ଆଜି ଆଉ ୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୫୩୮ରେ ପହଞ୍ଚିଲା

ଭୁବନେଶ୍ୱର,୫।୯(ବ୍ୟୁରୋ): ଶନିବାର ରାଜ୍ୟରୁ ଆଉ ୭ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫୩୮କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ଖୋର୍ଦ୍ଧା ଜିଲାରୁ ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ବଲାଙ୍ଗୀର, କଟକ, ଗଞ୍ଜାମ, ମାଲକାନଗିରି ଏବଂ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।


ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୧,୨୦,୨୨୧ରେ ପହଞ୍ଚିଥିବା ବେଳେ ୯୦,୩୩୧ଜଣ ସୁସ୍ଥ ହୋଇଛନ୍ତି। ୨୯,୨୯୯ ଜଣ ଚିକିତ୍ସିତ ହେଉଛନ୍ତି। ୫୩୮ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ଟି-୨୦ ବିଶ୍ୱକପ୍: ପାକିସ୍ତାନୀ ବୋଲରଙ୍କୁ ଧୂଳି ଚଟାଇଲେ ଇଶାନ କିଷାନ; ୨୭ ବଲ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ମହାମୁକାବିଲାରେ ଭାରତୀୟ ଓପନର୍ ଇଶାନ କିଷାନଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ରନ୍ ବର୍ଷା। ପାକିସ୍ତାନ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ ମାତ୍ର…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଟି-୨୦ ବିଶ୍ୱକପ୍ ୨୦୨୬: ଟସ୍ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି, ହ୍ୟାଣ୍ଡସେକ୍ ପାଇଁ ପୁଣି…

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ଗ୍ରୁପ୍-ଏ ମ୍ୟାଚରେ ପାକିସ୍ତାନ ଅଧିନାୟକ ସଲମାନ ଆଘା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତୀୟ…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ସବୁଠାରୁ କମ୍ ବୟସରେ ଅଙ୍ଗଦାନ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri