ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮,୫୦୭କୁ ବୃଦ୍ଧି

ଭୁବନେଶ୍ୱର,୨୧ା୧(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲିଛି। ସେହିପରି ମୃତ୍ୟୁସଂଖ୍ୟାରେ ବି ବ୍ରେକ୍‌ ଲାଗୁନି। ଆଜି ଆଉ ୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁସଂଖ୍ୟା ୮,୫୦୭କୁ ବୃଦ୍ଧି ପାଇଛି।

ଆଜି କଟକରୁ ଦୁଇ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାବେଳେ ଅନୁଗୋଳ, ଢେଙ୍କାନାଳ, ପୁରୀ ଏବଂ ଜଗତସିଂହପୁରରୁ ଜଣେ ଲେଖାଏ ଆକାନ୍ତଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର-୨୦୧୮:ପୁରସ୍କାର ଦୌଡ଼ରେ ୨୦ ଫିଲ୍ମ

ଭୁବନେଶ୍ୱର, ୧୧ା୧୨(ବ୍ୟୁରୋ):ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର-୨୦୧୮ ପାଇଁ ମୋଟ ୨୦ଟି ଫିଲ୍ମ ଆବେଦନ କରିଥିବାବେଳେ ବିଭିନ୍ନ ବିଭାଗରେ ଏହି ଫିଲ୍ମଗୁଡ଼ିକ ମଧ୍ୟରେ ପ୍ରତିଯୋଗିତା ହୋଇଥିଲା। ଓଡ଼ିଆ ଫିଲ୍ମର...

ଭୁଲ୍‌ ସତ୍ୟପାଠ ଦାଖଲ କଲେ ଜେଲ

ଭୁବନେଶ୍ୱର,୧ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟରେ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନରେ ସଂଶୋଧନ ପାଇଁ ୩ଟି ଅଧ୍ୟାଦେଶକୁ ଅନୁମୋଦନ କରାଯାଇଛି। ଓଡ଼ିଶା...

ଇନ୍ଦ୍ରଧନୁ ମାର୍କେଟ ସିଲ୍‌

ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜଧାନୀସ୍ଥିତ ନୟାପଲ୍ଲୀର ଇନ୍ଦ୍ରଧନୁ ମାର୍କେଟ ୨୪ ଘଣ୍ଟା ପାଇଁ ସିଲ୍‌ ହୋଇଛି। କୋଭିଡ୍‌ ନିୟମ ଉଲ୍ଲଂଘନ ହେଉଥିବାରୁ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସିଲ୍‌...

କରୋନା ଆକ୍ରାନ୍ତଙ୍କ ତଥ୍ୟ ଲୁଚାଇଥିଲେ ଏମ୍ସ ଡାକ୍ତର

ଭୁବନେଶ୍ୱର, ୨୧ା୩(ବ୍ୟୁରୋ): ରାଜ୍ୟରେ ଦ୍ୱିତୀୟ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ସେ ଏବେ ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେଉଛନ୍ତି। ତେବେ ଆକ୍ରାନ୍ତ ୧୯ବର୍ଷୀୟ ଯୁବକଙ୍କ ବିଷୟରେ...

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଲଗାଇଲେ ନିଆଁ: ମାଛପଡ଼ା ଗ୍ରାମରେ ୨୧ ବଖରା ଭସ୍ମ; ୨ ଅଟକ, ପୋଲିସ ଆହତ

ଡେଲାଙ୍ଗ,୧୨ା୧୧(ଡି.ଏନ.ଏ.)- ଡେଲାଙ୍ଗ ଥାନା ଅଧୀନସ୍ଥ ଗୁଆଳିପଡା ପଞ୍ଚାୟତର ମାଛପଡା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏକ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୦...

ଖୋଲା ରହିବ ଆହାର କେନ୍ଦ୍ର

ଭୁବନେଶ୍ୱର,୩।୫: ଲକ୍‌ଡାଉନରେ ଖୋଲା ରହିବ ଆହାର କେନ୍ଦ୍ର । ହେଲେ ଲୋକେ ଆହାର କେନ୍ଦ୍ରରେ ବସି ଖାଇ ପାରିବେ ନାହିଁ। ଆହାର କେନ୍ଦ୍ରରୁ କେବଳ ପାର୍ସଲ...

୮ ରାଜ୍ୟକୁ ଗଲା ୧୬୭୬ ମେଟ୍ରିକ ଟନ୍‌ ଅକ୍ସିଜେନ୍‌

ଭୁବନେଶ୍ୱର, ୨୮ା୪(ବ୍ୟୁରୋ): ସାମ୍ପ୍ରତିକ କୋଭିଡ୍‌ ସ୍ଥିତିରେ ବିଭିନ୍ନ ରାଜ୍ୟରେ ଅକ୍ସିଜେନ୍‌ର ଅଭାବ ଦେଖାଦେଇଛି। ଏଭଳି ସଙ୍କଟ ସମୟରେ ଓଡ଼ିିଶା ସହଯୋଗର ହାତ ବଢାଇଛି। ଅଭାବ ଦେଖାଦେଇଥିବା...

ଚର୍ଚ୍ଚାରେ ପୁଟିନଙ୍କ ଦୁଇ ଝିଅ

ମସ୍କୋ,୧୩ା୮: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଝିଅଙ୍କଠାରେ ‘ସ୍ପୁଟନିକ୍‌ ଭି’ ଭାକ୍ସିନର ପ୍ରୟୋଗ କରାଯାଇଛି। ପୁଟିନ ନିଜେ ଏହା ଦାବି କରିବା ପରେ ତାଙ୍କର କେଉଁ...

Advertisement
Archives

Model This Week