ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ସମସ୍ତ ମୃତକ ଗୋଟିଏ ଜିଲାର

ଭୁବନେଶ୍ୱର, ୨୫ା୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୭ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ମୃତ୍ୟୁ ଘଟିଥିବା ସମସ୍ତ ୭ ମୃତକ ବରଗଡ଼ ଜିଲାର।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୪,୩୨୩ରେ ପହଞ୍ଚିଥିବା ବେଳେ ୧୨,୭୧,୮୪୩ ଜଣ ସୁସ୍ଥ ହୋଇଛନ୍ତି। ୩୩୭୫ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲବାଣୀରେ ଭାଜପା, ବାଲିଗୁଡା-ଜି.ଉଦୟଗିରିରେ ବିଜେଡି ହାତେଇଲା ଅଧ୍ୟକ୍ଷ ପଦ

ଫୁଲବାଣୀ ଅଫିସ୍‌/ଜି.ଉଦୟଗିରି(ଡି.ଏନ୍‌.ଏ.),୨୬ା୩: କନ୍ଧମାଳ ଜିଲାରେ ଫୁଲବାଣୀ ପୌର ପରିଷଦ ନିର୍ବାଚନ ଏବଂ ବାଲିଗୁଡା ଏନ୍‌ଏସି ନିର୍ବାଚନ ଭୋଟ ଗଣତି ଶେଷ ହୋଇଛି। ଫୁଲବାଣୀ ପୌର ପରିଷଦ...

ଜବରଦଖଲ ଉଚ୍ଛେଦରେ ପୋତି ହୋଇଗଲା ଡ୍ରେନ, ଘରେ ପଶିଲା ପାଣି

ବଲାଙ୍ଗୀର ଅଫିସ, ୬ା୮:  ବଲାଙ୍ଗୀର ମ୍ୟୁନିସିପାଲିଟି ପକ୍ଷରୁ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାକଡର ସରକାରୀ ଜମିକୁ ଜବରଦଖଲ ମୁକ୍ତ କରାଯାଇଥିଲା। ଜେସିବି ମେଶିନ୍‌ ଲଗାଇ...

୫୦ ପ୍ରତିଶତ ଭୂତଳ ଜଳରେ ଫ୍ଲୋରାଇଡ୍‌

ବୌଦ୍ଧ,୯ା୬(ସ୍ବ.ପ୍ର.): ବୌଦ୍ଧ ଜିଲାରେ ପ୍ରତିବର୍ଷ ଭୂତଳ ଜଳସ୍ତର ୧ମିଟର ନିମ୍ନଗାମୀ ହେବାରେ ଲାଗିଛି। ମହାନଦୀ, ତେଲନଦୀ ଓ ଶାଖାନଦୀଗୁଡ଼ିକରେ ଜଳ ପ୍ରବାହ ପରିମାଣ କମୁଛି। ଗ୍ରୀଷ୍ମଋତୁରେ...

ଆରମ୍ଭ ହୋଇନି ମଡେଲ୍‌ ବସ୍‌ଷ୍ଟାଣ୍ଡ ନିର୍ମାଣ

ସୋନପୁର,୨୭।୩(ନି.ପ୍ର.):ସୁବର୍ଣ୍ଣପୁରର ମଡେଲ ବସ୍‌ଷ୍ଟାଣ୍ଡ ନିର୍ମାଣ ଅନିଶ୍ଚିତତା ମଧ୍ୟରେ ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପ ନିର୍ମାଣ ପାଇଁ ଶିଳାନ୍ୟାସ କରିଥିଲେ। ଏଥିପ୍ରତି ରାଜ୍ୟ ପରିବହନ...

ସଂଶୋଧନ ହେଲା ଜିଆଇଏସ୍‌

ଭୁବନେଶ୍ୱର,୯।୧୦(ବ୍ୟୁରୋ):ରାଜ୍ୟ ସରକାର ଶୁକ୍ରବାର ସରକାରୀ କର୍ମଚାରୀଙ୍କ ପାଇଁ ଉଦ୍ଦିଷ୍ଟ ଗୋଷ୍ଠୀ ବୀମା ଯୋଜନା (ଜିଆଇଏସ୍‌) ଦେୟରେ ସଂଶୋଧନ କରିଛନ୍ତି। ପୂର୍ବରୁ ୪,୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ୍‌...

୪ ବ୍ଲକରେ ଦ୍ୱିତୀୟ ଡୋଜ ଟିକା ବନ୍ଦ

ଛତ୍ରପୁର,୧୩।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବ୍ରହ୍ମପୁର ମହାନଗର ନିଗମ ଅଞ୍ଚଳରେ ମଙ୍ଗଳବାର ଦ୍ୱିତୀୟ ଡୋଜ ଟିକା ଦେବା ବନ୍ଦ ରହିଛି। ଏଥିସହ ରଙ୍ଗେଇଲୁଣ୍ଡା, କୁକୁଡାଖଣ୍ଡି, ସୋରଡ଼ା, ପୋଲସରା...

ମୌଳିକ ଅଧିକାରରୁ ବଞ୍ଚତ୍ତ ହେଉଛନ୍ତି ‘ଟ୍ରାନ୍ସମେଲ’

ପୁରୀ ଅଫିସ,୨୮।୮: ଦେଶରେ ସମସ୍ତ ନାଗରିକଙ୍କୁ ନିଜସ୍ବ ହିସାବରେ ବଞ୍ଚତ୍ବାର ଅଧିକାର ଦିଆଯାଇଛି। ଜଣେ ସାଧାରଣ ନାଗରିକ ସମାଜରେ ଯେମିତି ସମ୍ମାନର ସହିତ ବଞ୍ଚୁଛି, ଠିକ୍‌...

ରାଜଘାଇ ପାଣି ଦୂଷିତ, ପାନୀୟଜଳ ପ୍ରକଳ୍ପ ଅଚଳ

ହିଞ୍ଜିଳିକାଟୁ,୨୧ା୩(ଡି.ଏନ୍‌.ଏ.) – ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ବଡ଼ଖଣ୍ଡି ପଞ୍ଚାୟତ ଅଧୀନ ଗୋପୀନାଥପୁର ଗ୍ରାମରେ ପାଣି ପାଇଁ ହନ୍ତସନ୍ତ ହେଉଛନ୍ତି ଗ୍ରାମବାସୀ। ଗ୍ରାମ୍ୟ ଜଳ ଯୋଗାଣ...

Advertisement
Archives

Model This Week