ରାଜ୍ୟରୁ ଆଉ ୯ ଜୀବନ ନେଲା କରୋନା, ୭୧୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୯ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୭୧୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ଆଜି କେନ୍ଦୁଝର ଜିଲାରୁ ୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ବାଲେଶ୍ୱର, ଜଗତସିଂହପୁର, କନ୍ଧମାଳ, ଖୋର୍ଦ୍ଧା, ମୟୂରଭଞ୍ଜ, ନବରଙ୍ଗପୁର ଏବଂ ନୟାଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।


ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୧,୮୪, ୧୨୨ରେ ପହଞ୍ଚିଥିବା ବେଳେ ୧,୪୫,୬୭୫ ଜଣ ସୁସ୍ଥ ହୋଇଛନ୍ତି। ୩୭,୬୮୪ ଜଣ ଚିକିତ୍ସିତ ହେଉଛନ୍ତି। ୭୧୦ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଟି-୨୦ ବିଶ୍ୱକପ୍‌ରୁ ଅଷ୍ଟ୍ରେଲିଆ ଆଉଟ୍: ବର୍ଷା ସାଜିଲା ବାଧକ, ସୁପର-୮ରେ ଜିମ୍ବାୱେ

ନୂଆଦିଲ୍ଲୀ,୧୭।୨: ଟି-୨୦ ବିଶ୍ୱକପ୍‌ରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପାଲେକେଲେରେ ଜିମ୍ବାୱେ ଏବଂ ଆୟରଲାଣ୍ଡ ମଧ୍ୟରେ ହେବାକୁ ଥିବା ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଯାଇଛି।…

ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ତାରିକ୍ ରହମାନ

ନୂଆଦିଲ୍ଲୀ,୧୭।୨: ଦୀର୍ଘ ଦୁଇ ବର୍ଷର ଅନିଶ୍ଚିତତା ପରେ ବାଂଲାଦେଶରେ ଏକ ନୂତନ ରାଜନୈତିକ ଯୁଗର ଆରମ୍ଭ ହୋଇଛି। ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ତାରିକ ରହମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri