ରାଜ୍ୟରେ କରୋନା ନେଲା ଆଉ ୬ ଜୀବନ: ମୃତ୍ୟୁସଂଖ୍ୟା ୯୭କୁ ବୃଦ୍ଧି

ଭୁବନେଶ୍ୱର,୨୦ା୭(ବ୍ୟୁରୋ): ସୋମବାର କରୋନା ଆଉ ୬ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ମୃତକମାନଙ୍କ ମଧ୍ୟରେ କେବଳ ଗଞ୍ଜାମରୁ ୫ ଜଣ ହୋଇଥିବା ବେଳେ ଗଜପତିରୁ ଜଣେ ଅଛନ୍ତି। ଗଞ୍ଜାମର ଜଣେ ୭୦ ବର୍ଷୀୟ ବୃଦ୍ଧଙ୍କ ଜୀବନ ଯାଇଥିବା ବେଳେ ସେ ଡାଇବେଟିସ୍‌ ରୋଗରେ ପୀଡ଼ିତ ଥିଲେ। ସେହିପରି ୫୪, ୫୨, ୪୨ ଏବଂ ଜଣେ ୪୦ ବର୍ଷୀୟ ବ୍ୟକ୍ତିଙ୍କ ଜୀବନ ଯାଇଛି। ୪୨ ଏବଂ ୫୪ ବର୍ଷୀୟ ବ୍ୟକ୍ତି ମଧ୍ୟ ଡାଇବେଟିସ୍‌ ରୋଗରେ ପୀଡ଼ିତ ଥିଲେ। ସେହିପରି ଗଜପତି ଜଣ ୫୫ ବର୍ଷୀୟା ମହିଳାଙ୍କ କରୋନାରେ ମୃତ୍ୟୁ ଘଟିଛି। ସେ ମଧ୍ୟ ଡାଇବେଟିସ୍‌ ରୋଗରେ ପୀଡ଼ିତ ଥିଲେ।


ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୮,୧୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୨, ୪୫୩ ସୁସ୍ଥ ହୋଇଛନ୍ତି। ୫,୫୩୨ ଚିକିତ୍ସିତ ହେଉଛନ୍ତି। ୯୭ ଜଣଙ୍କ ପ୍ରାଣହାନି ଘଟିସାରିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ସୁସ୍ଥ ହେଲେ ୧୧୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୪ା୨- ଓଡ଼ିଶାରେ ଗୁରୁବାର ୧୧୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ମୋଟ ୩,୩୨,୬୧୧ରେ...

ରାଜ୍ୟରେ ୨୨୫ କରୋନା ଆକ୍ରାନ୍ତ ଚିହ୍ନଟ: ୨ ମୃତ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ...

ପଶ୍ଚିମବଙ୍ଗରେ ପ୍ରତି ସପ୍ତାହରେ ୨ଦିନ ହେବ ପୂର୍ଣ୍ଣ ଲକ୍‌ଡାଉନ

କୋଲକାତା,୨୦।୭: କରୋନା ଭାଇରସ୍‌ ସଂକ୍ରମଣ ସାରା ଦେଶରେ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ପଶ୍ଚିମବଙ୍ଗରେ ମହାମାରୀ କରୋନା ଭୟାବହ ରୂପ ନେବାରେ ଲାଗିଛି। ଏଭଳି ସ୍ଥିତିରେ...

ହାତୀ ଘଉଡ଼ାଇବାକୁ ରାତି ଅନିଦ୍ରା

ଖମାର,୫ା୧୧:  ହାତୀ ଖାଇଯାଉଛନ୍ତି ଧାନ ଫସଲ। ବାର୍‌ହା ମଧ୍ୟ ନଷ୍ଟ କରୁଛନ୍ତି ଚାଷ। ବାରମ୍ବାର ଅଭିଯୋଗ ପରେ ବି ବନ୍ୟଜନ୍ତୁ ଉପଦ୍ରବ ରୋକିପାରୁନି ବନ ବିଭାଗ। ତେଣୁ...

ଯୁକ୍ତ୨ ବିଜ୍ଞାନରେ ଶୂନ ଫଳାଫଳ କରିଥିବା ୯ କଲେଜ ଉପରେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ୯ା୬(ବ୍ୟୁରୋ)- ଯୁକ୍ତ୨ ବିଜ୍ଞାନ ପରୀକ୍ଷାରେ ଶୂନ ରେଜଲ୍ଟ କରିଥିବା ୯ କଲେଜ ଉପରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।...

ପୁଣି ଜଣେ କରୋନା ରୋଗୀଙ୍କ ମୃତଦେହ ସହ ଅସମ୍ମାନ

ଭୋପାଲ,୭।୭: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ କରୋନା ରୋଗୀଙ୍କ ମୃତଦେହକୁ ଅତି ଦୟନୀୟ ଅବସ୍ଥାରେ ହସ୍ପିଟାଲ କର୍ମଚାରୀ ଅଳିଆ...

ଲଘୁଖଣିଜ ପଦାର୍ଥ ପାଇଁ ଆସିବ ନୂଆ ନିୟମ: ୪ ରାଜ୍ୟ ଅନୁଧ୍ୟାନ କଲେ ରାଜସ୍ବ ବିଭାଗ ସ୍ବତନ୍ତ୍ର ଟିମ୍‌

ଭୁବନେଶ୍ୱର, ୨।୨(ବ୍ୟୁରୋ): ରାଜ୍ୟର ବାଲି, ମୋରମ, ମାଟି, ଚିପ୍‌ସ ଭଳି ଲଘୁଖଣିଜ ସମ୍ପଦ ଆଉ ମନଇଚ୍ଛା ନିଲାମ ହେବ ନାହିଁ। ଏଥିପାଇଁ ରାଜ୍ୟ ସରକାର ଏକ...

ସାକ୍ଷୀଗୋପାଳ ମନ୍ଦିରରେ କରୋନା କଟକଣା: ସିଂହଦ୍ୱାରରୁ ଫେରିଯାଉଛନ୍ତି ଭକ୍ତ

ସାକ୍ଷୀଗୋପାଳ, ୨୦।୩(ଡି.ଏନ.ଏ.): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଶୁକ୍ରବାରଠାରୁ ସାକ୍ଷୀଗୋପାଳ ମନ୍ଦିରରେ କରୋନା ପାଇଁ କଟକଣା କରାଯାଇଛି। ସର୍ବସାଧରଣଙ୍କ ମନ୍ଦିର ପ୍ରବେଶକୁ ସମ୍ପୁର୍ଣ୍ଣ ବନ୍ଦ କରାଯାଇଥିବା...

Play 250+ Trending Games
Archives

Model This Week

Why Dharitri