ଆଜି ଆଉ ୯ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୫୩୧ରେ ପହଞ୍ଚିଲା

ଭୁବନେଶ୍ୱର,୪ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୯ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫୩୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ବଲାଙ୍ଗୀର, ଗଞ୍ଜାମ, କଟକ ଏବଂ ଖୋର୍ଦ୍ଧାରୁ ୨ ଜଣ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ରାୟଗଡ଼ାରୁ ଜଣଙ୍କର ମୃତ୍ୟୁ ଘଟିଛି।


ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୧, ୧୬,୬୭୮ରେ ପହଞ୍ଚିଥିବା ବେଳେ ୮୭, ୩୫୧ଜଣ ସୁସ୍ଥ ହୋଇଛନ୍ତି। ୨୮,୭୪୩ ଜଣ ଚିକିତ୍ସିତ ହେଉଛନ୍ତି। ୫୩୧ଜଣଙ୍କ ମୃତ୍ୟୁ ଘଟିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପାଲଲହଡ଼ା-ବାଉଁଶଯୋଡ଼ା ବ୍ରିଜରେ ୫ ଫୁଟ ବନ୍ୟା ପାଣି

ଭୁବନେଶ୍ୱର,୨୮।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଯୋଗୁ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଲଗାଣ ବର୍ଷା ଯୋଗୁ ପାଲଲହଡ଼ା-ବାଉଁଶଯୋଡ଼ା ନଦୀ ବ୍ରିଜ ଉପରେ…

ସରକାରଙ୍କ ବଡ଼ ଘୋଷଣା ରାକ୍ଷୀ ପୂର୍ଣ୍ଣିମାଠାରୁ ପ୍ରତି ମାସରେ ମହିଳାଙ୍କ ଖାତାକୁ ଆସିବ ୨୫୦୦ଟଙ୍କା

ନୂଆଦିଲ୍ଲୀ,୨୮।୭: ରକ୍ଷା ବନ୍ଧନ ପୂର୍ବରୁ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କ୍ୟାବିନେଟ ନିଷ୍ପତ୍ତି ମାଧ୍ୟମରେ ଦିଲ୍ଲୀର ଭଉଣୀମାନଙ୍କୁ…

କଙ୍ଗନାଙ୍କ ବିବାଦୀୟ ବୟାନର ଜବାବ ରଖିଲା CJP

ନୂଆଦିଲ୍ଲୀ,୨୮।୭: ଭାଜପା ଏମପି କଙ୍ଗନା ରାଣାୱତଙ୍କ Gen-Z ସମ୍ପର୍କରେ ମନ୍ତବ୍ୟକୁ ନେଇ ବିବାଦ ଦେଖାଦେଇଛି; ସେ Gen-Zକୁ ‘ଜେନେରେଶନ ଗଟର’ ବୋଲି କହିଥିଲେ। ‘କକ୍ରୋଚ ଜନତା ପାର୍ଟି’ର…

ପୁଅ ନେଲା ବାପାଙ୍କ ଜୀବନ

କୁଚିଣ୍ଡା,୨୮।୭(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ଧୂଡିପାଲି ପଞ୍ଚାୟତ ମନାପାଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳହକୁ କେନ୍ଦ୍ର କରି ପୁଅର…

ଅଧିନାୟକ ବଦଳରେ ଅଧିନାୟକ… ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠାରୁ ବଡ଼ ପ୍ରସ୍ତାବ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୨୮।୭: ପାଞ୍ଚଥରର IPL ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଆଗାମୀ ସିଜିନ ପୂର୍ବରୁ ସେମାନଙ୍କର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ Trade କରିବାକୁ ମନସ୍ଥ କରିସାରିଛି। ଅନେକ ଦଳ ହାର୍ଦ୍ଦିକଙ୍କ…

CJP ଆନ୍ଦୋଳନରେ ପୋଲିସର ବର୍ବରତାକୁ ନେଇ ରାଗିଗଲେ ସୁପ୍ରିମକୋର୍ଟ, ସିଧା ଶୁଣାଇଦେଲେ…

ନୂଆଦିଲ୍ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ବିକ୍ଷୋଭ ସମ୍ବନ୍ଧୀୟ ଆବେଦନଗୁଡ଼ିକ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ଆରମ୍ଭ ହୋଇଛି। ପ୍ରଧାନ ବିଚାରପତି (CJI) ସ୍ପଷ୍ଟ ଭାବରେ କହିଛନ୍ତି…

ଗଞ୍ଜେଇ ଚାଲାଣରେ ରାଜସ୍ଥାନ ସିଣ୍ଡିକେଟ୍‌ର ପର୍ଦ୍ଦାଫାଶ କଲା STF

ଭୁବନେଶ୍ୱର,୨୮।୭: ଗଞ୍ଜେଇ ଚାଲାଣରେ ରାଜସ୍ଥାନ ସିଣ୍ଡିକେଟର ପର୍ଦ୍ଦାଫାଶ କରିଛି STF ଟିମ୍‌। ଟାର୍ଗେଟରେ ଥିବା ଗଞ୍ଜାମ ଜିଲାର ୩ଜଣ ଗଞ୍ଜେଇ ମାଫିଆ ଗିରଫ ହୋଇଛନ୍ତି। STF ଗିରଫ…

ଅନ୍ତରଙ୍ଗ ଦୃଶ୍ୟକୁ ନା… ନିହାରିକାଙ୍କ ମନର କଥା

କଣ୍ଟେଣ୍ଟ କ୍ରିଏଟର ଭାବରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ନିହାରିକା ଏନଏମ ଅଭିନେତା ରାଘବ ଜୁୟାଲଙ୍କ ସହ ‘ଭାଇ ତେରା ଷ୍ଟାର ହୈ’ ଜରିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri