ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୫୫କୁ ବୃଦ୍ଧି

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନେ କମିଲେ ଦିନେ ବଢ଼ୁଛି। ସେହିପରି ମୃତ୍ୟୁସଂଖ୍ୟାରେ ବି ବ୍ରେକ୍‌ ଲାଗୁନି। ଆଜି ଆଉ ୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୨୫୫କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।

ଆଜି କଟକ, କେନ୍ଦ୍ରାପଡ଼ା ଏବଂ ଖୋର୍ଦ୍ଧାରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୩୧,୧୪୪ରେ ପହଞ୍ଚିଥିବା ବେଳେ ୧୦,୧୮,୭୪୯ଜଣ ସୁସ୍ଥ ହୋଇଛନ୍ତି। ୫୦୮୭ ଜଣ ଚିକିିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୮୨୫୫କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ସଙ୍କଟ, ୨୭ ଏପ୍ରିଲ୍‌ରେ ମୁଖ୍ୟମନ୍ତ୍ରୀଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ବୈଠକ…

ନୂଆଦିଲ୍ଲୀ, ୨୪।୪ : ଦେଶରେ କରୋନା ସଙ୍କଟ ପୁଣି ବଢ଼ି ଚାଲିଛି। ୨୭ ଏପ୍ରିଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଏକ...

ଆଜି ସନ୍ଧ୍ୟା ୭.୪୫ରେ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ଗୁରୁବାର ସନ୍ଧ୍ୟା ୭ଟା ୪୫ରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଏଥିରେ ଆଡ୍‌ଭୋକେଟ୍‌ ଜେନେରାଲ୍‌ ଉପସ୍ଥିତ ରହିବେ। ଏହାଛଡ଼ା ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ତଥା...

ବିଧାନସଭା ପ୍ରଶ୍ନକାଳରେ ସ୍ବାସ୍ଥ୍ୟ ପ୍ରସଙ୍ଗରେ ଆଲୋଚନା: ଡାକ୍ତର ଅଭାବ ଦୂର ପାଇଁ ମନ୍ତ୍ରୀ ଦେଲେ ପ୍ରତିଶ୍ରୁତି

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଆଦିବାସୀ ଅଧ୍ୟୁଷିତ କୋରାପୁଟ ଜିଲାରେ ଶହୀଦ ଲକ୍ଷ୍ମଣ ନାୟକଙ୍କ ନାଁରେ ଏକ ମେଡିକାଲ କଲେଜ ଏବଂ ହସ୍ପିଟାଲ କରାଯାଇଛି। ହେଲେ ସେଠାରେ ସାମାନ୍ୟତମ ଚିକିତ୍ସା...

ସରକାରୀ କାର୍ଯ୍ୟାଳୟରେ ଗଡୁଛି ବିଦ୍ୟୁତ୍‌ ବିଲ୍‌: ୩୯ ବିଭାଗର ବକେୟା ପଡ଼ିଛି ୨ କୋଟି ୭୭ ଲକ୍ଷ

ନୟାଗଡ଼ ଅଫିସ,୩୦।୧୧-ଘରୋଇ ହେଉ କିମ୍ବା ବ୍ୟବସାୟିକ ପ୍ରତିଷ୍ଠାନରେ ଗୋଟିଏ ମାସରୁ ଅଧିକ ଦିନ ବିଲ୍‌ ପୈଠ ନ ହେଲେ ପର ଦିନ ବିଦ୍ୟୁତ୍‌ ବିଭାଗ ସଂଯୋଗ...

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ

ଭଞ୍ଜନଗର,୩୦ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ାସ୍ଥିତ ବାଘୁଆ ଜଳସେଚନର ସହକାରୀ ନିର୍ବାହୀ ଯନ୍ତ୍ରୀ ବିଷ୍ଣୁ ଚରଣ ସାହୁ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ...

କେମିତି ହୋଇଥିଲା ଗ୍ୟାଙ୍ଗଷ୍ଟର

ଭୁବନେଶ୍ୱର,୨୪।୭: ୧୯୮୦ ଦଶକର କଥା। ସେତେବେଳେ ଜଣେ କୁଖ୍ୟାତ ଅପରାଧି ଥିଲେ ରବୀନ୍ଦ୍ର ବେହେରା। ତାଙ୍କର ଅପରାଧର ଶାଖା ମେଲାଇଥିଲେ ଟିଟୋ, ହାଇଦର ଏବଂ ସୁଲେମାନ।...

ପ୍ରବାସୀ ଓଡ଼ିଆଙ୍କ ବସ୍‌ ଦୁର୍ଘଟଣାଗ୍ରସ୍ଥ

ଚୌଦ୍ୱାର,୧୯।୫(ଡି.ଏନ୍‌.ଏ.): କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ବନ୍ଦାଳ ନିକଟରେ ଜାତୀୟ ରାଜପଥ ୧୬ରେ ପ୍ରବାସୀ ଓଡ଼ିଆଙ୍କୁ ନେଇଯାଉଥିବା ବସ୍‌ ଦୁର୍ଘଟଣାଗସ୍ତ। ଏଥିରେ ୬ଜଣ ଯାତ୍ରୀ...

ସବୁଜ ସଙ୍କେତ ଦେଉନାହିଁ କେନ୍ଦ୍ର

ଭୁବନେଶ୍ୱର,୭-୨(ବ୍ୟୁରୋ): ଓଡ଼ିଶାରେ ଅନ୍ୟାନ୍ୟ ପଛୁଆ ବର୍ଗ(ଓବିସି) ଏବଂ ସାମାଜିକ, ଆର୍ଥିକ ପଛୁଆ ବର୍ଗ(ଏସ୍‌ଇବିସି) ସଂଖ୍ୟା ବହୁତ। ହେଲେ ସେମାନଙ୍କ ପ୍ରକୃତ ସଂଖ୍ୟା କେତେ ତାହାର କୌଣସି...

Advertisement
Archives

Model This Week