ରେକର୍ଡ ଭାଙ୍ଗିଲା କରୋନା: ଦିନକରେ କରୋନା ନେଲା ୬୧ ଜୀବନ

ଭୁବନେଶ୍ୱର,୯/୭(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୬୧ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୭୮ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମୁଥିବାବେଳେ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗୁନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିରରେ ପୋଲିସ ଭାଙ୍ଗିଲା ନିୟମ:ନୀତି ବ୍ୟାହତ

ପୁରୀ ଅଫିସ, ୬ା୧୧: ଶ୍ରୀମନ୍ଦିରରେ ଶୃଙ୍ଖଳା ରକ୍ଷା କରିବା ପାଇଁ ପୋଲିସ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଓ ଭିଡ଼ ସମୟରେ ଏହାକୁ...

୧୭ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୪।୩(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ଶୁକ୍ରବାର ଫୁଲବାଣୀରେ ସର୍ବାଧିକ ୧୧.୬ ମି.ମି. ବର୍ଷା ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ଜଣାପଡ଼ିଛି। ଆସନ୍ତା...

୨ ହଜାରରୁ ଊର୍ଦ୍ଧ୍ୱ ନିରାଶ୍ରୟଙ୍କୁ ରନ୍ଧା ଖାଦ୍ୟ ଦେଲା ବିଏମ୍‌ସି

ଭୁବନେଶ୍ୱର, ୫ା୪ (ବ୍ୟୁରୋ): ଭୁବନେଶ୍ୱରରେ ଥିବା ୨ ହଜାରରୁ ଊର୍ଦ୍ଧ୍ୱ ଭୂମିହୀନ, ନିରାଶ୍ରୟ ଓ ଭିକାରୀଙ୍କୁ ରନ୍ଧ୍ୟା ଖାଦ୍ୟ ବଂଟାଯାଇଛି । ଭୁବନେଶ୍ୱର ମହାନଗର ନିଗମ...

ପତିତପାବନ ହେବେ ନାଗାର୍ଜୁନ ବେଶ

ପୁରୀ ଅଫିସ,୧୭।୧୦: ଆସନ୍ତା ନଭେମ୍ବର ୨୭ରେ ନାଗାର୍ଜୁନ ବେଶ। ମାତ୍ର ମହାପ୍ରଭୁଙ୍କ ଏହି ବୀର ବେଶ ଦର୍ଶନରୁ ଭକ୍ତମାନେ ବଞ୍ଚତ୍ତ ହେବା ଏକପ୍ରକାର ନିଶ୍ଚିତ। କାରଣ...

ଏମ୍‌ପି ଅପରାଜିତା ଷଡଙ୍ଗୀଙ୍କୁ ମିଳିଲା ନୂଆ ଦିୟିତ୍ୱ

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ଭୁବନେଶ୍ୱର ଏମ୍‌ପି ଅପରାଜାତି ଷଡଙ୍ଗୀଙ୍କୁ ମିଳିଲା ନୂଆ ଦାୟିତ୍ୱ। ଆଗାମୀ ୩ ବର୍ଷ ଲାଗି ରାଜ୍ୟଗୋଷ୍ଠୀ ରାଷ୍ଟ୍ରସମୂହ ମହିଳା ସଂଚାଳନ ସମିତିରେ ଭାରତ...

ଓଏଏସ୍‌ ଅଫିସର ସ୍ତରରେ ଅଦଳ ବଦଳ: ବଦଳିଲେ ୨୧ ବିଡିଓ, ଉପଜିଲାପାଳ

ଭୁବନେଶ୍ୱର, ୨୬।୧ (ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଅଦଳ ବଦଳ କରିଛନ୍ତି। ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ଏ ନେଇ ଶନିବାର...

ବାଲୁକା କଳାରେ ପ୍ଲାଷ୍ଟିକ ବର୍ଜନର ବାର୍ତ୍ତା

ପୁରୀ ଅଫିସ, ୨୫ା୧୨: ପ୍ଲାଷ୍ଟିକ ପ୍ରଦୂଷଣକୁ ନେଇ ସାରା ବିଶ୍ୱବାସୀ ଚିନ୍ତିତ। ପ୍ଲାଷ୍ଟିକ କେବଳ ପରିବେଶକୁ ପ୍ରଦୂଷଣ କରୁଛି ତା’ ନୁହେଁ ମଣିଷ, ପଶୁପକ୍ଷୀ ସମସ୍ତଙ୍କ...

ମୌଳିକ ସୁବିଧା ଅପହଞ୍ଚ

ଛେଣ୍ଡିପଦା,୨୧।୧(ସ୍ବ.ପ୍ର.) ଜଙ୍ଗଲ ଗ୍ରାମରୁ ରାଜସ୍ବ ଗ୍ରାମର ମାନ୍ୟତା ପାଇଥିବା ଛେଣ୍ଡିପଦା ବ୍ଲକର ବଡ଼ମୂଳ ଗ୍ରାମବାସୀଙ୍କୁ ମୌଳିକ ସୁବିଧା ଏଯାଏ ମିଳିନାହିଁ। ବିଶେଷକରି ଗଁ। କୁ ସଂଯୋଗ...

Advertisement


Archives

Model This Week