ରାଜ୍ୟରେ କରୋନା ନେଲା ୨ ଜୀବନ

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୨୯୬ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଜଗତସଂହପୁର ଓ ନୟାଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଅଦିନିଆ ରଥଯାତ୍ରା ଉପରେ ରୋକ: ନିର୍ଦ୍ଦେଶ ଦେଲେ ଜିଲାପାଳ

ଭୁବନେଶ୍ୱର,୧୦।୭: ରାଜସ୍ଥାନ ସିକରରେ ହେବାକୁ ଥିବା ଅଦିନିଆ ରଥଯାତ୍ରା ଉପରେ ରୋକ ଲଗାଯାଇଛି। ସିକର ଜିଲ୍ଲା ମାଜିଷ୍ଟ୍ରେଟ ରଥଯାତ୍ରା ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି। ଗତକାଲି ଅଦିନ ରଥଯାତ୍ରା…

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ଟ୍ରମ୍ପଙ୍କୁ ହତ୍ୟା ପାଇଁ ପୁଣି ବଡ଼ ଷଡ଼ଯନ୍ତ୍ର! ଇରାନର ନୂଆ ଚକ୍ରାନ୍ତକୁ ନେଇ ଆମେରିକାକୁ ଚେତାଇଲା…

ୱାଶିଂଟନ,୧୦।୭: ଆମେରିକା ଏବଂ ଇରାନ ମଧ୍ୟରେ ବଢୁଥିବା ସୈନ୍ୟ ସଂଘାତ ମଧ୍ୟରେ ଏକ ଗମ୍ଭୀର ଖବର ସାମ୍ନାକୁ ଆସିଛି। ଏକ ରିପୋର୍ଟ ଅନୁଯାୟୀ, ଇସ୍ରାଏଲର ଗୁପ୍ତଚର ସଂସ୍ଥା…

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଚେତାବନୀ, ବିଶ୍ୱର ୯୨% ଲୋକଙ୍କ ଉପରେ ପଡ଼ୁଛି କର୍କଟ ରୋଗର ପ୍ରଭାବ

ନୂଆଦିଲ୍ଲୀ,୧୦ା୭(ପି.ଟି.): ବିଶ୍ୱ ଜନସଂଖ୍ୟାର ପ୍ରାୟ ୯୨% ଲୋକ ନିଜ ଜୀବନକାଳ ମଧ୍ୟରେ ଅନ୍ତତଃ ପକ୍ଷେ ଥରେ କର୍କଟ ରୋଗ ବା କ୍ୟାନ୍‌ସରର ସିଧାସଳଖ କିମ୍ବା ପରୋକ୍ଷ ପ୍ରଭାବର…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବାଶ ଲିଗ୍

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ…

ଅଦିନିଆ ରଥଯାତ୍ରା: ଗଜପତିଙ୍କ ଅନୁରୋଧ, ଇସ୍କନର ଜିଦ୍‌

ବାରମ୍ବାର ଅନୁରୋଧ ଓ ତାଗିଦ୍‌ ସତ୍ତ୍ୱେ ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ। ଏପରିକି ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri