ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୦୮୪କୁ ବୃଦ୍ଧି

ଭୁବନେଶ୍ୱର,୧୦ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୦୮୪କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।

ଆଜି ଅନୁଗୋଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ମୟୂରରଞ୍ଜ ଏବଂ ପୁରୀରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୧୫,୦୮୩ରେ ପହଞ୍ଚିଥିବା ବେଳେ ୯,୯୯,୮୫୯ଜଣ ସୁସ୍ଥ ହୋଇଛନ୍ତି। ୭୦୮୭ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ୫୦% ଲୋକଙ୍କ ଦେହରେ ସୃଷ୍ଟି ହୋଇଛି ଆଣ୍ଟିିବଡ଼ି

ଭୁବନେଶ୍ୱର, ୩୦ା୧୦(ବ୍ୟୁରୋ)- ଭୁବନେଶ୍ୱରରେ ୫୦% ଲୋକଙ୍କ ଦେହରେ ଆଣ୍ଟିବଡ଼ି ସୃଷ୍ଟି ହୋଇଛି। ତୃତୀୟ ପର୍ଯ୍ୟାୟ ସେରୋଲୋଜିକାଲ ସର୍ଭେ ତଥ୍ୟରୁ ଏହା ଜଣାପଡ଼ିଛି ବୋଲି ଆର୍‌ଏମ୍‌ଆର୍‌ସି ନିର୍ଦ୍ଦେଶିକା...

ଗୋଆରୁ ଗଜପତି: ଟ୍ରେନ୍‌ ଟ୍ରାକ୍‌,ସାଇକେଲରେ ଆସିଲେ ମହେଶ୍ୱର

ପାରଳାଖେମୁଣ୍ଡି, ୧୧ା୫(ସ୍ବ.ପ୍ର.)-ସୁଦୂର ଗୋଆରୁ ଟ୍ରେନ୍‌ ଟ୍ରାକ୍‌ରେ ଚାଲିଚାଲି ଏବଂ ସାଇକେଲ ଯୋଗେ କେତେଜଣ ପ୍ରବାସୀ ଓଡ଼ିଆ ଶ୍ରମିକ ଗଜପତି ଜିଲାରେ ପହଞ୍ଚତ୍ଛନ୍ତି। ଜିଲାର ମୋହନା ବ୍ଲକ...

ଆଉ ୨ ଦିନ ଥଣ୍ଡା

ଭୁବନେଶ୍ୱର,୩୦ା୧(ବ୍ୟୁରୋ): ରାଜ୍ୟରେ ଗୁରୁବାରଠାରୁ ପାରଦ ତଳମୁହାଁ ହୋଇଛି। ରାଜ୍ୟକୁ ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଛି। ଫଳରେ ରାଜ୍ୟର କେତେକ ସ୍ଥାନରେ ଶୀତ...

ମାଛ ବ୍ୟବସାୟୀ ନିଖୋଜ

ବ୍ରହ୍ମପୁର ଅଫିସ,୬ା୧୦-ସହରର ଜଣେ ଜଣାଶୁଣା ମାଛ ବ୍ୟବସାୟୀ ଅମର ସାହୁ ଶୁକ୍ରବାର ଅପରାହ୍ନରୁ ନିଖୋଜ ହୋଇଯାଇଛନ୍ତି। ଏହାକୁ ନେଇ ଏବେ ମାଛ ବ୍ୟବସାୟୀ ଓ ସ୍ଥାନୀୟ...

ଓଡ଼ିଶାର ସୁନାମି ପ୍ରସ୍ତୁତିକୁ ୟୁନେସ୍କୋ ସ୍ବୀକୃତି

ଭୁବନେଶ୍ୱର,୭ା୮(ବ୍ୟୁରୋ):ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଓଡ଼ିଶାକୁ ମିଳିଛି ଅନ୍ତର୍ଜାତୀୟ ସ୍ବୀକୃତି। ୟୁନେସ୍କୋର ଇଣ୍ଟରଗର୍ଭନମେଣ୍ଟାଲ ଓସେନୋଗ୍ରାଫିକ କମିଶନ(ଆଇଓସି) ଓଡ଼ିଶାର ଜଗତ୍‌ସିଂହପୁର ଜିଲା ନୋଳିଆ ସାହି ଏବଂ ଗଞ୍ଜାମ...

ରାଜ୍ୟରେ କରୋନାରେ ଆଖିବୁଜିଲେ ଆଉ ୩: ୧୯୩୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର, ୧୪।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୨୬୭...

କୋଭାକ୍ସିନର ଦୁଇ ଡୋଜ୍‌ ଟିକା ନେଇଥିବା ଜଣେ ବ୍ୟକ୍ତି କୋର୍ଟରେ ଦାଖଲ କଲେ ପିଟିଶନ, କାରଣ ଜାଣିଲେ…

ଥିରୁଭାନନ୍ତପୁରମ୍‌,୫ା୮: ଭାରତରେ ସର୍ବପ୍ରଥମ ସ୍ବଦେଶୀ ଟିକା କୋଭାକ୍ସିନ ଏବଂ କୋଭିଶିଲ୍ଡ ଟିକାକରଣ ଅଭିଯାନ ଆରମ୍ଭ ହୋଇଥିଲା। ଏହା ପରେ ରୁଷିଆର ଟିକା ମଧ୍ୟ ଦେଶରେ ଲଗାଗଲା।...

ମାପଚୁପ ହେଲା ମଙ୍ଗୁ ମଠ: ଉଚ୍ଛେଦ ଛଡ଼ାଇ ନେଇଛି ଖୁସି, ଫିକା ପଡ଼ିଲା ସୁନିଆ

ପୁରୀ ଅଫିସ, ୧୧-୯:ଶ୍ରୀମନ୍ଦିର ସୁରକ୍ଷା ଏବଂ ପୁରୀର ବିକାଶ ପାଇଁ ଚାଲିଛି ଉଚ୍ଛେଦ ଅଭିଯାନ। ପ୍ରାଥମିକ ପର୍ଯ୍ୟାୟରେ ବିପଦସଙ୍କୁଳ ମଠ ଭଙ୍ଗାଯାଉଛି। ଇତିମଧ୍ୟରେ ୨ଟି ପୁରାତନ...

Advertisement
Archives

Model This Week