ରାଜ୍ୟରୁ କରୋନା ନେଲାଣି ୪୯୨ ଜୀବନ, ଆଜି ୧୦ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୩୧ା୮(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୦ ଜୀବନ ନେଇଛି କରୋନା। ଏହାକୁ ମିଶାଇ କରୋନା ଜନିତ ମୃତ୍ୟୁସଂଖ୍ୟା ୪୯୨ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ମୃତକମାନଙ୍କ ମଧ୍ୟରେ ଖୋର୍ଦ୍ଧା ଓ କନ୍ଧମାଳ ଜିଲାରୁ ୩ ଜଣ ଲେଖାଏ ଥିବା ବେଳେ ଗଞ୍ଜାମ, ରାୟଗଡ଼ା, ନୟାଗଡ଼ ଏବଂ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଅଛନ୍ତି।


ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୧୦୩,୫୩୬ରେ ପହଞ୍ଚିଥିବା ବେଳେ ୭୩,୨୩୩ ଜଣ ସୁସ୍ଥ ହୋଇଛନ୍ତି। ୨୯,୭୫୮ ଜଣ ଚିକିତ୍ସିତ ହେଉଛନ୍ତି। ୪୯୨ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଯୋଜନାରେ ଚାଷୀଙ୍କୁ ମିଳିବ ୩ ହଜାର ଟଙ୍କା ପେନସନ: କେବଳ କରିବାକୁ ପଡ଼ିବ ଏହି ଗୋଟିଏ କାମ

ନୂଆଦିଲ୍ଲୀ,୭।୪: ସାରା ଦେଶରେ ଚାଷୀମାନଙ୍କୁ ଆର୍ଥିକ ଭାବରେ ସଶକ୍ତ କରିବା ପାଇଁ, କେନ୍ଦ୍ର ଏବଂ ରାଜ୍ୟ ସରକାର ସେମାନଙ୍କୁ ଆର୍ଥିକ ସୁରକ୍ଷା ପ୍ରଦାନ କରିବା ପାଇଁ ବିଭିନ୍ନ…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ପ୍ରମିଳାଙ୍କ ଘରେ ହଠାତ୍‌ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…

ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା…

ଏମିତି ଖେଳ ଖେଳିଲା ଇରାନ, ପବନରେ ଉଡ଼ିଯିବ ଟ୍ରମ୍ପଙ୍କ ମଙ୍ଗଳବାର ବାଲା ଧମକ

ତେହରାନ,୭।୪: ସମ୍ଭାବ୍ୟ ଆମେରିକୀୟ ଆକ୍ରମଣ ବିରୁଦ୍ଧରେ ଇରାନ ତାର ଶକ୍ତି କେନ୍ଦ୍ରଗୁଡ଼ିକୁ ସୁରକ୍ଷିତ ରଖିବା ପାଇଁ ଏକ ନୂତନ ରଣନୀତି ପ୍ରସ୍ତୁତ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ

ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍‌…

ଗୋ’ ମାଫିଆଙ୍କ ଘରେ ରେଡ୍‌: ମିଳିଲା ପୁଳାପୁଳା ଟଙ୍କା-ସୁନା, ମାରଣାସ୍ତ୍ର

ଭଦ୍ରକ, ୭।୪(ସନାତନ ରାଉତ): ପୂର୍ବାଞ୍ଚଳ ଡିଆଇଜିଙ୍କ ନିଦ୍ଦେର୍ର୍ଶକ୍ରମେ ବାଲେଶ୍ୱର, ଭଦ୍ରକ ଓ ମୟୁରଭଞ୍ଜ ଜିଲାରେ ପୋଲିସ ପକ୍ଷରୁ ଗୋ’ ମାଫିଆଙ୍କ ଘରେ ରେଡ କରାଯାଇଛି l ଭଦ୍ରକର…

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟକା, ନୂଆ ଦଳ ଗଠନ କଲେ ସିଦ୍ଧୁ! ଦଳରୁ ଅଲଗା ହେବା ପରେ…

ଚଣ୍ଡିଗଡ଼,୭।୪: ୨୦୨୭ ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ, ରାଜ୍ୟର ରାଜନୈତିକ ଦୃଶ୍ୟପଟରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ନବଜୋତ ସିଂହ ସିଦ୍ଧୁଙ୍କ ପତ୍ନୀ ଡକ୍ଟର ନବଜୋତ କୌର…

ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ

ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri