ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୯୦୭୧କୁ ବୃଦ୍ଧି

ଭୁବନେଶ୍ୱର,୨୮ା୨(ବ୍ୟୁରୋ): ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଶୁକ୍ରବାର ୨୦୦ ତଳେ ଥିବା ବେଳେ ଆଜି ଆଉ ୭ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯୦୭୧କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।

ଆଜି ଖୋର୍ଦ୍ଧାରୁ ୩ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ପୁରୀରୁ ୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି କଟକ ଏବଂ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୫,୦୩୮ରେ ପହଞ୍ଚିଥିବା ବେଳେ ୧୨,୭୩,୩୦୪ ଜଣ ସୁସ୍ଥ ହୋଇଛନ୍ତି। ୨୬୧୦ଜଣ ଚିକିିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୯,୦୭୧କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

ପତ୍ନୀଙ୍କୁ ହତ୍ୟାକରି ମୃତ ଶରୀରକୁ ବ୍ଲେଣ୍ଡରରେ ପୁରାଇ ପ୍ୟୁରି ବନାଇଦେଲେ ସ୍ବାମୀ…, ପୂର୍ବତନ ମିସ୍‌ ସ୍ବିଜରଲ୍ୟାଣ୍ଡଙ୍କ ସ୍ବାମୀ ଅଭିଯୁକ୍ତ

ବେର୍ନ,୧୧।୧୨: ପୂର୍ବତନ ମିସ ସ୍ବିଜରଲ୍ୟାଣ୍ଡ ଫାଇନାଲିଷ୍ଟ କ୍ରିଷ୍ଟିନା ଜୋକ୍ସିମୋଭିକଙ୍କ ସ୍ବାମୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଛି। ସ୍ବିସ କର୍ତ୍ତୃପକ୍ଷ କହିଛନ୍ତି ଯେ ସନ୍ଦିଗ୍ଧ ବ୍ୟକ୍ତି କ୍ରୋଧରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri