ଭୁବନେଶ୍ୱର,୨୯।୯(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୫ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୧୯୨ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ଭୁବନେଶ୍ୱର,୨୯।୯(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୫ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୧୯୨ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...
ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...
ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...
ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...
ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...
ଗାଡ଼ିଆରେ ବନିଶିରେ ମାଛ ଧରାଯାଉଥିବାର ଏକ ଦୃଶ୍ୟକୁ ଅବତାରଣା କରାଯାଉ। ଜଣେ ବ୍ୟକ୍ତି ବାଉଁଶ ଛଡ଼ିରେ ସୂତା ଲଗାଇ ସେଥିରେ କଣ୍ଟା ଓହଳାଇ ଥାଏ। ସୂତାକୁ...
ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...
ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...
