ଆଜି ଆଉ ୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୫୩୮ରେ ପହଞ୍ଚିଲା

ଭୁବନେଶ୍ୱର,୫।୯(ବ୍ୟୁରୋ): ଶନିବାର ରାଜ୍ୟରୁ ଆଉ ୭ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫୩୮କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ଖୋର୍ଦ୍ଧା ଜିଲାରୁ ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ବଲାଙ୍ଗୀର, କଟକ, ଗଞ୍ଜାମ, ମାଲକାନଗିରି ଏବଂ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।


ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୧,୨୦,୨୨୧ରେ ପହଞ୍ଚିଥିବା ବେଳେ ୯୦,୩୩୧ଜଣ ସୁସ୍ଥ ହୋଇଛନ୍ତି। ୨୯,୨୯୯ ଜଣ ଚିକିତ୍ସିତ ହେଉଛନ୍ତି। ୫୩୮ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନନ୍ଦ ବଜାର ଶୃଙ୍ଖଳା ଭେଳିକି: ଖୋଲିଲାନି ଅଭିଯୋଗ ପ୍ରକୋଷ୍ଠ

ପୁରୀ ଅଫିସ,୨୬ା୭: ଶ୍ରୀମନ୍ଦିରରେ ଶୃଙ୍ଖଳା ଓ ସ୍ବଚ୍ଛତା ଆଣିବା ଲାଗି ଏକାଧିକ ନିଷ୍ପତ୍ତି ହେଉଛିି। ହେଲେ ଏହି ନିଷ୍ପତ୍ତି ମଧ୍ୟରୁ ଅନେକ ବାସ୍ତବତାର ରୂପ ନେଇପାରୁନିି।...

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ସେଠୀଙ୍କ ପରଲୋକ

ଭଦ୍ରକ ଅଫିସ,୯।୬: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅର୍ଜୁନ ଚରଣ ସେଠୀଙ୍କର ସୋମବାର ପରଲୋକ ଘଟିଛି। ତାଙ୍କୁ ୭୯ବର୍ଷ ହୋଇଥିଲା। ଭୁବନେଶ୍ୱରର ଏକ...

୩୦ରେ ସରିବ ମାଗଣା ବୁଷ୍ଟର ଡୋଜ୍‌ ଟିକାକରଣ

ଭୁବନେଶ୍ୱର,୪।୯(ବ୍ୟୁରୋ): ରାଜ୍ୟରେ ମାଗଣା କରୋନା ଟିକା ଅବଧି ସରିଆସୁଛି। ତେଣୁ ତୁରନ୍ତ ବୁଷ୍ଟର ଡୋଜ୍‌ ବା ପ୍ରିକଶନ ଡୋଜ୍‌ ଟିକା ନେବା ପାଇଁ ସ୍ବାସ୍ଥ୍ୟ ବିଭାଗ...

ଯୁବତୀଙ୍କୁ ଗର୍ଭବତୀ କରି ସମ୍ପର୍କୀୟ କକା ଫେରାର

ସୁନ୍ଦରଗଡ,୬।୫: ସୁନ୍ଦରଗଡ଼ ଜିଲା ଧରୁଆଡିହି ଥାନା ଅନ୍ତର୍ଗତ ବାଉରୀଡିହି ଗ୍ରାମରେ ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ସମ୍ପର୍କୀୟ କକା ଗର୍ଭବତୀ କରି ଫେରାର ଥିବା ଅଭିଯୋଗ ହୋଇଛି।...

ପର୍ବତାରୋହୀ ଲିପିକା ସେଠଙ୍କୁ ସମ୍ବର୍ଦ୍ଧନା

ଭେଡ଼େନ, ୧୯।୭ (ଡ଼ି.ଏନ.ଏ)-ଭେଡ଼େନ ବ୍ଲକ ଡ଼ାଳବ ଗ୍ରାମର ଯୁବ ପର୍ବତାରୋହିଣୀ ଲିପିକା ସେଠଙ୍କୁ ଭେଡ଼େନ ତହସିଲଦାର ସୀମା ସବିତା କୁଲୁ ଗୁରୁବାର ସମ୍ବର୍ଦ୍ଧିତ କରିଛନ୍ତି ।...

ଭାଜପା ବିଧାୟକଙ୍କ କଳାକାରନାମା ପାଇଁ ଦେବଗଡ଼ବାସୀ ଲଜ୍ଜିତ: ବିଜେଡି

ଭୁବନେଶ୍ୱର,୨୬ା୭(ଅନିଲ ଦାସ): ନିର୍ବାଚନରେ ବିଜୟୀ ହେଲେ ଦେବଗଡ଼ବାସୀଙ୍କ ସେବା କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ ଭାଜପା ନେତା ସୁବାସ ପାଣିଗ୍ରାହୀ। ତାଙ୍କ କଥାରେ ଭରସା କରି...

ସୁସ୍ଥ ହେଲେ ମହାପ୍ରଭୁ

ପୁରୀ ଅଫିସ, ୨୫ା୬: ଆଷାଢ଼ କୃଷ୍ଣପକ୍ଷ ଏକାଦଶୀ ବା ଖଳିଲାଗି ଏକାଦଶୀ ଅବସରରେ ଶୁକ୍ରବାର ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଖଳିଲାଗି ନୀତି ସମ୍ପନ୍ନ ହୋଇଛି। ମହାପ୍ରଭୁ ଶ୍ରୀଅଙ୍ଗରେ...

ପ୍ରକଳ୍ପ କାମ ନିମ୍ନମାନର

ପରଜଙ୍ଗ, ୨୨।୫(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସୀ ପଞ୍ଚାୟତ ଅଧୀନ ଅଁଳାକଟା ଗ୍ରାମରେ ବସୁଧା ଯୋଜନାରେ ଚାଲିଥିବା ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ନିମ୍ନମାନର...

Advertisement
Archives

Model This Week