ଦିନକରେ କରୋନା ନେଲା ୬୫ ଜୀବନ

ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟରେ ବୁଦବାର କରୋନାରେ ୬୫ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭,୦୮୬ ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମୁଥିବାବେଳେ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କୋହଲି କ୍ରିକେଟର୍‌ ରୋନାଲ୍ଡୋ… କୋହଲିଙ୍କୁ ଜନ୍ମଦିନରେ ଛୁଟୁଛି ଶୁଭେଚ୍ଛାର ସୁଅ, ଜାଣନ୍ତୁ କିଏ କ’ଣ କହିଲେ

ନୂଆଦିଲ୍ଲୀ,୫।୧୧: ଭାରତୀୟ କ୍ରିକେଟର ରନ ମେସିନ ତଥା ‘କିଙ୍ଗ କୋହଲି’ ବିରାଟ କୋହଲିଙ୍କ ଆଜି ଜନ୍ମଦିନ। ନଭେମ୍ବର ୫ରେ ତାଙ୍କୁ ନେଇ କ୍ରିକେଟ ଜଗତରେ ଉତ୍ସାହ ଦେଖିବାକୁ…

ଏମିତି ରେକର୍ଡ ହାସଲ କଲେ ବିରାଟ କୋହଲି: ଆଗାମୀ ୧୦୦ ବର୍ଷ ପର୍ଯ୍ୟନ୍ତ ରହିବ ଅତୁଟ!

ନୂଆଦିଲ୍ଲୀ,୫।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର ବିରାଟ କୋହଲିଙ୍କ ନାଁରେ ଯୋଡ଼ି ହୋଇଛି ଆଉ ଏକ ବଡ଼ ରେକର୍ଡ। ଦିନିକିଆ କ୍ରିକେଟ୍‌ରେ ତୃତୀୟ ସ୍ଥାନରେ ବ୍ୟାଟିଂ କରି…

“ଏମିତି ହେଲେ ଆମ ସ୍ତ୍ରୀ ବି ପକେଟ ମନି ମାଗିବେ…”: ଶୁଣାଣି ସମୟରେ ହଠାତ୍‌ ଏଭଳି କାହିଁକି କହିଲେ ସୁପ୍ରିମକୋର୍ଟ

ନୂଆଦିଲ୍‌ଲୀ,୫।୧୧: ସୁପ୍ରିମକୋର୍ଟରେ ପତ୍ନୀଙ୍କୁ ପକେଟ ମନି ଦେବା ସହିତ ଜଡ଼ିତ ଏକ ମାମଲାରେ ବିଚାରପତି ଏକ ମଜାଦାର କଥା କହିଛନ୍ତି। ବିବାଦୀୟ ବିବାହ (ମ୍ୟାରେଜ ଡିଜପୁଟ) କୁ…

ଆଇଏଏସ୍‌ ସ୍ତରରେ ବଡ଼ଧରଣର ଅଦଳବଦଳ କଲେ ସରକାର, ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗର ଦାୟିତ୍ୱ

ଭୁବନେଶ୍ୱର,୫ା୧୧: ରାଜ୍ୟରେ ପ୍ରଶାସନିକ ବ୍ୟବସ୍ଥାକୁ ଅଧିକ ଗତିଶୀଳ ଏବଂ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଗୁରୁବାର ଏକ ବଡ଼ଧରଣର ଆଇଏଏସ୍ ସ୍ତରୀୟ ଅଦଳବଦଳ କରିଛନ୍ତି। ବିଭିନ୍ନ…

ଏବେ ବି ବିପଦମୁକ୍ତ ହୋଇନି କରଡ଼ା ଘାଟି, ମରାମତି ଦାବି କରି…

ରାଇକିଆ,୫ା୧୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକରେ ବାତ୍ୟା ଅର୍ଣ୍ଣବ ପ୍ରଭାବରେ ବ୍ୟାପକ କ୍ଷୟ କ୍ଷତି ହୋଇଛି। ମାଲାଗୁଡ଼ାଠାରେ କଲଭର୍ଟ ଧୋଇ ହୋଇଯିବା ଫଳରେ ରାଇକିଆ-କରଡ଼ା ରାସ୍ତାରେ…

ହଠାତ୍‌ କୋହଲିଙ୍କ ହାତରୁ ଖସିପଡ଼ିଲା ଫିଟନେସ ବ୍ୟାଣ୍ଡ, ଅଟକିଗଲା ମ୍ୟାଚ୍‌: ଏହାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ଅକଲାଣ୍ଡ, ୫।୧୧:ନ୍ୟୁଜିଲାଣ୍ଡ ଗସ୍ତରେ ନିଜ ବ୍ୟାଟିଂର ଯାଦୁ ଦେଖାଇଛନ୍ତି ଭାରତୀୟ କ୍ରିକେଟ୍‌ର ଷ୍ଟାର ବ୍ୟାଟର ବିରାଟ କୋହଲି। ଅକଲାଣ୍ଡରେ ଖେଳାଯାଇଥିବା ଦିନିକିଆ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ସେ…

ଟ୍ରେଡ୍‌ ଡିଲ୍‌କୁ ନେଇ ଭାରତ ପାଇଁ ହୋଇପାରେ ସକାରାତ୍ମକ ସ୍ଥିତି

ଭୁବନେଶ୍ୱର,୫ା୧୧: ଆମେରିକାର ମଧ୍ୟବର୍ତ୍ତିକାଳୀନ ନିର୍ବାଚନରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ରିପ୍ଲବିକାନ୍‌ ପାର୍ଟି ତୁଳନାରେ ଡେମୋକ୍ରାଟ୍‌ ଦଳକୁ ଅଧିକ ସଫଳତା ମିଳିବା ପରେ ଏବେ ଆମେରିକୀୟ କଂଗ୍ରେସର ଉଭୟ…

କୋହଲିଙ୍କ ପ୍ରଥମ ବ୍ୟାଟ୍‌ର ମୂଲ୍ୟ କେତେ ଜାଣନ୍ତି, ଯାହା ସ୍ବପ୍ନ ଦେଖଥିଲେ ଗୋଟି ଗୋଟି ହେଲା ସତ, ଜାଣନ୍ତୁ ତାଙ୍କ ବିଷୟରେ ୩୮ ରୋଚକ କଥା

ନୂଆଦିଲ୍ଲୀ,୫।୧୧:ନଭେମ୍ବର ୫ ଭାରତୀୟ କ୍ରିକେଟ ସମେତ ବିଶ୍ୱ କ୍ରିକେଟ ପାଇଁ ଏକ ସ୍ବତନ୍ତ୍ର ଦିନ। କାରଣ ଏହି ଦିନ ଜନ୍ମ ନେଇଥିଲେ ଆଧୁନିକ କ୍ରିକେଟ୍‌ର ଅନ୍ୟତମ ମହାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?