ୱର, ୧୨।୮(ଅସମାପିକା ସାହୁ): ହାତୀକୁ ଐତିହ୍ୟ ପ୍ରାଣୀ ବୋଲି ଘୋଷଣା କରାଯାଇଛି। କିନ୍ତୁ ହାତୀ ଓ ମଣିଷ ଲଢ଼େଇ ଏବେ ବି କମିବାର ନାଁ ନେଉନାହିଁ।...

୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର, ୨୦।୬(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ। ପ୍ରାଥମିକ ପର୍ଯ୍ୟାୟରେ ଏହା ଦକ୍ଷିଣ ଓଡ଼ିଶାରେ ସକ୍ରିୟ ହେବା ପରେ ସାରା...

ଶ୍ରୀଜିଉଙ୍କ ଦର୍ଶନ କଲେ ରେଲୱେ ବୋର୍ଡ ଅଧ୍ୟକ୍ଷ

ପୁରୀ ଅଫିସ,୩୦।୫: ରେଲୱେ ବୋର୍ଡର ଅଧ୍ୟକ୍ଷ ବିନୟ କୁମାର ତ୍ରିପାଠୀ ସୋମବାର ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି। ଦର୍ଶନ ସମୟରେ ଆରପିଏଫର ବରିଷ୍ଠ ଅଧିକାରୀ ଓ ଶ୍ରୀମନ୍ଦିର...

Advertisement
Archives

Model This Week