ରାଜ୍ୟରୁ ପୁଣି ୧୦ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୬।୧(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୧୦ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୫୦୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ସୁନ୍ଧରଗଡ଼ ଜିଲାରୁ ୪ ଜଣ ଲେଖାଏ ରହିଥିବା ବେଳେ ଅନୁଗୋଳ ଏବଂ କନ୍ଧମାଳ ଜିଲାରୁ ଜଣେ ଲେଖାଏ ରହିଛନ୍ତି । ତେବେ ଆଜି ରାଜ୍ୟରେ ୭୪୨୬ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସପ୍ତାହ ମଧ୍ୟରେ ଲକ୍ଷେ ଟପିଲା ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୨୪।୬: କରୋନା ମହାମାରୀ ସଂକ୍ରମଣ ନେଇ ଭାରତରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏବେ ପ୍ରତି ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୫...

ଉଦ୍ୟାନ କୃଷି ପାଇଁ ଚାଷୀ ମାନସିକତା ବଦଳିବା ଆବଶ୍ୟକ

ଭୁବନେଶ୍ୱର, ୨୩।୧(ବ୍ୟୁରୋ): ଉଦ୍ୟାନ କୃଷିରେ ଅଳ୍ପ ଜମିରେ ଅଧିକ ଲାଭ ପାଇବାର ସୁଯୋଗ ରହିଛି। ତେଣୁ ଚାଷୀମାନେ ଅଧିକରୁ ଅଧିକ ଉଦ୍ୟାନ କୃଷି ଭିତ୍ତିକ ଚାଷ...

ଭାଜପା ନେତାଙ୍କ ଭିଡିଓ କନ୍‌ଫରେନ୍ସିଂ ବୈଠକ

ଭୁବନେଶ୍ୱର,୯ା୪(ବ୍ୟୁରୋ): କରୋନା ବର୍ତ୍ତମାନ ଭୟଙ୍କର ରୂପ ଧାରଣ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଏବଂ ରାଜ୍ୟ ସରକାରଙ୍କ ସହଯୋଗରେ ଏହି ସଙ୍କଟରୁ ରକ୍ଷା ପାଇବା...

ଜୁଡ଼ିଆ ଘାଟିରୁ ଖସୁଛି ମାଟି ଅତଡ଼ା

କେନ୍ଦୁଝର,୨୮।୮(ଡି.ଏନ.ଏ.): କେନ୍ଦୁଝର ସହର ନିକଟସ୍ଥ ଜୁଡ଼ିଆ ଘାଟି ରାସ୍ତା ପାର୍ଶ୍ୱ ପାହାଡ଼ରୁ ପଥର ଓ ମାଟି ଅତଡ଼ା ଖସୁଥିବାରୁ ପଥଚାରୀ ଏବଂ ଗାଡ଼ିମଟର ପାଇଁ ବିପଦ...

ଆଜି ମନ୍ତ୍ରୀ ପରିଷଦ, କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର, ୨୭।୩(ବ୍ୟୁରୋ): ବିଧାନସଭାର ବଜେଟ ଅଧିବେଶନ ଗତ ୨୫ତାରିଖରୁ ଆରମ୍ଭ ହୋଇଥିବା ବେଳେ ଆସନ୍ତା ୩୧ ପର୍ଯ୍ୟନ୍ତ ଚାଲିବ। ଆସନ୍ତା ୩୦ ତାରିଖରେ ରାଜ୍ୟ ସରକାର...

ମୁକୁଳା ଡ୍ରେନ୍‌ରେ ଫଟୋ ସାମ୍ବାଦିକ ପଡ଼ିବା ଘଟଣା: ପିଡବ୍ଲ୍ୟୁଡି ଉପରେ ଦୋଷ ଲଦିଲା ବିଏମ୍‌ସି

ଭୁବନେଶ୍ୱର, ୧୩ା୧ (ବ୍ୟୁରୋ): ହକି ବିଶ୍ୱକପ ପାଇଁ ରାଜଧାନୀର ରାସ୍ତାଘାଟ ମରାମତି ଠାରୁ ଆରମ୍ଭ କରି ସହରର ସୌନ୍ଦର୍ଯ୍ୟକରଣରେ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଉଛି।...

ଶ୍ରେଣୀଗୃହ ଅଭାବ: ଯଜ୍ଞ ମଣ୍ଡପରେ ଶିକ୍ଷାଦାନ

ମହାକାଳପଡା, ୭ା୯ (ଡି.ଏନ୍‌.ଏ.): ସର୍ବଶିକ୍ଷା ଅଭିଯାନ ଯୋଜନାରେ ସଭିଏଁ ପଢ଼ିବେ ସଭିଏଁ ବଢ଼ିବେ ନାରା ତୃଣମୂଳ ସ୍ତରରେ ଫେଲ୍‌ ମାରିଛି। ବିଦ୍ୟାଳୟଗୁଡ଼ିକର ବିକାଶ ପାଇଁ ସରକାର...

ମାସ୍କ ନ ଥିଲେ ଦର୍ଶକଙ୍କୁ ବାରବାଟୀ ଷ୍ଟାଡିୟମ ମନା

କଟକ ଅଫିସ, ୧୦।୬: କଟକସ୍ଥିତ ବାରବାଟୀ ଷ୍ଟାଡିୟମରେ ଟି-୨୦ ମ୍ୟାଚ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ରବିବାର ଅନୁଷ୍ଠିତ ହେବ। ଏ ନେଇ କମିଶନରେଟ...

Advertisement
Archives

Model This Week