ଭୁବନେଶ୍ୱର,୧୩।୧୦(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୭ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୨୬୮ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ଭୁବନେଶ୍ୱର,୧୩।୧୦(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୭ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୨୬୮ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ନୂଆଦିଲ୍ଲୀ,୧୦।୧୦: ରାଞ୍ଚିର JSCA ଅନ୍ତର୍ଜାତୀୟ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ଏକ ଲଜ୍ଜାଜନକ ପରାଜୟର ସମ୍ମୁଖୀନ ହୋଇଛି। ପ୍ରଥମେ ବ୍ୟାଟିଂ…
ଖଣ୍ଡପଡ଼ା,୧୦ା୧୦(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବରେ ପ୍ରଭୁ ଶ୍ରୀ ନୀଳମାଧବ ଜୀଉ ସର୍ବଜନ ବିଦିତ। ପୁରୀ ଶ୍ରୀ ମନ୍ଦିରର ପୂଜା ନୀତି ସହ…
ବାରିପଦା,୧୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟରେ ଅବ୍ୟବସ୍ଥାକୁ ନେଇ ଶନିବାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ…
ନୂଆଦିଲ୍ଲୀ,୧୦।୧୦: ‘କକରୋଚ ଜନତା ପାର୍ଟି’ (Cockroach Janata Party) ଶନିବାର (୧୦ ଅକ୍ଟୋବର, ୨୦୨୬) ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନ କରିଛି। ନିର୍ବାଚନ…
ନୂଆଦିଲ୍ଲୀ,୧୦।୧୦: କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଶୁକ୍ରବାର କହିଛନ୍ତି ଯେ ଟ୍ରେନ ବାତିଲ କରି ଭାରତର ଯୁବପିଢ଼ିଙ୍କୁ ଅଟକାଯାଇ ପାରିବ ନାହିଁ। ସେ ନିର୍ୱାଚନ ଆୟୋଗ ବିରୋଧରେ ବିକ୍ଷୋଭ…
ପାଟନା,୧୦।୧୦: ବିହାରର ପୂର୍ବତନ ମନ୍ତ୍ରୀ ତଥା ‘ଜନ ଶକ୍ତି ଜନତା ଦଳ’ (JJD)ର ଜାତୀୟ ସଭାପତି ତେଜ ପ୍ରତାପ ଯାଦବ ନିଜ ପତ୍ନୀ ଐଶ୍ୱର୍ଯ୍ୟା ରାୟଙ୍କ ବିରୁଦ୍ଧରେ…
ନୂଆଦିଲ୍ଲୀ,୧୦।୧୦: କ୍ରିକେଟ ପଡ଼ିଆରେ ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ସାଧାରଣତଃ ବାକ୍ଯୁଦ୍ଧ କିମ୍ବା ସ୍ଲେଜିଂ ଦେଖିବାକୁ ମିଳେନାହିଁ। କିନ୍ତୁ ଚଳିତ ଗସ୍ତକୁ ନେଇ ଦୁଇ ଦଳର ଅଧିନାୟକଙ୍କ…
ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲାକୁ ସଂଯୋଗ କରୁଥିବା କଳିଙ୍ଗା ଘାଟିରେ ଭୂସ୍ଖଳନ ଯୋଗୁ ଯାତାୟାତ ବନ୍ଦ ରହିଛି। ଫଳରେ ଗଞ୍ଜାମରୁ କନ୍ଧମାଳ ଏବଂ କନ୍ଧମାଳରୁ…