ଭୁବନେଶ୍ୱର,୩୦ା୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୮ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୦୧୮ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମୁଥିବାବେଳେ ମୃତ୍ୟୁ ସଂଖ୍ୟାରେ ବ୍ରେକ୍ ଲଗୁନାହିଁ।
https://twitter.com/HFWOdisha/status/1410070861596422147]
https://twitter.com/HFWOdisha/status/1410071112524832775]

