ଆଜି କରୋନା ନେଲା ୬ ଜୀବନ

ଭୁବନେଶ୍ୱର,୧୩।୯(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୬ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୧୦୪ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।