ପୁଣି କରୋନା ନେଲା ୨୧ ଜୀବନ

ଭୁବନେଶ୍ୱର,୧୫।୫(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ରେକର୍ଡ ଭାଙ୍ଗୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୨୧ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ସର୍ବାଧିକ ଅନୁଗୋଳ ଜିଲାରୁ ୩ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଭୁବନେଶ୍ୱର, ଖୋର୍ଦ୍ଧା, ସୁନ୍ଦରଗଡ଼, ପୁରୀ, ରାୟଗଡ଼ା, କଳାହାଣ୍ଡି ଓ କେନ୍ଦ୍ରାପଡ଼ାରୁ ୨ଜଣ ଲେଖାଏ ପ୍ରାଣ ହରାଇଛନ୍ତି। ସେହିଭଳି କୋରାପୁଟ, ନୂଆପଡ଼ା, ଗଜପତି, ବୌଦ୍ଧରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨୨୯୪କୁ ବୃଦ୍ଧି ପାଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନାର ଶସ୍ତା ଔଷଧ ଏବେ ବଜାରରେ…

ହାଇଦ୍ରାବାଦ୍‌,୧୫।୮: ଦେଶରେ କରୋନା ମହାମାରୀ ସଙ୍କଟ ଥମିବାର ନାଁ ଧରୁନି। ତେବେ ହାଇଦ୍ରାବାଦ୍‌ରୁ ଖୁସି ଖବର ମିଳିଛି। ସ୍ଥାନୀୟ ଔଷଧ କମ୍ପାନୀ ଏମ୍‌ଏସ୍‌ଏନ୍‌ ଗ୍ରୁପ୍‌ ପକ୍ଷରୁ...

ବଢୁଛି ପୋଲିସର ଅତ୍ୟାଚାର:ଓଏଚ୍‌ଆର୍‌ସିଙ୍କ ଦ୍ୱାରସ୍ଥ ହେଲେ ଆଦିବାସୀ ପରିବାର

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):ଗଞ୍ଜାମ ଜିଲା ସଲପତଇଲା ଗ୍ରାମରେ ରହୁଥିବା କେତେକ ଆଦିବାସୀ ପରିବାର ଉପରେ ପୋଲିସର ନିର୍ଯାତନା ବଢିବାରେ ଲାଗିଛି। ତାରସିଂ ଥାନା ପୋଲିସ ମିଥ୍ୟା ମାମଲାରେ ଲୋକଙ୍କୁ...

ପୁନର୍ଗଠିତ ହେଲା ବିଜୁ ଛାତ୍ର ଜନତା ଦଳ

ଭୁବନେଶ୍ବର, ୨୩ା୮(ବ୍ୟୁରୋ):ଆସନ୍ତା ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଜେଡି ଏବେ ସାଙ୍ଗଠନିକ ପୁନର୍ଗଠନ ପ୍ରକ୍ରିୟାକୁ ଜୋରଦାର୍‌ କରିଛି। ଏହି କ୍ରମରେ ସୋମବାର ବିଜୁ ଛାତ୍ର ଜନତା...

୪ର୍ଥ ଦିନରେ ଲକ୍ଷ୍ମୀ ପୂଜାଉତ୍ସବ: ବଢୁଛି ଭିଡ଼, ଜମୁଛି ପୂଜା

ଢେଙ୍କାନାଳ ଅଫିସ, ୧୮।୧୦- କୁମାର ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇଛି ଢେଙ୍କାନାଳର ଗଣପର୍ବ ଲକ୍ଷ୍ମୀପୂଜା। ଐତିହ୍ୟ, ପରମ୍ପରା ଏବଂ କିମ୍ବଦନ୍ତୀକୁ ଆଧାର କରି ହେଉଥିବା ଏହି ପୂଜା...

ଦୈନିକ ସଂକ୍ରମଣ ୪ ଶହ ତଳେ…

ନୂଆଦିଲ୍ଲୀ, ୨୬।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୬ ହଜାର...

ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଲା…

ନୂଆଦିଲ୍ଲୀ,୨୪।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଛି। ୨ ଦିନ ଧରି...

ହାଇଓ୍ବେ ପାଟ୍ରୋଲିଂ ପ୍ରଦର୍ଶନ ଅତି ଖରାପ

ଭୁବନେଶ୍ୱର, ୫।୨(ବ୍ୟୁରୋ): ରାଜ୍ୟ ସରକାର ଗତ କିଛିଦନ ହେଲା ଓଡ଼ିଶାରେ ସଡକ ଦୁର୍ଘଟଣାଜନିତ ମୃତ୍ୟୁ ହାର ହ୍ରାସ କରିବା ଲାଗି ଜୋର୍‌ଦାର ଉଦ୍ୟମ ଚଳାଇଛନ୍ତି। ସବୁ...

ହୋମ୍‌ ଷ୍ଟେ’କୁ ପ୍ରୋତ୍ସାହନ ଦେବେ ସରକାର

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟରେ ପର୍ଯ୍ୟଟନର ବିକାଶ ଲାଗି ପରିବେଶ ପର୍ଯ୍ୟଟନସ୍ଥଳୀଗୁଡ଼ିକରେ ହୋମ୍‌ ଷ୍ଟେ’ ବ୍ୟବସ୍ଥା ହେବ। ଏହାକୁ ରାଜ୍ୟ ସରକାର ପ୍ରୋତ୍ସାହନ ଦେବେ। ସୋମବାର ଲୋକସେବା ଭବନରେ...

Advertisement
Archives

Model This Week