ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୦୩୫କୁ ବୃଦ୍ଧି

ଭୁବନେଶ୍ୱର,୩ା୯(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୭ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୦୩୫କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।

ଆଜି ଗଞ୍ଜାମରୁ ସର୍ବାଧିକ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ବାଲେଶ୍ୱର, କଟକ, ଢେଙ୍କାନାଳ, କେନ୍ଦ୍ରାପଡ଼ା ଏବଂ ପୁରୀ ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୧୦,୦୭୨ରେ ପହଞ୍ଚିଥିବା ବେଳେ ୯,୯୪,୬୩୯ଜଣ ସୁସ୍ଥ ହୋଇଛନ୍ତି। ୭୩୪୫ ଜଣ ଚିକିିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୮୦୩୫କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ମଶାନରେ ଲିଭୁନି ନିଆଁ: ସରକାର ମୃତକଙ୍କ ସଂଖ୍ୟା ଲୁଚାଉଥିବା ଅଭିଯୋଗ

ଭୋପାଳ,୧୪।୪: କରୋନା ସଂକ୍ରମଣ ନେଇ ଦେଶରେ ଆତଙ୍କ ଦେଖାଦେଇଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ସହିତ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ମଧ୍ୟପ୍ରଦେଶର...

ଆଜି ଅପରାହ୍ନରେ ଗଣମାଧ୍ୟମକୁ ସମ୍ବୋଧନ କରିବେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୩୦ା୬(ବ୍ୟୁରୋ): କରୋନା ସଂକ୍ରମଣକୁ ନିୟନ୍ତ୍ରଣକୁ ଆଣିବା ପାଇଁ ରାଜ୍ୟ ସରକାରଙ୍କ ଦ୍ୱାରା ଲାଗୁ କରାଯାଇଥିବା ଆଂଶିକ ଲକ୍‌ଡାଉନ୍‌ କଟକଣା ଅବଧି ଗୁରୁବାର ସକାଳେ ଶେଷ ହେବ।...

ଆତ୍ମସମର୍ପଣ କଲେ କନ୍ଧମାଳର ୨ଯୁବକ

ଭୁବନେଶ୍ୱର(ବ୍ୟୁରୋ)/ ଫୁଲବାଣୀ ଅଫିସ, ୧୪।୧୦: ଭୁବନେଶ୍ୱର ଉପକଣ୍ଠ ପାତ୍ରପଡ଼ା ନିକଟସ୍ଥ ପୋଖରୀରୁ ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗ ଦାସଙ୍କ ମୃତଦେହ ମିଳିବା...

ଲଘୁଚାପ: ବୁଧବାରରୁ ବର୍ଷା

ଭୁବନେଶ୍ୱର, ୨୨।୧୦(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବୁଧବାରଠାରୁ ରାଜ୍ୟର କେତୋଟି ଜିଲାରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। କୋରାପୁଟ, ମାଲକାନଗିରି, ରାୟଗଡ଼ା,...

ବ୍ଲକିଂ କରି ଅଧରାତିରେ ଗାଡ଼ି ତଲାସି

ଅନୁଗୋଳ ଅଫିସ, ୨୩।୪ଭୋଟ୍‌ ପାଇଁ ଜିଲାରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିବା ବେଳେ ସୋମବାର ରାତିରେ ଅନୁଗୋଳ ସହର ସହ ଜିଲାର ବିଭିନ୍ନ ସ୍ଥାନରେ...

ପ୍ରଥମ ଡୋଜ୍‌ ଟିକାକରଣ ୨କୋଟି ଟପିଲା

ଭୁବନେଶ୍ୱର୧୮।୯,(ବ୍ୟୁରୋ): ରାଜ୍ୟରେ ଟିକାକରଣକୁ ତ୍ୱରାନ୍ବିତ କରାଯାଇଛି। ଦିନକୁ ୩ଲକ୍ଷରୁ ଊର୍ଦ୍ଧ୍ୱ ଡୋଜ୍‌ ଟିକା ଦିଆଯାଉଛି। ଫଳରେ ଶୁକ୍ରବାର ଟିକାକରଣରେ ଆଉଏକ ମାଇଲଖୁଣ୍ଟ ଅତିକ୍ରମ କରିଛି ଓଡ଼ିଶା।...

ଶରୀରଦାନ ସତ୍ୟପାଠ କ୍ଷେତ୍ରରେ ନୂଆ ରେକର୍ଡ

କଟକ ଅଫିସ, ୨ା୧୧: ଏସ୍‌ସିବି ମେଡିକାଲ କଲେଜଠାରେ ଶରୀର ତତ୍ତ୍ବ ବିଭାଗକୁ ଶୁକ୍ରବାର ଭାରତ ଶରୀର ଓ ଅଙ୍ଗଦାନ ସମିତି(ବଡି) ପକ୍ଷରୁ ୭୫୦ଟି ଶରୀର ଦାନ...

ଅପାସୋରା ସ୍ମୃତି ହୋଇ ରହିବ: ଏଡିଏମ୍‌ଙ୍କ କାର୍ଯ୍ୟାଳୟରେ ନିଆରା ବିବାହ

ନୟାଗଡ଼ ଅଫିସ,୨୭ା୪: ନୟାଗଡ଼ ଅତିରିକ୍ତ ଜିଲାପାଳ (ଏଡିଏମ୍‌)ଙ୍କ କାର୍ଯ୍ୟାଳୟରେ ସୋମବାର ଏକ ନିଆରା ବିବାହ ଅନୁଷ୍ଠିତ ହୋଇଥିଲା। ନ ଥିଲା ବାଜା, ବାଣ କି ରୋଶଣି।...

Advertisement
Archives

Model This Week