ଭୁବନେଶ୍ୱର,୭।୧୦(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୭ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୨୩୪ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ଭୁବନେଶ୍ୱର,୭।୧୦(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୭ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୨୩୪ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ନୂଆଦିଲ୍ଲୀ,୧୨।୪: ଶିକ୍ଷା ବିଭାଗ 2026-27 ବର୍ଷର ନୂତନ ଶିକ୍ଷା ଅଧିବେଶନ ପାଇଁ ବହୁ ପ୍ରତୀକ୍ଷିତ ‘ଶିକ୍ଷା କ୍ୟାଲେଣ୍ଡର’ ପ୍ରକାଶ କରିଛି। ଏହି ନୂତନ ଅଧିବେଶନ ଏପ୍ରିଲ 1…
ତେହରାନ,୧୨।୪: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ହର୍ମୁଜ ପ୍ରଣାଳୀରେ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ…
ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…
ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…
ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…
ନୂଆଦିଲ୍ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…
ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…
ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…