ରେକର୍ଡ ଭାଙ୍ଗିଲା କରୋନା: ଦିନକରେ କରୋନା ନେଲା ୬୫ ଜୀବନ

ଭୁବନେଶ୍ୱର,୧୪/୭(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୬୩ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୭୯୫ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମୁଥିବାବେଳେ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଜିତିଗଲା ପ୍ରେମ:ବିବାହ ବନ୍ଧନରେ ଆବଦ୍ଧ ହେଲେ ପ୍ରମୋଦିନୀ

ତିର୍ତ୍ତୋଲ,୨ା୩(ଡି.ଏନ୍‌.ଏ.): ଏସିଡ୍‌ ଆକ୍ରମଣ ଶିକାର ହୋଇଥିବା ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ଥାନା ଅଧୀନ କନକପୁର ଅଞ୍ଚଳର ପ୍ରମୋଦିନୀ ରାଉଳ ସୋମବାର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି।...

ଆଜି ରାଜ୍ୟରୁ ୨୧୯ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୩୨ ଶିଶୁ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୨୧୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୮,୨୨୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ...

ଶୀତ ନେଇ ୪ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୩ା୨(ବ୍ୟୁରୋ): ରାଜ୍ୟରେ ପୁଣି ଶୀତର ପ୍ରକୋପ ବଢ଼ିଛି। ବର୍ଷା ଛାଡ଼ିବା ପରେ ତାପମାତ୍ରା ଧୀରେ ଧୀରେ ଖସିବାରେ ଲାଗିଛି। ବୁଧବାର ୬ ସ୍ଥାନରେ ପାରଦ...

ପିଏନ୍‌ବିରୁ ୩୨ କୋଟି ଠକେଇ ମାମଲା: କୌଶିକଙ୍କ ଲକରରୁ ୩୭.୯ଲକ୍ଷ ଜବତ

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ଭୁବନେଶ୍ୱର ଷ୍ଟେଶନ ସ୍କୋୟାରସ୍ଥିତ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ୍‌ (ପିଏନ୍‌ବି) ଶାଖାରେ ୩୨ କୋଟି ଠକେଇ ଘଟଣାର ତଦନ୍ତ ଚଳାଇଛି ସିବିଆଇ। ମଙ୍ଗଳବାର ଏହି ଘଟଣାର...

ବଡ଼ଦାଣ୍ଡକୁ ବାହାରିବନି ବିମାନ

ପୁରୀ ଅଫିସ,୩ା୬: ରାଜ୍ୟରେ ଦ୍ରୁତଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନୂଆ ଗାଇଡ଼ଲାଇନ ଜାରି କରିଛନ୍ତି। ଜୁନ୍‌ ୩୦...

ବନ୍ଧୁତ୍ୱର ଅଭୁଲା ସ୍ମୃତି

ଭୁବନେଶ୍ୱର, ୬।୮ (ବନ୍ଦନା ସେଠୀ) – ବନ୍ଧୁତା ସବୁ ସମ୍ପର୍କଠାରୁ ଊର୍ଦ୍ଧ୍ୱରେ। ତେବେ ଏହି ସମ୍ପର୍କକୁ ଅଧିକ ଦୃଢ଼ କରିବା ପାଇଁ ପ୍ରତିବର୍ଷ ଅଗଷ୍ଟର ପ୍ରଥମ...

ମୋ ବସ୍‌କୁ ଅଟକାଇ ଡ୍ରାଇଭରଙ୍କୁ ମାଡ଼: ମହିଳା ଯାତ୍ରୀଙ୍କୁ ଗାଳିଗୁଲଜ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୧୬ା୧(ବ୍ୟୁରୋ):  ମୋ ବସ୍‌କୁ ବଳପୂର୍ବକ ଅଟକାଇ ଡ୍ରାଇଭରଙ୍କୁ ମାଡ଼ ମାରିବା ସହ ମହିଳା ଯାତ୍ରୀଙ୍କୁ ଗାଳିଗୁଲଜ କରିଥିବା ଯୁବକଙ୍କୁ ଖଣ୍ଡଗିରି ଥାନା ପୋଲିସ ଗିରଫ କରିଛି।...

ରାଜଧାନୀରେ ଆର୍ମି ପରୀକ୍ଷାର୍ଥୀଙ୍କ ଆତଙ୍କ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ):ଆର୍ମିରେ ଭର୍ତ୍ତି ହେବା ପାଇଁ ଭୁବନେଶ୍ୱରସ୍ଥ ୧୨୦ ବାଟାଲିୟନର ରାଲିରେ ଯୋଗଦେବାକୁ ଆସିଥିବା କେତେଜଣ ପରୀକ୍ଷାର୍ଥୀଙ୍କ ଆତଙ୍କରାଜ ସୋମବାର ଦେଖିବାକୁ ମିଳିଛି। ଅପରାହ୍ନ ପ୍ରାୟ ୪ଟାରେ...

Advertisement
Archives

Model This Week