ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୯୦୭୧କୁ ବୃଦ୍ଧି

ଭୁବନେଶ୍ୱର,୨୮ା୨(ବ୍ୟୁରୋ): ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଶୁକ୍ରବାର ୨୦୦ ତଳେ ଥିବା ବେଳେ ଆଜି ଆଉ ୭ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯୦୭୧କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।

ଆଜି ଖୋର୍ଦ୍ଧାରୁ ୩ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ପୁରୀରୁ ୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି କଟକ ଏବଂ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୫,୦୩୮ରେ ପହଞ୍ଚିଥିବା ବେଳେ ୧୨,୭୩,୩୦୪ ଜଣ ସୁସ୍ଥ ହୋଇଛନ୍ତି। ୨୬୧୦ଜଣ ଚିକିିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୯,୦୭୧କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ ବଲାଙ୍ଗୀରବାସୀ! ପାଣିପାଗ କେନ୍ଦ୍ର ଜାରି କଲା ଚେତାବନୀ, ୪ ଦିନ ଯାଏ…

ବଲାଙ୍ଗୀର,୨୫।୫(ସୁନୀଲ କୁମାର ମହାନ୍ତି): ରାଜ୍ୟରେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ଅସହ୍ୟ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ହିଟଓ୍ବେଭ୍‌ ପାଇଁ…

ବଢୁଛି ବିଜୟ ଥଲାପତିଙ୍କ ଶକ୍ତି: ୩ AIDMK ବିଧାୟକ ଦଳ ଛାଡି TVKରେ ସାମିଲ

ଚେନ୍ନାଇ,୨୫।୫: ତାମିଲନାଡୁରେ AIADMKର ତିନି ଜଣ ବିଦ୍ରୋହୀ ବିଧାୟକ ପଦବୀରୁ ଇସ୍ତଫା ଦେଇଛନ୍ତି। ଏହି ତିନି ଜଣ ବିଧାୟକ ସି.ଭି. ଶାନମୁଗମ ଏବଂ ଏସ.ପି. ଭେଲୁମଣିଙ୍କ ନେତୃତ୍ୱାଧୀନ…

ଖରାରେ ବୁଲୁଥିବାରୁ ତାଗିଦ କଲେ ମା’, ରାଗିଯାଇ ଝୁଲିପଡିଲେ ପୁଅ

କେନ୍ଦୁଝର,୨୫।୫ ( ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ବ୍ଲକ ଦେଉଳଡିହା ପଞ୍ଚାୟତ ଜେନାଦାର ଗାଁରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ମା’ ତାଗିଦ୍ କରିବାରୁ ପୁଅର ଆତ୍ମହତ୍ୟା…

ଗର୍ଲଫ୍ରେଣ୍ଡ ରୁମରେ ପତ୍ନୀଙ୍କୁ ହତ୍ୟା କଲେ ସ୍ବାମୀ, ବିବାହର ୩ ମାସ ପରେ…

ଚଣ୍ଡିଗଡ, ୨୫।୫: ହରିୟାଣାର ଗୁରୁଗ୍ରାମର ମାନେସରରୁ ଏକ ହୃଦୟବିଦାରକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ନବବିବାହିତା ମହିଳାଙ୍କୁ ତାଙ୍କ ବିବାହର ମାତ୍ର ତିନି…

ଗୁଲମାର୍ଗରେ ଅଟକିଲା ରୋପଓ୍ବେ; ଫସିଲେ ୩୦୦ ପର୍ଯ୍ୟଟକ, ଆଉ ତାପରେ…

ଶ୍ରୀନଗର,୨୫।୫: ଜମ୍ମୁ କଶ୍ମୀରର ପ୍ରସିଦ୍ଧ ଗୁଲମାର୍ଗ ଗୋଣ୍ଡୋଲାରେ ଏକ ଯାନ୍ତ୍ରିକ ତ୍ରୁଟି ଦେଖାଦେବା ପରେ ଶହ ଶହ ପର୍ଯ୍ୟଟକ ଫସି ରହିଛନ୍ତି । ଖବର ଲେଖାଯିବା ସୁଦ୍ଧା…

ଆଉ ପାଦେ ଆଗକୁ ବଢିଲା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ର: ଏଣିକି ପର୍ଯ୍ୟଟଙ୍କୁ ମିଳିବ…

ଦାରିଙ୍ଗବାଡି, ୨୫।୫ (ଅରୁଣ ସାହୁ):ଓଡିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲା ଦାରିଙ୍ଗବାଡି। ରାଜ୍ୟ ପର୍ଯ୍ୟଟନ ବିଭାଗର ମାନଚିତ୍ରରେ ରହିଥିବା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ରକୁ ରାଜ୍ୟ ସରକାର…

ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱାରୋପ: ଏସଆଇଆର୍‌ ଉପରେ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଭଞ୍ଜନଗର ଉପଖଣ୍ଡର ବୁଥସ୍ତରୀୟ ଅଫିସର୍‌ ଏବଂ ସୁପରଭାଇଜରମାନଙ୍କୁ ନେଇ ସ୍ବତନ୍ତ୍ର ସଘନ ସଂଶୋଧନ ତାଲିମ କାର୍ଯ୍ୟକ୍ରମ…

ରାଜପଥ ପାର୍ଶ୍ୱରୁ ମୃତ ହରିଣ ଉଦ୍ଧାର: ଚୋରା ଚାଲାଣ ସନ୍ଦେହରେ…

ବାଲେଶ୍ୱର, ୨୫।୫ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୬୦ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ଏକ ମୃତ ହରିଣ ଉଦ୍ଧାର ହୋଇଛି। ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri