ରାଜ୍ୟରୁ କରୋନା ନେଲାଣି ୪୯୨ ଜୀବନ, ଆଜି ୧୦ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୩୧ା୮(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୦ ଜୀବନ ନେଇଛି କରୋନା। ଏହାକୁ ମିଶାଇ କରୋନା ଜନିତ ମୃତ୍ୟୁସଂଖ୍ୟା ୪୯୨ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ମୃତକମାନଙ୍କ ମଧ୍ୟରେ ଖୋର୍ଦ୍ଧା ଓ କନ୍ଧମାଳ ଜିଲାରୁ ୩ ଜଣ ଲେଖାଏ ଥିବା ବେଳେ ଗଞ୍ଜାମ, ରାୟଗଡ଼ା, ନୟାଗଡ଼ ଏବଂ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଅଛନ୍ତି।


ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୧୦୩,୫୩୬ରେ ପହଞ୍ଚିଥିବା ବେଳେ ୭୩,୨୩୩ ଜଣ ସୁସ୍ଥ ହୋଇଛନ୍ତି। ୨୯,୭୫୮ ଜଣ ଚିକିତ୍ସିତ ହେଉଛନ୍ତି। ୪୯୨ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂଜାଛୁଟି ପରେ କଲେଜ ଖୋଲିିପାରେ

ଭୁବନେଶ୍ୱର, ୧୦ । ୧୦(ବ୍ୟୁରୋ): ଦୁର୍ଗାପୁଜା ଛୁଟି ପରେ କଲେଜ ଖୋଲିପାରେ। ଏଥିପାଇଁ ସରକାରୀ ସ୍ତରରେ ପ୍ରକ୍ରିୟା ଆରମ୍ଭ ହୋଇଥିବା ସୂଚନା ମିଳିଛି। ଏହାର ଅନୁଧ୍ୟାନ...

ବର୍ଷାରେ ବେହାଲ ରାଜଧାନୀ: ରାସ୍ତାରେ କୃତ୍ରିମ ବନ୍ୟାର ଭ୍ରମ, ଜନଜୀବନ ପ୍ରଭାବିତ

ଭୁବନେଶ୍ୱର,୨୪।୧(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ରାଜଧାନୀ ଭୁବନେଶ୍ୱରର ମାଷ୍ଟରକ୍ୟାଣ୍ଟିନ୍‌,...

ଆଜି କ୍ୟାବିନେଟ୍‌

ଭୁବନେଶ୍ୱର,୧୩।୩(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୦ଟାରେ ବସିବାକୁ ଥିବା ଏହି ବୈଠକରେ...

ଆଜି ଖୋଲିବ ଶ୍ରୀମନ୍ଦିର

ପୁରୀ ଅଫିସ,୨୩ା୧୨: ସବୁ ଉତ୍କଣ୍ଠା ଓ ପ୍ରତୀକ୍ଷାର ଅବସାନ ଘଟାଇ ବୁଧବାରଠାରୁ ଶ୍ରୀମନ୍ଦିର ଖୋଲିବ। ଭକ୍ତ ଓ ଭଗବାନଙ୍କ ମିଳନ ହେବ। ଦର୍ଶନ ପାଇଁ ପ୍ରଶାସନ...

ଗୋବିନ୍ଦଙ୍କୁ ବଞ୍ଚାଇବାକୁ ମାମଲା ଲଢୁଛନ୍ତି ଭାଜପା ନେତା

ଭୁବନେଶ୍ୱର,୮।୧୨(ବ୍ୟୁରୋ): ମମିତା ମେହେର ହତ୍ୟା ମାମଲାକୁ ନେଇ ଭାଜପା ତୁମ୍ବିତୋଫାନ କରିବା ସହିତ ଏଭଳି ଏକ ସମ୍ବେଦନଶୀଳ ମାମଲାରେ ରାଜନୈତିକ ଫାଇଦା ହାସଲ ପାଇଁ ବିଧାନସଭା...

ଦଇବ ଦାଉ ସାଧିଛି: ବଞ୍ଚିବାକୁ ବୈକୁଣ୍ଠଙ୍କ ସଂଘର୍ଷ

କାମାକ୍ଷାନଗର, ୨୦।୯(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଏନ୍‌ଏସି ୪ନଂ. ଓ୍ବାର୍ଡର ପ୍ରଦୀପ ବିଶ୍ୱାଳ ଏବଂ ସାବିତ୍ରୀ ବିଶ୍ୱାଳଙ୍କ ଜୀବନରେ ଘୋଟି ଆସିଥିଲା ଅନ୍ଧକାର। ୧୫ ବର୍ଷୀୟ...

ନେଭା ଆପ୍ଲିକେଶନ ପ୍ରୟୋଗର ପ୍ରଶିକ୍ଷଣ ନେଲେ ଆମେନିଟିଜ୍‌ କମିଟି ସଦସ୍ୟ

ଭୁବନେଶ୍ବର, ୨୦ା୭(ସୁନିତ୍‌ ମିଶ୍ର):ଓଡ଼ିଶା ବିଧାନସଭାରେ ବୁଧବାର ଆମେନିଟିଜ୍‌ କମିଟିର ସଦସ୍ୟ ଥିବା ବିଧାୟକମାନେ ନେଭା ଆପ୍ଲିକେଶନର ପ୍ରୟୋଗ ସମ୍ପର୍କିତ ପ୍ରଶିକ୍ଷଣ ନେଇଛନ୍ତି। ଏହା ହେଉଛି କେନ୍ଦ୍ର...

ରାଜ୍ୟର ସମସ୍ତ ଜେଲ୍‌କୁ ଆଡଭାଇଜରି

ଭୁବନେଶ୍ୱର,୧୯।୩ (ବ୍ୟୁରୋ): ଜେଲ୍‌କୁ କରୋନା ଭୁତାଣୁ ସଂକ୍ରମଣରୁ ରୋକିବା ପାଇଁ କାରାଗାର ମହାନିର୍ଦ୍ଦେଶକ ବୁଧବାର ସ୍ବତନ୍ତ୍ର ଆଡଭାଇଜାରି ଜାରି କରିଛନ୍ତି। କାରାଗାରରେ ରହୁଥିବା ବନ୍ଦୀ ଏବଂ...

Advertisement
Archives

Model This Week