ରାଜ୍ୟରୁ ପୁଣି ୧୯ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨।୨(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୧୯ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୬୪୮କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ମୟୁରଭଞ୍ଜ , ଖୋର୍ଦ୍ଧା ଜଲାରୁ ୩ଜଣ ଲେଖାଏ ରହିଥିବା ବେଳେ ରାୟଗଡ଼ା, ପୁରୀ, ଢେଙ୍କାନାଳ, କଟକ ଜିଲାରୁ ୨ଜଣ ଲେଖାଏ ରହିଛନ୍ତି । ସେହିପରି ବାଲେଶ୍ୱର, ଭଦ୍ରକ, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼ ଜିଲାରୁ ଜଣେ ଲେଖାଏ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri