ରେକର୍ଡ ଭାଙ୍ଗିଲା କରୋନା: ଦିନକରେ କରୋନା ନେଲା ୬୯ ଜୀବନ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୬୯ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୫,୭୦୩ ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମୁଥିବାବେଳେ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଶୋଇଥିବାବେଳେ ଲାଗିଲା ନିଆଁ, ଜଳିଗଲା ସ୍ପେୟାର ପାଟର୍‌ସ ଦୋକାନ ସହ ଦୋକାନୀଙ୍କ ଘର

ନନ୍ଦପୁର/ପାଡୁଆ,୧୧ା୬(ତୁଷାରକାନ୍ତ ମହାନ୍ତି/ଶଙ୍କର ପୂଜାରୀ): କାଳବୈଶାଖୀ ପ୍ରଭାବରେ ଗଛ ଉପୁଡ଼ି କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ବନ୍ଦ ଥିବାବେଳେ ବୁଧବାର ରାତିରେ ପାଡୁଆ ବଜାରରେ…

ଆଜିଠୁ ଫିଫା ବିଶ୍ୱକପ୍‌: ଭାଗନେବେ ୪୮ ଦେଶ

ମେକ୍ସିକୋ ସିଟି (ମେକ୍ସିକୋ), ୧୧ା୬:ବିଶ୍ୱର ସର୍ବାଧିକ ଲୋକପ୍ରିୟ କ୍ରୀଡ଼ା ଭାବେ ବିବେଚନା କରାଯାଉଥିବା ଫିଫା ବିଶ୍ୱକପ୍‌ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଇତିହାସରେ ପ୍ରଥମଥର ପାଇଁ ଫୁଟ୍‌ବଲ…

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣା: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ପୁରୁଷବନ୍ଧୁ

କଟକ,୧୦।୬(କାର୍ତ୍ତିକ ସାହୁ): ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ପୋଲିସ ଗିରଫଦାରିରୁ ରକ୍ଷା ପାଇବା ପାଇଁ ତାଙ୍କ…

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ଜଙ୍ଗଲରେ ବଣଭୋଜି ବେଳେ କାଳବୈଶାଖୀର କୋପ: ଗଛ ଡାଳ ପଡ଼ି ଆଖି ବୁଜିଲେ ମହିଳା, ସ୍ତବ୍ଧ ପରିବାର

କୋରାପୁଟ,୧୦।୬ (ଅମିତାଭ ବେହେରା): କୋରାପୁଟରେ ବଣଭୋଜି ବେଳେ ଏକ ଦୁଃଖଦ ଅଘଟଣ ଘଟିଛି। କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ବହିବା ସମୟରେ ଗଛର ଏକ ବଡ଼ ଡାଳ…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri