ରେକର୍ଡ ଭାଙ୍ଗିଲା କରୋନା: ଦିନକରେ କରୋନା ନେଲା ୬୯ ଜୀବନ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୬୯ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୩୭୭ ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମୁଥିବାବେଳେ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା-ଅନୁଭବ ପାରିବାରିକ ବିବାଦର ଅନ୍ତ

କଟକ ଅଫିସ,୨୬ା୮: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଏବଂ ଏମ୍‌ପି ତଥା ଅଭିନେତା ସ୍ବାମୀ ଅନୁଭବଙ୍କ ପାରିବାରିକ ବିବାଦର ଅନ୍ତ ଘଟାଇଛନ୍ତି ହାଇକୋର୍ଟ। ତ୍ୱରିତ ଶୁଣାଣି ପାଇଁ...

ପାଠକ ବାପ-ପୁଅଙ୍କୁ ଜାମିନ

ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ, ୨ା୩:ଠକେଇ ମାମଲାରେ ଗିରଫ ହୋଇଥିବା ଆଇଏଫ୍‌ଏସ୍‌ ଅଫିସର ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶଙ୍କୁ ସୋମବାର ଜାମିନ ମିଳିଛି। ସ୍କାଏ କିଙ୍ଗ...

୩୭ ବିଧାୟକଙ୍କ ଡବ୍ଲ୍ୟୁଓଡିସି ପାଣ୍ଠି ବଢ଼ାଯାଉ

ଭୁବନେଶ୍ୱର,୧୯ା୪(ବ୍ୟୁରୋ): ପଶ୍ଚିମ ଓଡ଼ିଶା ଉନ୍ନୟନ କାଉନସିଲ୍‌ (ଡବ୍ଲ୍ୟୁଓଡିସି) ଅନ୍ତର୍ଗତ ସମସ୍ତ ୩୭ଟି ବିଧାନସଭା ନିର୍ବାଚନମଣ୍ଡଳୀର ବିକାଶ ପାଇଁ ନିର୍ଦ୍ଧାରିତ ଖର୍ଚ୍ଚ ସୀମା ରାଶିକୁ ବୃଦ୍ଧି କରିବା...

ଆଜିଠୁ ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ

ପୁରୀ ଅଫିସ,୬ା୧୦: ଗୁରୁବାର ଆଶ୍ୱିନ ଶୁକ୍ଳପକ୍ଷ ଏକାଦଶୀ ତିଥିରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପବିତ୍ର କାର୍ତ୍ତିକ ନୀତି। ସକାଳ ୫ଟା ୧୮ମିନିଟ୍‌ରେ ଦ୍ୱାରଫିଟା ନୀତି ସମ୍ପନ୍ନ...

ଏବେ ସୁଦ୍ଧା ୨୬୪ ଜୋନ୍‌ରେ ବିଜେଡି ଆଗୁଆ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଶନିବାର ଭୋଟ ଗଣତି ଜାରି ରହିଥିବା ବେଳେ ମଧ୍ୟାହ୍ନ ସୁଦ୍ଧା ମିଳିଥିବା ଟ୍ରେଣ୍ଡ ଅନୁସାରେ ବିଜେଡି ସମସ୍ତଙ୍କୁ ପଛରେ ପକାଇ ଆଗରେ ଚାଲିଛି। ୩୧୫...

ପିଭିଟିଜିରେ ଅନ୍ତର୍ଭୁକ୍ତ ହେଲା ରାଜ୍ୟର ୮୮୮ ଗାଁ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଚିହ୍ନଟ ହୋଇଥିବା ମାଇକ୍ରୋ ପ୍ରୋଜେକ୍ଟ ଅଞ୍ଚଳର ୮୮୮ଟି ଗ୍ରାମକୁ ନୂତନ ପିଭିଟିଜି (ଦୁର୍ବଳ ତଥା ଅନୁନ୍ନତ ଶ୍ରେଣୀର ଜନଜାତି ଗୋଷ୍ଠୀ) ଗ୍ରାମଭାବେ ରାଜ୍ୟ ସରକାର...

ଯୁବକଙ୍କୁ ହତ୍ୟା: ୩ ଅଭିଯୁକ୍ତ କୋର୍ଟ ଚାଲାଣ ପରେ ନିରପେକ୍ଷ ତଦନ୍ତ ଦାବିରେ ଧାରଣା

କୋକସରା,୧୧ା୫(ଡି.ଏନ୍‌.ଏ.): ପ୍ରଥମେ ଯୁବକଙ୍କୁ ହତ୍ୟା କରି ବେକରେ ଫାଶ ଦେଇ ଏକ ଶାଗୁଆନ ଗଛରେ ଝୁଲାଇ ଆତ୍ମହତ୍ୟାର ନାଟକ ରଚିଥିଲେ ଅଭିଯୁକ୍ତ । ହେଲେ ପରିବାରର...

ଜାତୀୟ ରାଜପଥରେ ଜଳିଗଲା କାର୍‌

ଭଣ୍ଡାରିପୋଖରୀ, ୧୩ା୯(ଡି.ଏନ.ଏ.)- ଭଦ୍ରକ ଜିଲା ୧୬ ନମ୍ବର ଜାତୀୟ ରାଜପଥର ଭଣ୍ଡାରିପୋଖରୀ ପୁରିପଡ଼ା ସ୍କୁଲଠାରୁ ଅନତି ଦୂରରେ ଶୁକ୍ରବାର ସନ୍ଧ୍ୟା ପ୍ରାୟ ୭ଟା ବେଳେ ଏକ...

Advertisement
Archives

Model This Week