ରେକର୍ଡ ଭାଙ୍ଗିଲା କରୋନା: ଦିନକରେ କରୋନା ନେଲା ୫୯ ଜୀବନ

ଭୁବନେଶ୍ୱର,୭/୭(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୫୯ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୩୫୮ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମୁଥିବାବେଳେ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗୁନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡିରୁ ଧାନ ଉଠାଣ ଦାବି, ଗଜା ଧାନ ଧରି ଚାଷୀଙ୍କ ବିକ୍ଷୋଭ: ୮ ଘଣ୍ଟା ଚାଷୀଙ୍କ ୨୬ ନଂ. ଜାତୀୟ ରାଜପଥ ଅବରୋଧ

ଜୁନାଗଡ,୧୦।୭(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଚାରବାହାଲ ନିକଟସ୍ଥ ଝାରକୁଣ୍ଡାମାଲ ଛକଠାରେ ବୁଧବାର ମଣ୍ଡିରୁ ଧାନ ଉଠାଣ ଦାବିରେ ଚାରବାହାଲ ଓ ବେଲଗୁଡା ମଣ୍ଡିର ଚାଷୀମାନେ...

ଲଘୁଚାପ ପ୍ରଭାବ: ଏହି ୨ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୮।୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାଶ୍ୱବର୍ତ୍ତୀ ଉତ୍ତର-ପଶ୍ଚିମବଙ୍ଗ ଉପକୂଳ ସମୁଦ୍ର ଅଞ୍ଚଳରେ ରବିବାର ଲଘୁଚାପ କ୍ଷେତ୍ର ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ତେବେ...

ମାଲିକର ବଇରି ସାଜିଲେ କର୍ମଚାରୀ: ଭୁଜାଲି ଦେଖାଇ ୫ ଲକ୍ଷର ସାମଗ୍ରୀ ନେଇଗଲେ

ପୁରୁଣା ଭୁବନେଶ୍ୱର,୨।୩ (ଡି.ଏନ.ଏ.): ମାତ୍ର ୩ ମାସ ମାଲିକ ପାଖରେ କାମ କରି ରାତାରାତି ବଡ ଲୋକ ହେବାର ସ୍ବପ୍ନ ଦେଖିଥିଲେ ଜଣେ ଯୁବକ। ଯୁବକ...

ସାମାନ୍ୟ ବଢ଼ିଲା କରୋନା ସଂକ୍ରମଣ : ଆଜି ୧୫ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ରାଜ୍ୟରେ ରବିବାର ୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୦ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୫ ଲୋକାଲ କେସ୍‌...

ପାତ୍ରବସା ବସ୍ତିରେ ପାନୀୟ ଜଳ ଅଭାବ, ୬୦ରୁ ଊର୍ଦ୍ଧ୍ୱ ପରିବାର ହନ୍ତସନ୍ତ

ଭବାନୀପାଟଣା, ୨୦।୫ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ୍‌ ଅନ୍ତର୍ଗତ ପଣ୍ଡିଗାଁ ପଞ୍ଚାୟତ ପାତ୍ରବସା ଗାଁରେ ଥିବା ବସ୍ତିରେ ପିଇବା ପାଣି ଅଭାବ ଦେଖାଦେଇଛି। ଫଳରେ...

୨୩ରୁ ଖୋଲିବ ଶ୍ରୀମନ୍ଦିର

ପୁରୀ ଅଫିସ, ୧୨।୧୨: କରୋନା ଯୋଗୁ ପ୍ରାୟ ୯ମାସ ଧରି ବନ୍ଦ ରହିଥିବା ଶ୍ରୀମନ୍ଦିର ଏବେ ଖୋଲିବାକୁ ଯାଉଛି। ଏନେଇ ଶନିବାର ମନ୍ଦିର ପ୍ରଶାସନ ଏବଂ...

୮ ଫୁଟର ଅଜଗର ଉଦ୍ଧାର

କୁକୁଡ଼ାଖଣ୍ଡି,୨୫।୬(ଡି.ଏନ.ଏ.)- ଆଙ୍କୁଶପୁର ସଦରଥାନା ସାମ୍ନା ଏକ ହୋଟେଲ ନିକଟରେ ୮ ଫୁଟର ଅଜଗର ସୋମବାର ମଧ୍ୟରାତ୍ରରେ ଉଦ୍ଧାର ହୋଇଛି। ଉଦ୍ଧାର ପରେ ଏହାକୁ ନିକଟସ୍ଥ ଟାମଣା...

ବେଆଇନ ମେସ୍କୋ ସାଇଡିଂ ମାମଲା: ଏନ୍‌ଜିଟି ପକ୍ଷରୁ ତଦନ୍ତ ନିର୍ଦ୍ଦେଶ

ଯାଜପୁର ଅଫିସ,୭ା୨: ଯାଜପୁର ଜିଲା କଳିଙ୍ଗନଗର ମେସ୍କୋ ଷ୍ଟିଲ କାରଖାନା ପରିସରସ୍ଥ ମେସ୍କୋ ଷ୍ଟିଲର ବେଆଇନ ରେଲୱେ ସାଇଡିଂ ଅଭିଯୋଗ ସଂକ୍ରାନ୍ତରେ ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍‌ଜିଟି)...

Advertisement
Archives

Model This Week