ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୪୩ ଜୀବନ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୪୩ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୨୧୦ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।