ରାଜ୍ୟରେ କରୋନା ନେଲା ୨ ଜୀବନ

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୨୯୬ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଜଗତସଂହପୁର ଓ ନୟାଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ବାଂଲାଦେଶରେ ଏଣ୍ଟ୍ରି କଲେ ମିଷ୍ଟ୍ରି ଗର୍ଲ, ହୋଇପାରନ୍ତି ଭବିଷ୍ୟତର ଶେଖ ହାସିନା-ଖାଲିଦା ଜିଆ

ଢାକା,୨୭।୧୨: ବାଂଲାଦେଶ ବର୍ତ୍ତମାନ ହିଂସାରେ ବୁଡ଼ି ରହିଛି। ହିନ୍ଦୁମାନଙ୍କ ଉପରେ ନିର୍ଯାତନା ବୃଦ୍ଧି ପାଇଛି। ମହମ୍ମଦ ୟୁନୁସଙ୍କ ଶାସନରେ, ମୌଳବାଦୀମାନେ ପ୍ରଭାବ ବିସ୍ତାର କରୁଛନ୍ତି। କେବଳ...

ପଲ୍ୟୁଶନ ସାର୍ଟିଫିକେଟକୁ ନେଇ ବଡ଼ ବୟାନ ଦେଲେ ମନ୍ତ୍ରୀ: କହିଲେ ଏଣିକି ଲାଗିବ…

ଭୁବନେଶ୍ୱର, ୨୭।୧୨: ବର୍ତ୍ତମାନ ପ୍ରଦୂଷଣ ପ୍ରମାଣ ପତ୍ର ପାଇଁ ସବୁଠି ଲମ୍ବା ଲାଇନ୍‌। ସରକାର ସମୟ ସୀମା ବୃଦ୍ଧି କରିଥିବା ବେଳେ ପରିବହନ ମନ୍ତ୍ରୀ ବିଭୂତି...

ଓଡ଼ିଶା ଆସି ଓଡ଼ିଆରେ କହିଲେ ନିର୍ବାଚନ କମିଶନର, ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କରି…

ପୁରୀ,୨୭ା୧୨: ଓଡ଼ିଶାରେ ଆସି ପହଞ୍ଚିଛନ୍ତି ଭାରତୀୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର। ୩ ଦିନିଆ ଓଡ଼ିଶା ଗସ୍ତରେ ସପରିବାର ଆସିଛନ୍ତି। ବିମାନବନ୍ଦରରେ ପହଞ୍ଚିବା ପରେ ସମସ୍ତ...

ପାଖେଇ ଆସୁଛି ନୂଆବର୍ଷ, ପୁରୀରେ ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ନେଲା ବଡ଼ ନିଷ୍ପତ୍ତି

ପୁରୀ,୨୭।୧୨: ଡିସେମ୍ବର ମାସର ଶେଷ ଦିନଗୁଡ଼ିକରେ ପୁରୀ ଜଗନ୍ନାଥ ଧାମରେ ଭକ୍ତଙ୍କ ସଂଖ୍ୟାରେ ତୀବ୍ର ବୃଦ୍ଧି ପରିଲକ୍ଷିତ ହୋଇଛି। ଅଧିକାରୀଙ୍କ ଅନୁଯାୟୀ, ଏହି ବର୍ଦ୍ଧିତ ଭିଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri