ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮,୫୨୫କୁ ବୃଦ୍ଧି

ଭୁବନେଶ୍ୱର,୨୪ା୧(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଏହି କିଛିଦିନ ହେବ ୧୦ ହଜାର ତଳେ ରହୁଥିବା ବେଳେ ମୃତ୍ୟୁସଂଖ୍ୟାରେ ବି ବ୍ରେକ୍‌ ଲାଗୁନି। ସୋମବାର ଆଉ ୫ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୫୨୫କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।

 

 

ଆଜି ଖୋର୍ଦ୍ଧା, କଟକ, ବାଲେଶ୍ୱର, କେନ୍ଦୁଝର ଏବଂ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଗକୁ ପଞ୍ଚାୟତ ନିର୍ବାଚନ: ବଢ଼ିଲାଣି ରାଜନୈତିକ ଉଷ୍ମତା

ନିଶ୍ଚିନ୍ତକୋଇଲି,୨୪ା୧୦(ସ୍ବ.ପ୍ର.): ପଞ୍ଚାୟତ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହେବା ଦିନଠାରୁ କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକର ବିଭିନ୍ନ ଗଁା ଗହଳି, ଚା ଖଟି ଓ ପାନ...

ପିଇଓ ସ୍ମିତାରାଣୀଙ୍କ ମୃତ୍ୟୁ ଘଟଣା: ତଦନ୍ତ ନ ସରୁଣୁ ରାଜନୈତିକ ବୟାନବାଜି ଠିକ୍‌ ନୁହେଁ କହିଲେ ସସ୍ମିତ୍‌

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାକୁ ନେଇ ଭାଜପା ଏବଂ କଂଗ୍ରେସ ରାଜ୍ୟ ସରକାରଙ୍କୁ ଘେରୁଥିବା ଦେଖିବାକୁ ମିଳୁଛି। ଅପରପକ୍ଷେ ଏହି ମାମଲା...

ଅନୁଭବ-ବର୍ଷା ବିବାଦ: ଆଜି ଶୁଣାଣି

କଟକ ଅଫିସ,୭।୯: ଓଲିଉଡର ଚର୍ଚ୍ଚିତ ଯୋଡ଼ି ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ଉପୁଜିଥିବା ବିବାଦ ଏବେ ରାଜ୍ୟରେ ଚର୍ଚ୍ଚାର...

ପୂର୍ବତନ ବିଧାୟକ ଅନାମ ନାଏକ ଗିରଫ

କଟକ ଅଫିସ, ୨୪ା୧: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଭବାନୀପାଟଣା ବିଧାନସଭା ଆସନର ପୂର୍ବତନ ବିଧାୟକ ଅନାମ ନାଏକଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ କରିଛି।...

ଆରମ୍ଭ ହେଲା ମା’ ହିଙ୍ଗୁଳାଙ୍କ ବାର୍ଷିକ ପୂଜା

ବଡ଼ସାହି,୧୦ା୨(ସ୍ବ.ପ୍ର)- ଉତ୍ତର ଓଡିଶାର ପ୍ରସିଦ୍ଧ ମା’ ହିଙ୍ଗୁଳାଙ୍କ ବାର୍ଷିକ ପୂଜା ଶନିବାରଠାରୁ ଆରମ୍ଭ ହୋଇଛି। ୪ ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି ପୂଜା...

ବିଶ୍ୱସ୍ତରର ହେବ ଭିତରକନିକା: କେନ୍ଦ୍ର ମନ୍ତ୍ରୀ ଦେଲେ ସଂକେତ

କେନ୍ଦ୍ରାପଡ଼ା ଅଫିସ/ରାଜନଗର/ପଟ୍ଟାମୁଣ୍ଡାଇ,୨୪ା୧: ରାଜ୍ୟ ସରକାର କେନ୍ଦ୍ରାପଡ଼ା ଜିଲାରେ ମେଡିକାଲ କଲେଜ ପାଇଁ ଭିତ୍ତିଭୂମି ଯୋଗାଇ ଦେଲେ କେନ୍ଦ୍ର ସରକାର ଅନୁଦାନ ଯୋଗାଇ ଦେବେ। କେନ୍ଦ୍ର ସରକାର...

ଶିକ୍ଷୟିତ୍ରୀଙ୍କ ଦବଙ୍ଗଗିରି: ପିଲାଙ୍କୁ ନିସ୍ତୁକ ମାଡ଼

ମାଲକାନଗିରି, ୯ା୭ (ଡି.ଏନ.ଏ.): ସରକାରୀ ବିଦ୍ୟାଳୟରେ ପାଠ ପଢାଉଛନ୍ତି ଜଣେ ମାନସିକ ବିକାରଗ୍ରସ୍ତ ଶିକ୍ଷୟିତ୍ରୀ। ଶ୍ରେଣୀଗୃହରେ ମନ ଇଚ୍ଛା ପାଠ ପଢାଉଛନ୍ତି। ଯେତିକି ପାଠ ପଢାଉ...

ଆଜି ରାଜ୍ୟରେ ୧୬୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୦।୯(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୬୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ...

Advertisement
Archives

Model This Week