ପୁଣି ରାଜ୍ୟରେ ୯ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୪।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବା ଆଉ ୯ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୧୬ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୯ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ କେବଳ ୬ ଜଣ ଅଛନ୍ତି। ସେମାନଙ୍କ ମଧ୍ୟରୁ ୨ ମହିଳା ଥିବାବେଳେ ୪ ପୁରୁଷ ରହିଛନ୍ତି। ସେହିଭଳି ପୁରୀ, ଯାଜପୁର ଓ ଖୋର୍ଦ୍ଧା ଜିଲାରୁ ଜଣେ ଲେଖାଏ ଆକ୍ରନ୍ତଙ୍କ ମୃତ୍ୟୁ ଘଟିଛି।

 

ତେବେ ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧୨ ହୋଇଥିବା ବେଳେ ଖୋର୍ଦ୍ଧାରେ ଏହା ୩୦ରେ ପହଞ୍ଚିଛି। ସେହିଭଳି ପୁରୀରେ ୪ ଓ ଯାଜପୁର ଜିଲାରେ ୩ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଥଚାରୀଙ୍କୁ ପିଟିଦେଲା ବାଇକ୍‌: ପରିବହନ ବିଭାଗ କ୍ୟାମେରା ଆଗରେ ଘଟିଲା…

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମଲାସପଦର ଛକ ନିକଟରେ ସୋମବାର ରାତି ପ୍ରାୟ ୧୦ଟା ସମୟରେ ଏକ ବାଇକ ଚାଳକ ଜଣେ ପଥଚାରୀଙ୍କୁ…

ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ଆସିଲା ସ୍ବାଧିକାର ଭଙ୍ଗ ପ୍ରସ୍ତାବ ନୋଟିସ: ଅପମାନଜନକ ମନ୍ତବ୍ୟ ଦେଇ…

ନୂଆଦିଲ୍ଲୀ,୧୮ା୫:ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ପ୍ରଘଟ ମାମଲାକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ହୋଇଥିବାବେଳେ ଏବେ ତାଙ୍କୁ ରାଜ୍ୟ ସଭାରେ ସ୍ବାଧିକାର ଭଙ୍ଗର ସମ୍ମୁଖୀନ…

IPL 2026 ମଧ୍ୟରେ ପୂର୍ବତନ ଅଧିନାୟକଙ୍କ ପରଲୋକ: କ୍ରିକେଟ ଜଗତ ସ୍ତବ୍ଧ

ନୂଆଦିଲ୍ଲୀ,୧୮।୫: ଆଇପିଏଲ ୨୦୨୬ ମଧ୍ୟରେ ଇଂଲଣ୍ଡରୁ ଏକ ଦୁଃଖଦ ଖବର ଆସିଛି। ପୂର୍ବତନ ଇଂଲଣ୍ଡ ଅଧିନାୟକ ମାଇକ ସ୍ମିଥ ୯୨ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି।…

ସାମ୍ନାକୁ ଆସିଲା ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର: ଦେଖିବାକୁ…

ନୂଆଦିଲ୍ଲୀ,୧୮।୫: ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର ସାମ୍ନାକୁ ଆସିଛି। ଏହି ଟ୍ରେନ୍‌ଟି ଗୁଜରାଟରେ ପ୍ରଥମଥର ପାଇଁ ଚାଲିବାକୁ ଯାଉଛି। ଏଥିରେ ଏକ କେଶର ରଙ୍ଗ(ଗେରୁଆ) ରହିବ।…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ କୀର୍ତ୍ତିମାନ: IPL ଇତିହାସରେ କେହି ଏମିତି ରେକର୍ଡ ହାସଲ କରିପାରିନାହାନ୍ତି

ନୂଆଦିଲ୍ଲୀ,୧୮।୫: ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଛୋଟ IPL କ୍ୟାରିୟର ମଧ୍ୟରେ ଅନେକ ରେକର୍ଡ ସ୍ଥାପନ କରିସାରିଛନ୍ତି। ତାଙ୍କ କ୍ୟାରିୟରରେ ସୂର୍ଯ୍ୟବଂଶୀ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି।…

ସଲମାନଙ୍କ ଫଟୋ ଦେଖି ୨ ପୂର୍ବତନ ପ୍ରେମିକା ଆଶ୍ଚର୍ଯ୍ୟ: କହିଲେ…

୬୦ ବର୍ଷ ବୟସରେ ବି ସଲମାନ ଖାନଙ୍କ ଜଲଓ୍ବା। ନିକଟରେ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ସେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ତାଙ୍କ ଫଟୋକୁ ଯିଏ…

ସ୍ତ୍ରୀଙ୍କ ଚରିତ୍ର ଉପରେ ସନ୍ଦେହ: ବହୁ ଚର୍ଚ୍ଚିତ କଟାମୁଣ୍ଡ ମାମଲାରେ ଆସିଲା ବଡ଼ ରାୟ

ପାରଳାଖେମୁଣ୍ଡି, ୧୮।୦୫ (ଗିରିଧାରୀ ପରିଛା): ଗଜପତି ଜିଲାର କାଶୀନଗର ଥାନା ଅନ୍ତର୍ଗତ ସାରା ଗ୍ରାମର ୨୦୨୩ ମସିହାର ବହୁ ଚର୍ଚ୍ଚିତ ବିଭତ୍ସ ହତ୍ୟାକାଣ୍ଡ ମାମଲାର ଶୁଣାଣି କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri