ଆଉ ୭ ଜଣଙ୍କ ଜୀବନ ନେଲା କରୋନା, କେବଳ ଖୋର୍ଦ୍ଧାରୁ ୫

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନେ କମିଲେ ଦିନେ ବଢ଼ୁଛି। ସେହିପରି ମୃତ୍ୟୁସଂଖ୍ୟାରେ ବି ବ୍ରେକ୍‌ ଲାଗୁନି। ଆଜି ଆଉ ୭ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୨୪୯କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।

ଆଜି କେବଳ ଖୋର୍ଦ୍ଧା ଜିଲାରୁ ୫ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଅନୁଗୋଳ ଏବଂ କେନ୍ଦୁଝରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୧,୬୯୬ରେ ପହଞ୍ଚିଥିବା ବେଳେ ୧୦,୧୮,୩୧୧ଜଣ ସୁସ୍ଥ ହୋଇଛନ୍ତି। ୫୦୮୩ ଜଣ ଚିକିିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୮୨୪୯କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶା ଆସୁଛନ୍ତି ଅମିତ ଶାହା, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୨୪।୪: ଗୁରୁବାର ଓଡିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ।

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

ରାଜ୍ୟରେ ଆଣ୍ଟି ଟିବି ଔଷଧ ଅଭାବ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ): ଜାତୀୟ ଯକ୍ଷ୍ମା ବିଲୋପ କାର୍ଯ୍ୟକ୍ରମ(ଏନ୍‌ଟିଇପି) ହେଉଛି ଏକ ଫ୍ଲାଗ୍‌ଶିପ କାର୍ଯ୍ୟକ୍ରମ। ଏଥିରେ ଯକ୍ଷ୍ମା ବା ଟିବି ରୋଗର ଶୀଘ୍ର ଚିହ୍ନଟ, ଚିକିତ୍ସା...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ବିଜେଡିର ୩୪ ମହିଳା ପ୍ରାର୍ଥୀଙ୍କ ମଧ୍ୟରୁ ୧୨ ବିଧାୟକଙ୍କ ସ୍ତ୍ରୀ

ଭୁବନେଶ୍ୱର,୨୪ା୪(ଅନିଲ ଦାସ):ବିଜୁ ଜନତା ଦଳ ସପ୍ତମ ପର୍ଯ୍ୟାୟ ସୁଦ୍ଧା ୧୪୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସେମାନଙ୍କ ମଧ୍ୟରେ ୩୪ ଜଣ ମହିଳାଙ୍କୁ ଦଳ...

ମିଶନ ଶକ୍ତିକୁ ବନ୍ଦ ପାଇଁ ଷଡ଼ଯନ୍ତ୍ର କରୁଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୪ା୪(ଅନିଲ ଦାସ): ରାଜ୍ୟର ୭୦ ଲକ୍ଷ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ୬ ଲକ୍ଷ ମିଶନ ଶକ୍ତି ଏସ୍‌ଏଚ୍‌ଜି ସାରା ଓଡ଼ିଶାର ଅନେକ ଲକ୍ଷ...

ଏପର୍ଯ୍ୟନ୍ତ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିପାରୁନାହାନ୍ତି ରାଜ୍ୟର ୩ ପ୍ରମୁଖ ଦଳ:ଜାଣନ୍ତୁ କାହାର କେତେ ଆସନ ବାକି ଅଛି

ଭୁବନେଶ୍ୱର,୨୪।୪(ସୁନିତ୍‌ ମିଶ୍ର):ରାଜ୍ୟରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ବୁଧବାର ପ୍ରାର୍ଥତ୍ପତ୍ର ଦାଖଲର ଶେଷ ଦିନ ରହିଛି। ହେଲେ ଏପର୍ଯ୍ୟନ୍ତ ରାଜ୍ୟର ୩ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri