ଆଜି ଆଉ ୫ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୨୦୭୩କୁ ବୃଦ୍ଧି

ଭୁବନେଶ୍ୱର,୩ା୫(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଗୋଟିଏ ପଟେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। କରୋନା ସୋମବାର ୫ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୦୭୩କୁ ବୃଦ୍ଧି ପାଇଛି।

ସୁନ୍ଦରଗଡ଼ରୁ ସର୍ବାଧିକ ୩ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଖୋର୍ଦ୍ଧାରୁ ୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪,୭୧,୫୩୬ରେ ପହଞ୍ଚିଥିବା ବେଳେ ୩,୯୭,୫୭୫ଜଣ ସୁସ୍ଥ ହୋଇଛନ୍ତି। ୭୧,୮୩୫ ଜଣ ଚିକିିତ୍ସିତ ହେଉଛନ୍ତି। ୨୦୭୩ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri