ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮,୫୦୭କୁ ବୃଦ୍ଧି

ଭୁବନେଶ୍ୱର,୨୧ା୧(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲିଛି। ସେହିପରି ମୃତ୍ୟୁସଂଖ୍ୟାରେ ବି ବ୍ରେକ୍‌ ଲାଗୁନି। ଆଜି ଆଉ ୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁସଂଖ୍ୟା ୮,୫୦୭କୁ ବୃଦ୍ଧି ପାଇଛି।

ଆଜି କଟକରୁ ଦୁଇ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାବେଳେ ଅନୁଗୋଳ, ଢେଙ୍କାନାଳ, ପୁରୀ ଏବଂ ଜଗତସିଂହପୁରରୁ ଜଣେ ଲେଖାଏ ଆକାନ୍ତଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରଥକୁ ଉଠିବ ଚଉଦ ନାହାକା କାଠ

ପୁରୀ ଅଫିସ,୨୬ା୬: ଶ୍ରୀନଅର ସମ୍ମୁଖ ରଥଖଳାରେ ଚାଲିଛି ରଥକାମ। ପ୍ରଥମ ଭୂଇଁ ଖଞ୍ଜାଯାଇ ଛ’କାଠ ଉଠିବା ପରେ ଦ୍ୱିତୀୟ ଭୂଇଁଖଞ୍ଜା ଆରମ୍ଭ ହୋଇଥିଲା। ମଙ୍ଗଳବାର ଦ୍ୱିତୀୟ...

ଛିଣ୍ଡା ପଲିଥିନ ତଳେ ବିତୁଛି ଜୀବନ

ଲହୁଣୀପଡ଼ା,୩ା୮(ଦାଶରଥି ପଣ୍ଡା): ମୁଣ୍ଡ ଗୁଞ୍ଜିବାକୁ ଭଲ ଘରେ ଖଣ୍ଡେ ନାହିଁ। ଦୁର୍ଦ୍ଦିନରେ ଦିନ କାଟୁଛନ୍ତି ୭ ପ୍ରାଣୀ। ସରକାରୀ ଯୋଜନା କହିଲେ କେବଳ ୨୫ କେଜି...

‘ପୋଲିସକୁ ରାଜନୈତିକ ଉଦ୍ଦେଶ୍ୟରେ ବ୍ୟବହାର କରାଯାଉଛି’

ଭୁବନେଶ୍ୱର,୨୨।୩(ବ୍ୟୁରୋ): ରାଜ୍ୟରେ ଆଇନର ଶାସନ ନାହିଁ। ପୋଲିସ ନିରପେକ୍ଷ ଭାବେ କାର୍ଯ୍ୟ କରିପାରୁ ନାହିଁ। ଓଡ଼ିଶାରେ ପୋଲିସରାଜ୍‌ ଚାଲିଛି। ହତ୍ୟା, ଲୁଣ୍ଠନ, ଚୋରି, ଡକାୟତି, ବଳାତ୍କାର...

‘ସେବା ଏଜେଣ୍ଡାରୁ ବିଜେଡି ହଟିନାହିଁ’

ପୁରୀ ଅଫିସ/ ଭୁବନେଶ୍ୱର (ବ୍ୟୁରୋ),୨୭ା୧୨:ମା’ମାନେ ଆଗେଇ ଆସନ୍ତୁ। ଦାୟିତ୍ୱ ନିଅନ୍ତୁ। ସେମାନଙ୍କ ଆଶୀର୍ବାଦ ରହିଲେ ୨୫ କି ୫୦ ନୁହେଁ, ବିଜେଡି ଶହେବର୍ଷ ଓଡ଼ିଶା ଲୋକଙ୍କ...

୭ ବର୍ଷ ଦଣ୍ଡ ବ୍ୟବସ୍ଥା ନ ଥିବା ଅପରାଧର ଅଭିଯୁକ୍ତଙ୍କୁ ଗିରଫ କରନାହିଁ: ହାଇକୋର୍ଟ

କଟକ ଅଫିସ,୫।୫- ଅପରାଧୀଙ୍କୁ ଗିରଫ କରିବାକୁ ତରବର ନ ହେବା ପାଇଁ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଯେଉଁ ଅପରାଧର ଦଣ୍ଡବିଧାନ ୭ ବର୍ଷ କିମ୍ବା...

ଆଜି ରାଜ୍ୟରେ ୬୦୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୩୦।୯(ବ୍ୟୁରୋ):: ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୯୬ ଜଣ...

ସାଇବର ଠକଙ୍କ ଶିକାର ହେଲେ ସ୍ବତନ୍ତ୍ର ସଚିବ

ଭୁବନେଶ୍ୱର, ୭ା୧୦ (ବ୍ୟୁରୋ):ରାଜ୍ୟରେ ଏବେ ସାଇବର ଠକଙ୍କ କାରନାମା ବଢିବାରେ ଲାଗିଛି। ସାଧାରଣ ଲୋକଙ୍କ ସମେତ ଏମାନେ ଉଚ୍ଚପଦସ୍ଥ ସରକାରୀ ଅଧିକାରୀଙ୍କୁ ଟାର୍ଗେଟ କଲେଣି। ଦୁଇଦିନ...

କଟକଣା କୋହଳ ପରେ ଟ୍ରାଫିକ ଜାମ୍‌

ବାଙ୍ଗାଲୋର,୨୫ା୪: କର୍ନାଟକ ସରକାର ରାଜ୍ୟରୁ କୋଭିଡ-୧୯ ମୁକାବିଲା ପାଇଁ ଜାରି କରିଥିବା କଟକଣାକୁ କେତେକ ସ୍ଥାନରେ ଗୁରୁବାରଠାରୁ ଆଂଶିକ ଭାବେ କୋହଳ କରିବା ପରେ ଶୁକ୍ରବାର...

Advertisement
Archives

Model This Week