ରେକର୍ଡ ଭାଙ୍ଗିଲା କରୋନା: ଦିନକରେ କରୋନା ନେଲା ୫୯ ଜୀବନ

ଭୁବନେଶ୍ୱର,୭/୭(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୫୯ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୩୫୮ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମୁଥିବାବେଳେ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗୁନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ମୃତଦେହ କାନ୍ଧେଇ ଶ୍ମଶାନ ନେଲେ ତିନି ଝିଅ:ସାନ ଝିଅ ଦେଲେ ମୁଖାଗ୍ନି

ମାଲକାନଗିରି, ୧୯ା୭(ଡି.ଏନ୍‌.ଏ.):ଘରେ କାହାର ମୃତ୍ୟୁ ହେଲେ ପୁରୁଷମାନେ ମୃତଦେହକୁ କୋକେଇରେ କାନ୍ଧେଇ ଶ୍ମଶାନ ପର୍ଯ୍ୟନ୍ତ ନିଅନ୍ତି। ଘରର ପୁଅ ହିଁ ମୁଖାଗ୍ନି ଦିଅନ୍ତି। ଏହା ଆମ...

କଳାକାରଙ୍କ ଉପରେ କରୋନା ଚଡ଼କ: ସବୁ ଉପାର୍ଜନବାଟ ବନ୍ଦ

ଭୁବନେଶ୍ୱର, ୧୭ା୪(ବ୍ୟୁରୋ): କଳାକାରଙ୍କ ଉପରେ କରୋନା ଚଡ଼କ। ଲକ୍‌ଡାଉନ୍‌ ପାଇଁ ଉପାର୍ଜନର ସବୁ ବାଟ ବନ୍ଦ ହୋଇଯାଇଥିବାରୁ ରାଜ୍ୟର ହଜାର ହଜାର କଳାକାର ଏବେ ନାନା...

ଜୟଦେବ ବିହାର-ନନ୍ଦନକାନନ ବିକଳ୍ପ ରାସ୍ତା ନିର୍ମାଣ: ୩ ମାସରେ ସାରିବାକୁ ପୂର୍ତ୍ତ ବିଭାଗକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୧ା୭(ବ୍ୟୁରୋ): ଭୁବନେଶ୍ୱର ସହରରେ ଜନସଂଖ୍ୟା ବଢୁଥିବାରୁ ଟ୍ରାଫିକ୍‌ ସମସ୍ୟା ଦିନକୁ ଦିନ ଅସମ୍ଭାଳ ହେଉଛି। ଏହାକୁ ଦୃଷ୍ଟିରେ ରଖି ସହରର ବିଭିନ୍ନ ସ୍ଥାନରେ ସମାନ୍ତରାଳ ରାସ୍ତା...

ଆଜି ନବମୀ ସନ୍ଧ୍ୟା ଦର୍ଶନ

ପୁରୀ ଅଫିସ,୧୧।୭: ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାରରେ ପହଞ୍ଚତ୍ଛନ୍ତି ତିନିରଥ। ମଙ୍ଗଳବାର ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଦକ୍ଷିଣ ମୋଡ଼...

ସୁକତେଲ ବ୍ରିଜ୍‌ ଭୁଶୁଡ଼ିବା ଘଟଣା: ଘଟଣାରୁ ନଜର ହଟାଇବାକୁ ନିର୍ବାହୀ ଯନ୍ତ୍ରୀ ନିଲମ୍ବିତ

ପାଟଣାଗଡ,୯।୫ (ଡି.ଏନ.ଏ.): ଗତ ଏପ୍ରିଲ ୨୯ ତାରିଖରେ ପାଟଣାଗଡ ବ୍ଲକ ତମିଆ ମୁଦଲସର ସୁକତେଲ ସେତୁରେ ମରାମତି କାମ ଚାଲିଥିବା ବେଳେ ପୋଲ ଭୁଷଡି ୨...

ନବରଙ୍ଗପୁର ଜିଲା ଚାଷୀଙ୍କ ଉନ୍ନତି ପାଇଁ ନୂତନ କାର୍ଯ୍ୟକ୍ରମର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବିନିଯୋଗ ହେବ ୫.୨୧ କୋଟି

ଭୁବନେଶ୍ୱର, ୨୮।୮(ବ୍ୟୁରୋ): ଚାଷୀଙ୍କ ଆର୍ଥିକ ମାନଦଣ୍ଡ ବୃଦ୍ଧି କରିବା ଉଦ୍ଦେଶ୍ୟରେ ବୁଧବାର ରାଜ୍ୟ ସରକାର ଏକ ପାଇଲଟ୍‌ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ବିଶେଷକରି ନବରଙ୍ଗପୁର ଜିଲାରେ...

ମଣିଷ-ବନ୍ୟପ୍ରାଣୀ ସଂଘର୍ଷ: ଗଠନ ହେବ ଟାସ୍କଫୋର୍ସ

ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ମଣିଷ ଓ ବନ୍ୟପ୍ରାଣୀ ମଧ୍ୟରେ ସଂଘର୍ଷକୁ ହ୍ରାସ କରାଯିବା ଉଦ୍ଦେଶ୍ୟରେ ରାଜ୍ୟସ୍ତରୀୟ ଟାସ୍କଫୋର୍ସ ଗଠନ କରାଯିବ। ଏ ନେଇ ମଙ୍ଗଳବାର ଜଙ୍ଗଲ ଓ...

ଓଡ଼ିଶାରେ ଶାହା: ପୂର୍ବାଞ୍ଚଳ ଜୋନ୍‌ ପରିଷଦ ବୈଠକରେ ଯୋଗ ଦେଲେ

ଭୁବନେଶ୍ୱର, ୨୭।୨(ବ୍ୟୁରୋ): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଶୁକ୍ରବାର ପୂର୍ବାଞ୍ଚଳ ଆଞ୍ଚଳିକ ପରିଷଦ ବୈଠକରେ ଯୋଗ ଦେଇଛଛନ୍ତି। ବିମାନ...

Advertisement


Archives

Model This Week