ଆଜି କରୋନା ନେଲା ୮ ଜୀବନ

ଭୁବନେଶ୍ୱର,୮।୯(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୮ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୦୭୦ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ବିୟୋଗ, ଶେଷ ଦର୍ଶନ କଲେ ବିଧାୟକ

ଗଞ୍ଜାମ, ୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ବରିଷ୍ଠ କଂଗ୍ରେସ ନେତା ସୁଧୀର ବିଶ୍ୱାଳ (୬୧)ଙ୍କ ବିୟୋଗ ଘଟିଛି। ତାଙ୍କ ବିୟୋଗରେ ସ୍ଥାନୀୟ…

କୋରାପୁଟର ୮୮,୨୮୯ ଚାଷୀଙ୍କ ଖାତାକୁ ଗଲା ୧୭.୮୮ କୋଟି ଟଙ୍କା

କୋରାପୁଟ,୪ା୯(ଅମିତାଭ ବେହରା): ରବି ଋତୁରେ ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇଦେବା ଲକ୍ଷ୍ୟରେ ସିଏମ୍‌-କିଷାନ ଯୋଜନାର ୫ମ କିସ୍ତି ଶୁକ୍ରବାର ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଓୟୁଏଟି କୃଷି…

ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ହ୍ବାଟ୍ସଆପ୍ ହ୍ୟାକ୍

ଭୁବନେଶ୍ବର,୪।୯: ବିରୋଧୀ ଦଳ ଉପନେତା ତଥା ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଫୋନ୍ / ହ୍ୱାଟ୍ସଆପ୍ ହ୍ୟାକ୍ ହୋଇଯାଇଛି। ସୋସିଆଲ ମିଡିଆରେ ଆଚାର୍ଯ୍ୟ ଏ ନେଇ ଜଣାଇଛନ୍ତି।…

ଭକ୍ତିରେ ବୁଡିଲେ ବିରାଟ କୋହଲି, ଜନ୍ମାଷ୍ଟମୀରେ…

ନୂଆଦିଲ୍ଲୀ,୪।୯: ଜନ୍ମାଷ୍ଟମୀ ଅବସରରେ, ବିରାଟ କୋହଲିଙ୍କୁ ମଧ୍ୟ ଭକ୍ତିର ଭାବନାରେ ବୁଡ଼ ପକାଇଥିବାର ଦେଖାଯାଇଥିଲା। ସେ ପ୍ରଶଂସକମାନଙ୍କୁ ତାଙ୍କର ଶୁଭେଚ୍ଛା ଜଣାଇଥିଲେ। ଏହି ସମୟରେ, ‘କିଙ୍ଗ କୋହଲି’…

ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ବଳିଦାନ ଦିବସରେ ହିନ୍ଦୁଧର୍ମର ଉଦାରତା ଉପରେ ଆଲୋକପାତ

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶୁକ୍ରବାର କୃଷ୍ଣ ଜନ୍ମାଷ୍ଟମୀ, ବିଶ୍ୱ ହିନ୍ଦୁ ପରିଷଦ ପ୍ରତିଷ୍ଠା ଦିବସ ଓ ଲକ୍ଷ୍ମଣାନନ୍ଦ…

‘ବସ-ଉଠ’ ହେଲେ ଅଭିଷେକ ଶର୍ମା, ଜନ୍ମଦିନରେ ସ୍ବତନ୍ତ୍ର ଭିଡିଓ ଶେୟାର କରି…

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟର ଅଭିଷେକ ଶର୍ମା ଆଜି ତାଙ୍କର ୨୬ତମ ଜନ୍ମଦିନ ପାଳନ କରୁଛନ୍ତି। ୪ ସେପ୍ଟେମ୍ବର ୨୦୦୦ରେ ଜନ୍ମଗ୍ରହଣ କରିଥିବା ଅଭିଷେକ ଟି-୨୦ ଦଳର ଜଣେ…

ଦଶ’ରା, ଦୀପାବଳିରେ ଘରକୁ ଯିବାକୁ ଚାହୁଁଥିଲେ ଖୁସିଖବର, ସ୍ପେଶାଲ ଟ୍ରେନ୍‌କୁ ନେଇ ରେଲେଓ଼୍ବର ବଡ଼ ଘୋଷଣା

ନୂଆଦିଲ୍‌ଲୀ,୪।୯: ନିଜ ଘରଠାରୁ ଦୂରରେ ଦିଲ୍ଲୀ, ମୁମ୍ୱାଇ, ଚଣ୍ଡିଗଡ଼ ଏବଂ ଅନ୍ୟାନ୍ୟ ବଡ଼ ବଡ଼ ସହରରେ ରହୁଥିବା ଲୋକଙ୍କ ପାଇଁ ଖୁସି ଖବର। ଦଶହରା, ଦୀପାବଳି ଏବଂ…

ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା ଅନ୍ତର୍ଜାତୀୟ ବିମାନ ବନ୍ଦର! ଯାତ୍ରୀ ହନ୍ତସନ୍ତ

ନୂଆଦିଲ୍ଲୀ,୪।୯: ଶୁକ୍ରବାର, ସେପ୍ଟେମ୍ବର ୪ ଅପରାହ୍ନରେ ଆରମ୍ଭ ହୋଇଥିବା ବର୍ଷା ପରେ ଜାତୀୟ ରାଜଧାନୀ ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦର ବାହାରେ ପାଣି ଜମି ରହିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri