ଆଜି ଆଉ ୪୩ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୩୯୩୦କୁ ବୃଦ୍ଧି

ଭୁବନେଶ୍ୱର,୨୮ା୬(ବ୍ୟୁରୋ): ସୋମବାର ରାଜ୍ୟରୁ କରୋନା ମହାମାରୀ ଆଉ ୪୩ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୯୩୦କୁ ବୃଦ୍ଧି ପାଇଛି।

ଏହି ମୃତକମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯ ଜଣଙ୍କ ଜୀବନ ଯାଇଛି। ବରଗଡ଼, ନୟାଗଡ଼ ଏବଂ ପୁରୀ ଜିଲାରୁ ୫ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ସୁନ୍ଦରଗଡ଼ରୁ ୪, କଟକ, ଭଦ୍ରକ ଏବଂ ଗଞ୍ଜାମ ଜିଲାରୁ ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଢେଙ୍କାନାଳ ଜିଲାରୁ ୨ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷରେ ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ ଓ ସମ୍ବଲପୁର ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯,୦୩,୭୮୯ରେ ପହଞ୍ଚିଥିବା ବେଳେ ୮,୬୭,୪୦୨ଜଣ ସୁସ୍ଥ ହୋଇଛନ୍ତି। ୩୨,୪୦୪ ଜଣ ଚିକିିତ୍ସିତ ହେଉଛନ୍ତି। ୩,୯୩୦ ଜଣଙ୍କ ଜୀବନ ନେଇ ସାରିଲାଣି କରୋନା।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାକୁ ନେଇ ବଡ଼ ସୂଚନା ଦେଲା ଆଇଏମ୍‌ଡି: ସେପ୍ଟେମ୍ବରରେ ହେବ…

ଭୁବନେଶ୍ୱର,୩୧।୮: ସେପ୍ଟେମ୍ବରରେ ବି ରାଜ୍ୟରେ ବର୍ଷାରୁ ନିସ୍ତାର ମିଳିବା ସମ୍ଭାବନା କ୍ଷୀଣ। ଏନେଇ ଆଇଏମ୍‌ଡି ଆକଳନରୁ ସ୍ପଷ୍ଟ ହୋଇଛି। ଦେଶର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକଠୁ କମ୍‌ ବର୍ଷା…

ମୋଦିଙ୍କୁ ଏଭଳି କହିଦେଲେ ଛାତ୍ରୀଛାତ୍ର, ଭାବବିହ୍ୱଳ ହୋଇଗଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଜବେକିସ୍ତାନ ଗସ୍ତ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉଜବେକିସ୍ତାନର ଛାତ୍ରୀଛାତ୍ରମାନେ ମୋଦିଙ୍କ ଦ୍ୱାରା ଲିଖିତ…

ନିଶାମୁକ୍ତ ସମାଜ, ସାଇବର ଠକେଇ ରୋକିବାକୁ ପୋଲିସର …

କେସିଙ୍ଗା, ୩୧ା୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ଉତ୍‌କେଲା ଫାଣ୍ଡି ଅଧୀନସ୍ଥ କିକିଆ ଗ୍ରାମରେ ନିଶାମୁକ୍ତ ଅଭିଯାନ ଓ ସାଇବର କ୍ରାଇମ୍‌…

ଏହି ୪ ରାଶିଙ୍କ ଉପରେ ଥାଏ ଭାଗ୍ୟର ଆଶୀର୍ବାଦ: କମ ପରିଶ୍ରମରେ ମିଳିଥାଏ ବଡ଼ ସଫଳତା

ଭୁବନେଶ୍ୱର: ଆପଣ ମଧ୍ୟ ଏପରି ଲୋକଙ୍କୁ ଦେଖିଥିବେ, ଯେଉଁମାନଙ୍କୁ ଜୀବନରେ ଅନେକ କିଛି ସହଜରେ ମିଳିଯାଏ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ କିଛି ରାଶି ଜାତକଙ୍କ ଉପରେ ଗ୍ରହ…

ମୋଦି ସରକାରର ଦୁଇ ମନ୍ତ୍ରୀଙ୍କ ମଧ୍ୟରେ ପ୍ରବଳ ଝଗଡା: ପରସ୍ପର ଇସ୍ତଫା କଲେ ଦାବି: ପଛରେ ରହିଛି ଏମିତି କାରଣ

ନୂଆଦିଲ୍ଲୀ,୩୧।୮: ମୋଦି କ୍ୟାବିନେଟର ଦୁଇ ମନ୍ତ୍ରୀ ଜିତନ ରାମ ମାଞ୍ଝି ଏବଂ ଚିରାଗ ପାସୱାନଙ୍କ ମଧ୍ୟରେ ଝଗଡା ଚରମସୀମାରେ ପହଞ୍ଚିଛି । ସେମାନଙ୍କ ମଧ୍ୟରେ ତିକ୍ତତା ଏପରି…

କଳା ଓ ସଙ୍ଗୀତରେ ଚମକିଲେ ଭାଇ-ଭଉଣୀ: ପ୍ରାଚୀଙ୍କ ସଙ୍ଗୀତରେ ଝୁମିଲେ ଦର୍ଶକ

ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ବିବିଧ ଫାଉଣ୍ଡେଶନ୍‌ କଳା ଓ ସଂସ୍କୃତି ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ପାରଦର୍ଶିତା ଦେଖାଇଛନ୍ତି ଗଞ୍ଜାମ ସହରର ଭାଇ-ଭଉଣୀ। ପ୍ରାଚୀଙ୍କ ସଙ୍ଗୀତର ମୂର୍ଚ୍ଛନାରେ…

ଦିନେ ମୋଦି କରିଥିଲେ ପ୍ରଶଂସା, ଏବେ ଜୀବିକା ହରାଇବେ ଏହି ମହିଳା: କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ’ର ୧୩୭ତମ ଏପିସୋଡରେ ବେଙ୍ଗାଲୁରୁର ଜଣେ ରାସ୍ତା ବିକ୍ରେତା ଟି.ଏସ. ନିଙ୍ଗାମ୍ମାଙ୍କ କାହାଣୀ ଶେୟାର କରିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କ…

ଭୁବନେଶ୍ୱର, ଝାରସୁଗୁଡ଼ା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌

ଢେଙ୍କାନାଳ,୩୧।୮(ରତନ ନାୟାର): ଭୁବନେଶ୍ୱର, ଝାରସୁଗୁଡା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌। ସୋମବାର ସ୍ଥାନୀୟ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ନିକଟରେ ଖାଦ୍ୟ, ଯୋଗାଣ ଓ ଖାଉଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri