ଦିନକରେ କରୋନା ନେଲା ୬୪ ଜୀବନ

ଭୁବନେଶ୍ୱର,୧୬/୭(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୬୪ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୯୨୫ ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମୁଥିବାବେଳେ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗୁନାହିଁ।