ଆଜି ୮ ଜୀବନ ନେଲା କରୋନା

ଭୁବନେଶ୍ବର,୧।୩:ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ଥମିବାର ନାଁ ନେଉନାହିଁ। ମଙ୍ଗଳବାର କରୋନା ୮ ଜଣଙ୍କ ଜୀବନ ନେଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୯୦୭୯କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତାପମାତ୍ରା ୪୦ ଡିଗ୍ରୀ: ମିଳୁନି ପିଇବା ପାଣି, ଗରା, ବାଲଟି ଓ ଡେକଚି ଧରି…

ପାଟଣା, ୨୫।୫ (ବୀର କିଶୋର ଦାଶ): କେନ୍ଦୁଝର ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ସେଲସିଅସ୍‌କୁ ଛୁଇଁଥିବା ବେଳେ ପାଟଣା ବ୍ଲକ୍ ଅନ୍ତର୍ଗତ ଡୁମୁରିଆ ପଞ୍ଚାୟତର ବଣମହୁଳଡିହା ପାତୁଳୁ…

ସୌମ୍ୟ ମୃତ୍ୟୁ: ବିବାଦୀୟ ADGଙ୍କ ବଦଳି, ମା ଆଣିଥିଲେ ସାଂଘାତିକ…

ଭୁବନେଶ୍ୱର,୨୨।୫: ବରିଷ୍ଠ ଆଇପିଏସ୍ ଅଧିକାରୀ ଦୟାଲ ଗଙ୍ଗୱାରଙ୍କ ବଦଳି କରାଯାଇଛି। ତାଙ୍କୁ ADGP (କମ୍ୟୁନିକେସନ) ପଦରୁ ହଟାଯାଇ ଗୃହ ବିଭାଗରେ OSD (ଅଫିସର ଅନ୍ ସ୍ପେସିଆଲ୍ ଡ୍ୟୁଟି)…

ଚାଲିଥିଲା ଦେହ ବ୍ୟବସାୟ, ମାଡ଼ି ବସିଲା ପୋଲିସ, ପାଖରୁ ମିଳିଲା ଏହି ଆପତ୍ତିଜନକ ଜିନିଷ

ବରଗଡ଼,୨୫ା୫(ପ୍ରେମାନନ୍ଦ କମାରୀ): ବରଗଡ଼ ଟାଉନ ଥାନା ପୋଲିସ ରବିବାର ଡାଙ୍ଗ ଛକ ନିକଟ ପିପିଲିପାଲି ଗ୍ରାମରେ ଏକ ସେକ୍ସ ରାକେଟ ଠାବ କରିଛି। ସେଠାରେ ଦେହ ବ୍ୟବସାୟ…

ଚର୍ଚ୍ଚାରେ ରାଜ୍ୟ ରାଜନୀତି: ବିଜେଡି ଛାଡ଼ିବା ପଛରେ ମୂଳ କାରଣ କହିଦେଲେ ଦେବାଶିଷ, ଶ୍ରୀମୟୀ ଦେଇଥିଲେ…

ଭୁବନେଶ୍ୱର,୨୫।୫:  ରାଜ୍ୟ ରାଜନୀତିରେ ଏକ ବଡ଼ ହଲଚଲ। ରାଜ୍ୟ ସଭା ଏମ୍ ପି ଦେବାଶିଷ ସାମନ୍ତରାୟ ବିଜେଡି ଛାଡ଼ିଛନ୍ତି। ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା…

ମିଳିତ ଜନଅଭିଯାଗ ଶୁଣାଣି: ପ୍ରଚଣ୍ଡ ଖରାକୁ ଖାତିର ନ କରି ବ୍ଲକ କାର୍ଯ୍ୟାଳୟରେ ପହଞ୍ଚିଲେ ଶତାଧିକ ଲୋକ

ଦାରିଙ୍ଗବାଡ଼ି,୨୫ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଏବଂ ଏସ୍‌ପି ହରିଶ ବିଶିଙ୍କ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ…

ଚର୍ଚ୍ଚାରେ ପଡିଲା ପୂର୍ଣ୍ଣଛେଦ, ବିଜେଡି ଛାଡ଼ିଲେ ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ

ଭୁବନେଶ୍ବର,୨୫।୫: ବିଜେଡିକୁ ପୁଣି ଏକ ଝଟକା ମିଳିଛି । ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ ବିଜେଡି ଛାଡିଛନ୍ତି । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ…

କେଏସ୍‌ୟୁବି କଲେଜର ହେବ ବିକାଶ, ନୂଆ ଅଧ୍ୟକ୍ଷ ଲୋଡ଼ିଲେ ବିଧାୟକ-ଉପଜିଲାପାଳଙ୍କ ସହଯୋଗ

ଭଞ୍ଜନଗର,୨୫ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ରାଜ୍ୟର ଏକ ପୁରାତନ ମହାବିଦ୍ୟାଳୟ। ୧୯୬୦ରେ ନିର୍ମିତ ଏହି ମହାବିଦ୍ୟାଳୟ ବ୍ରହ୍ମପୁର ବିଶବିଦ୍ୟାଳୟ…

ଉତକେଲାରୁ ବିଶାଖାପାଟଣା ବିମାନ ସେବା ସମ୍ପ୍ରସାରଣ ଦାବି: ଏମ୍‌ପିଙ୍କୁ ଦାବି ଜଣାଇଲେ

କେସିଙ୍ଗା, ୨୫।୫ (ତୁମେଶ୍ୱର ସାହୁ): ଉତକେଲାରୁ ଭୁବନେଶ୍ୱରକୁ ବିମାନ ଉଡାଣ ପ୍ରଥମେ ସପ୍ତାହକୁ ଦୁଇ ଦିନ ଥିବା ବେଳେ ପରେ ସପ୍ତାହକୁ ଛଅ ଦିନ ହୋଇଥିଲା। ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri