ଆଜି ଆଉ ୫ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୨୦୭୩କୁ ବୃଦ୍ଧି

ଭୁବନେଶ୍ୱର,୩ା୫(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଗୋଟିଏ ପଟେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। କରୋନା ସୋମବାର ୫ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୦୭୩କୁ ବୃଦ୍ଧି ପାଇଛି।

ସୁନ୍ଦରଗଡ଼ରୁ ସର୍ବାଧିକ ୩ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଖୋର୍ଦ୍ଧାରୁ ୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪,୭୧,୫୩୬ରେ ପହଞ୍ଚିଥିବା ବେଳେ ୩,୯୭,୫୭୫ଜଣ ସୁସ୍ଥ ହୋଇଛନ୍ତି। ୭୧,୮୩୫ ଜଣ ଚିକିିତ୍ସିତ ହେଉଛନ୍ତି। ୨୦୭୩ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

TMCକୁ ଆଉ ଏକ ଝଟକା! ମମତାଙ୍କ ଠାରୁ ଅଲଗା ହେବାକୁ ଯାଉଛନ୍ତି ଅନୁବ୍ରତ ମଣ୍ଡଳ

କୋଲକାତା,୧୧।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ବୋଲି ବିବେଚିତ ଅନୁବ୍ରତ ମଣ୍ଡଳ ଏବେ ତାଙ୍କଠାରୁ ଅଲଗା ହୋଇ ରୀତାବ୍ରତ ବାନାର୍ଜୀଙ୍କ ଶିବିରରେ ଯୋଗ ଦେଇପାରନ୍ତି।…

ମୋଦି ରହୁଥିବା ହୋଟେଲରେ ପଶିଲେ ବିକ୍ଷୋଭକାରୀ, ଆଉ ତା’ପରେ…

ମେଲ୍‌ବୋର୍ନ,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଅଷ୍ଟ୍ରେଲିଆ ଗସ୍ତରେ ଯାଇ ବୁଧବାର ସେଠାରେ ପହଞ୍ଚତ୍ବାର କିଛି ସମୟ ପରେ ମେଲ୍‌ବୋର୍ନର ଏକ ହୋଟେଲରେ ଜଣେ ଅତି…

ଡ୍ରାଗନର ନୂଆ ଚାଲ: ଚାଇନାର ନଦୀବନ୍ଧ ଭାରତ ପାଇଁ ସାଜିବ କି ବଡ଼ ବିପଦ?

ବେଜିଂ,୧୧ା୭: ତିବ୍ବତର ୟାରଲୁଙ୍ଗ୍‌ ସାଙ୍ଗପୋ ନଦୀରେ ଚାଇନା ବିଶ୍ୱର ସର୍ବବୃହତ ଜଳବିଦ୍ୟୁତ୍‌ ପ୍ରକଳ୍ପ ନିର୍ମାଣ କରୁଥିବାବେଳେ ଉକ୍ତ ନଦୀବନ୍ଧ ପ୍ରତି ପ୍ରାକୃତିକ ବିପଦ ରହିଥିବା ଚାଇନା ସରକାରଙ୍କ…

ସଚିନଙ୍କ ସହ ୱିମ୍ବଲଡନ ଦେଖିବାକୁ ଗଲେ ଶୁବମନ ଗିଲ୍‌: ଲୋକେ କହିଲେ…

ନୂଆଦିଲ୍ଲୀ,୧୧।୭: ଭାରତର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲଙ୍କୁ ୱିମ୍ବଲଡନରେ ରୟାଲ ବକ୍ସରେ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଏବଂ ତାଙ୍କ ସ୍ତ୍ରୀ ଅଞ୍ଜଳିଙ୍କ…

IND vs ENG: ବାହାନା ପରେ ବାହାନା… ଟିମ ଇଣ୍ଡିଆର ଦୁଃଖଦ ଅବସ୍ଥା ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୧୧।୭: ଭାରତର T20 ଦଳର ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ପାଖରେ ଅସୀମ ବାହାନା ଥିବା ପରି ମନେହୁଏ। ସେ ଏବେ ଆଉ ଏକ ବାହାନା ବାହାର…

ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ, ଆଉ ୩…

ଝରିଗାଁ,୧୧ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ନୂତନ କୋର୍ଟ ନିକଟରେ ବାଇକ୍‌ ଦୁର୍ଘଟଣା ଯୋଗୁ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ବାଇକ୍‌ରେ ଥିବା…

ଦୁଃଖ କରୁଛି ପାକିସ୍ତାନ ! ମୋଦିଙ୍କୁ ନେଇ ଶାହବାଜ ସରିଫଙ୍କ ପରାମର୍ଶଦାତା କହିଲେ ଏମିତି କଥା ସବୁଠି ହେଉଛି ଚର୍ଚ୍ଚା

ଇସଲାମାବାଦ,୧୧।୭: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ଜଣେ ପ୍ରମୁଖ ପରାମର୍ଶଦାତା ରାଣା ସାନାଉଲ୍ଲା ଖାନଙ୍କ ଏକ ବୟାନ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା…

ଆର୍‌ଆଇ କାର୍ଯ୍ୟାଳୟର ପାଚେରି ଭାଙ୍ଗିଲା, ସୁରକ୍ଷା ନେଇ ଚିନ୍ତା

କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ରାଜସ୍ବ  ନିରୀକ୍ଷକ (ଆର୍‌.ଆଇ.) କାର୍ଯ୍ୟାଳୟର ପାଚେରିର ଏକ ବଡ଼ ଅଂଶ ଭାଙ୍ଗିପଡ଼ିଛି। ଫଳରେ କାର୍ଯ୍ୟାଳୟ ପରିସରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri