ରାଜ୍ୟରୁ ପୁଣି ୨୧ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୮।୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୨୧ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୭୭୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଯାଜପୁର ଓ ମୟୁରଭଞ୍ଜ ଜିଲାରୁ ୩ଜଣ ଲେଖାଏ ରହିଥିବା ବେଳେ ବାଲେଶ୍ୱର, କଟକ, ସୁନ୍ଦରଗଡ଼ ଜିଲାରୁ ୨ଜଣ ଲେଖାଏ ରହିଛନ୍ତି । ସେହିପରି ଭଦ୍ରକ, ଢେଙ୍କାନାଳ , ଗଞ୍ଜାମ , ଜଗତ୍‌ସିଂହପୁର, ଖୋର୍ଦ୍ଧା, କେନ୍ଦୁଝର, ନୂଆପଡ଼ା, ପୁରୀ, କେନ୍ଦ୍ରାପଡ଼ା ଜିଲାରୁ ଜଣେ ଲେଖାଏ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଆଳୁ, ପିଆଜ

ତାଳଚେର,୨୬।୩(ନି.ପ୍ର.)- ଲକ୍‌ଡାଉନ ବେଳେ ଅତ୍ୟାବଶ୍ୟକ ସାମଗ୍ରୀର ଅଭାବ ରହିବ ନାହିଁ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଥିଲେ ହେଁ ଗୁରୁବାର ଅନୁଗୋଳ ଜିଲା ତାଳଚେର ଥର୍ମାଲ ସାପ୍ତାହିକ...

ଖିଲାପୀ ଅଧିକାରୀଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ୧୬।୪ (ବ୍ୟୁରୋ): ଚଳିତ ଆର୍ଥତ୍କ ବର୍ଷ ଆରମ୍ଭରୁ ରାଜସ୍ବ ଆଦାୟ ଉପରେ ଗୁରୁତ୍ୱ ଦେଉଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)। ଗତ ୨୦୨୧-୨୨ ଆର୍ଥତ୍କ...

ଖାଦ୍ୟାଭାବ ଆଶଙ୍କା

ଅସ୍ବାଭାବିକ ମୌସୁମୀ ଦେଶର ଖାଦ୍ୟ ସୁରକ୍ଷା ପ୍ରତି ବଡ଼ ବିପଦ ସୃଷ୍ଟି କରିବ ବୋଲି ବିଶେଷଜ୍ଞମାନେ ଚିନ୍ତା ପ୍ରକଟ କରିଛନ୍ତି। ମୁଦ୍ରାସ୍ଫୀତି ନିୟନ୍ତ୍ରଣ ଦିଗରେ ‘ସ୍ବାଭାବିକ...

ରୁଷିଆର କରୋନା ଭ୍ୟାକ୍ସିନକୁ ମାଙ୍କଡ଼ ଦେହରେ ବି ପରୀକ୍ଷା କରିବ ନାହିଁ ଆମେରିକା!

ଓ୍ବାଶିଂଟନ,୧୫।୮: କରୋନା ମହାମାରୀ ସାରା ବିଶ୍ୱକୁ ଅସ୍ତବ୍ୟସ୍ତ କରି ଦେଇଥିବା ବେଳେ ଏବେ ଏହାର ଭ୍ୟାକ୍ସିନ ଖୋଜିବାରେ ଲାଗିପଡିଛନ୍ତି ସମସ୍ତ ବିକାଶଶୀଳ ଦେଶ। ଏହାରି ମଧ୍ୟରେ...

ରାଜ୍ୟରେ ଆଉ ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୩।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୪୩ କୁ ବୃଦ୍ଧି...

୧.୨୮କୋଟିର ଗଡ଼ପଦା ପାନୀୟଜଳ ପ୍ରକଳ୍ପ: ଅବଧି ସରିଲା, ନିର୍ମାଣ ସରୁନି

ରୂପ୍‌ସା, ୩୦।୧୦(ବାଞ୍ଛାନିଧି ଦେ)-ପାନୀୟଜଳ ସମସ୍ୟାର ସମାଧାନ ପାଇଁ ସରକାର ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କରୁଛନ୍ତି। ହେଲେ ବିଭିନ୍ନ ସ୍ଥାନରେ...

ଖେଳୁଥିବା ବେଳେ କୂଅରେ ପଡ଼ି ୨ ଶିଶୁପୁତ୍ରଙ୍କ ଜୀବନ ଗଲା

ନୟାଗଡ଼ ଅଫିସ, ୨।୭: ନୟାଗଡ଼ ଜିଲା ଭାପୁର ବ୍ଲକ ଫତେଗଡ଼ ଥାନା ନିହଲପ୍ରସାଦ ଗାଁରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ଘଟିଛି। ଖେଳୁଥିବା ବେଳେ ଅସାବଧାନତାବଶତଃ...

ମେ’ ୨୪ ପର୍ଯ୍ୟନ୍ତ ଲକ୍‌ଡାଉନ୍‌…

ଚେନ୍ନାଇ,୮।୫: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ତାମିଲନାଡୁରେ ୨ ସପ୍ତାହ ପାଇଁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ମେ’୧୦ରୁ ୨୪ ପର୍ଯ୍ୟନ୍ତ ରାଜ୍ୟରେ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ଜାରି...

Advertisement
Archives

Model This Week