ରାଜ୍ୟରେ କରୋନା ନେଲା ୫ ମୁଣ୍ଡ, କେବଳ ଏହି ଜିଲାରୁ ଅଛନ୍ତି ୩ ଜଣ

ଭୁବନେଶ୍ୱର,୨୦।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୯୫୩କୁ ବୃଦ୍ଧି ପାଇଛି। ଏହି ୫ ମୃତକଙ୍କ ମଧ୍ୟରୁ ନୂଆପଡ଼ା ଜିଲାରୁ ୩ ଜଣ ଥିବା ବେଳେ ରାୟଗଡ଼ା ଓ କେନ୍ଦୁଝର ଜିଲାରୁ ୩ ଜଣ ଅଛନ୍ତି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ କରୋନା ନେଲା ୬୪ ଜୀବନ

ଭୁବନେଶ୍ୱର,୭।୮(ବ୍ୟୁରୋ): ରାଜ୍ୟରେ ପୁଣି ଥରେ କରୋନା ଗ୍ରାଫ୍‌ ତଳମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ମଧ୍ୟ ହ୍ରାସ ପାଇବାରେ ଲାଗିଛି। ହେଲେ ମୃତ୍ୟୁ ସଂଖ୍ୟାରେ କିନ୍ତୁ...

ଦେଶବାସୀଙ୍କ ହୃଦୟ ଜିତିଲେ ରାଷ୍ଟ୍ରପତିଙ୍କ ଧର୍ମପତ୍ନୀ

ନୂଆଦିଲ୍ଲୀ,୨୩।୪: ଦେଶର ‘ଫାଷ୍ଟ ଲେଡି’ ସବିତା କୋବିନ୍ଦ ଏବେ ଦେଶବାସୀଙ୍କ ହୃଦୟ ଜିତି ନେଇଛନ୍ତି। ସୋସିଆଲ ମିଡିଆରେ ତାଙ୍କର ଏକ ଫଟୋ ଏବେ ଭାଇରାଲ ହେବାରେ...

ବସ୍ତିବାସିନ୍ଦାଙ୍କୁ ମିଳିବ ଜମି ଅଧିକାର ପ୍ରମାଣପତ୍ର

ଭୁବନେଶ୍ୱର, ୧୮।୧୦ (ବ୍ୟୁରୋ):ଜାଗା ମିଶନ୍‌ ଜରିଆରେ ବସ୍ତିବାସିନ୍ଦାଙ୍କୁ ପକ୍କା ଘର ଯୋଗାଇଦେବା ସହ ଅନ୍ୟ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା ପ୍ରଦାନ କରିବାକୁ ରାଜ୍ୟ ସରକାର ଘୋଷଣା...

ଶାହାଙ୍କୁ ସ୍ବାଗତ ଜଣାଇବାକୁ ଗଲେନି ରାଜ୍ୟର କୌଣସି ମନ୍ତ୍ରୀ: ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ୱର,୮।୮(ବ୍ୟୁରୋ): କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ରାଜ୍ୟର କୌଣସି ମନ୍ତ୍ରୀ ସ୍ବାଗତ କରିବାକୁ ଯାଇ ନାହାନ୍ତି। ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଏଭଳି ଅଭିଯୋଗ ଆଣିଛନ୍ତି...

ଏକାଧିକ ଲଢ଼େଇ ଲଢୁଛି ଦେଶ: ମୋଦି

ନୂଆଦିଲ୍ଲୀ, ୩୦।୮: କରୋନା ମହାମାରୀ ସଙ୍କଟ ସମୟରେ ଦେଶ ଏକାଧିକ ଲଢ଼େଇ ଲଢୁଛି। ସୀମାରେ ଲଢ଼େଇ ସହିତ ଦେଶ ଭିତରେ ଆର୍ଥିକ କ୍ଷେତ୍ରକୁ ସୁଦୃଢ଼ କରାଯିବା...

ଓଡିଏମ୍‌କୁ ଭାରତର ଶ୍ରେଷ୍ଠ ପଞ୍ଚମ ସ୍କୁଲ ମାନ୍ୟତା

ଭୁବନେଶ୍ୱର,୪।୧୦(ବ୍ୟୁରୋ): ପଟିଆସ୍ଥିତ ଓଡିଏମ୍‌ ପବ୍ଲିକ୍‌ ସ୍କୁଲକୁ ଶିକ୍ଷା କ୍ଷେତ୍ରରେ ପ୍ରଯୁକ୍ତି ବିଦ୍ୟାର ପ୍ରାୟୋଗିକ ସଫଳତା ଏବଂ ଗ୍ରାଣ୍ଡ୍‌ ଜୁରି ର଼୍ୟାଙ୍କିଂରେ ୨୦୧୯-୨୦ ଶିକ୍ଷାବର୍ଷ ନିମନ୍ତେ ସର୍ବଭାରତୀୟ...

ନୂଆ ଚିହ୍ନଟ ୧୪୩ ଆକ୍ରାନ୍ତ ମଧ୍ୟରେ ଗଞ୍ଜାମର ସର୍ବାଧିକ

ଭୁବନେଶ୍ୱର,୩।୬(ବ୍ୟୁରୋ): ରାଜ୍ୟରେ ବୁଧବାର ଚିହ୍ନଟ ନୂଆ ୧୪୩ ଆକ୍ରାନ୍ତଙ୍କ ବିଷୟରେ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। କେନ୍ଦ୍ରାପଡ଼ାରୁ ଚିହ୍ନଟ ସମସ୍ତ ୯ କ୍ୱାରାଣ୍ଟାଇନ୍‌ ସେଣ୍ଟରର। ସେଥିରୁ...

ଟଙ୍କା ପାଇବା ଆଶଙ୍କାରେ ଜମାକାରୀ

ଖୋର୍ଦ୍ଧା ଅଫିସ,୧୧ା୪: ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ଅଧୀନସ୍ଥ ରାଉତପଡ଼ା ଶାଖାରେ ଶତାଧିକ ଗ୍ରାମବାସୀଙ୍କ ୧କୋଟି ୫୦ଲକ୍ଷ ସ୍ଥାୟୀ ଜମା ଓ ସଞ୍ଜୟ ଟଙ୍କା ହେରଫେର...

Advertisement
Archives

Model This Week