ଥମୁନି କରୋନା ଜନିତ ମୃତ୍ୟୁ ସଂଖ୍ୟା: ଆଜି ନେଲା ୫ ମୁଣ୍ଡ

ଛତ୍ରପୁର,୫।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଥମିବାରେ ନାଁ ନେଉ ନାହିଁ। ପୁଣି ଆଜି ଜିଲାରୁ ଆଉ ୩ ଜଣ ମହିଳାଙ୍କ ସହ ୫ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ଗଞ୍ଜାମ ଜିଲାରୁ ୧୦୫ ଜଣଙ୍କ ଜୀବନ ଗଲାଣି। ମିଳିଥିବା ସୂଚନା ଅନୁସାରେ କରୋନାର ପ୍ରଥମ ଓ ଦ୍ୱିତୀୟ ଲହରରେ ଏଯାବତ ୩୫୩ ଜଣଙ୍କ ମୃତ୍ୟୁ ଘଟିଛି। ସୋମବାର ଜିଲାରୁ ଆଉ୨୦ ପଜିଟିଭ ଚି଼ହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri